ରାଜ୍ୟ ସରକାର ଦେଲେ ଅନୁମତି: ରବିବାରଠାରୁ ଅନ୍‌ଲାଇନ୍‌ରେ ମିଳିବ ମଦ

ଭୁବନେଶ୍ୱର,୨୩।୫(ବ୍ୟୁରୋ): ରବିବାରଠାରୁ ଅନ୍‌ଲାଇନ୍‌ରେ ମିଳିବ ମଦ। ଏଥିନେଇ ରାଜ୍ୟ ସରକାର ଅନୁମତି ଦେଇଛନ୍ତି। ଅନ୍‌ ଓ ଅଫ୍‌ ଲାଇସେନ୍ସ ପ୍ରାପ୍ତ ଦୋକାନୀ ହୋମ୍‌ ଡେଲିଭରି କରିପାରିବେ। କଣ୍ଟେନ୍‌ମେଣ୍ଟ ଜୋନ୍‌ ବ୍ୟତିତ ଅନ୍ୟ ସବୁଠାରେ ହୋମ୍‌ ଡେଲିଭରି କରାଯିବ। ହେଲେ ବିଦେଶୀ ମଦ ଓ ବିୟର ଉପରେ କୋଭିଡ ଫି’ ଲଗାଇଛନ୍ତି ସରକାର। ଯାହା ଏମ୍‌ଆର୍‌ପି ଅଛି, ତା ଉପରେ ୫୦% କୋଭିଡ ଫି’ ଲାଗିବ। ଏହି ଫି’ କରୋନା ଆକ୍ରାନ୍ତଙ୍କ ଚିକିତ୍ସା ଖର୍ଚ୍ଚରେ ଲାଗିବ। ଅନ୍‌ ଓ ଅଫ୍‌ ଲାଇସେନ୍ସ ପ୍ରାପ୍ତ ଦୋକାନ ଅର୍ଡର ପାଇଁ ଡିସ୍‌ପ୍ଲେ ରଖିବେ। ଡିସ୍‌ପ୍ଲେରେ ଫୋନ୍‌ ନଂ, ହ୍ବାଟ୍ସଆପ୍‌ ନଂ,ଇମେଲ୍‌ ଆଇଡି ରହିବ। ଦୋକାନ ବାହାରେ ଡିଜିଟାଲ ପେମେଣ୍ଟ ବ୍ୟବସ୍ଥା ରହିବ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୨ା୪: ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ...

ମାଓବାଦୀ କ୍ୟାମ୍ପ୍‌ ଧ୍ୱଂସ: ବିପୁଳ ସାମଗ୍ରୀ ଜବତ

ମାଲକାନଗିରି,୨୪ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲା ପୋଲିସ ଫୋର୍ସ, ଡିଆର୍‌ଜି, ବସ୍ତର ଫାଇଟର୍ସ ଓ ସିଏଏଫ୍‌ର ଯବାନମାନେ ବୁଧବାର ମିଳିତ ତଲାସି ବେଳେ...

ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ମାମଲା ଖାରଜ: ଆବେଦନକାରୀ ଗଣିବେ ୫ ଲକ୍ଷ ଜରିମାନା

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ତଥ୍ୟ ଲୁଚାଇବା ଅଭିଯୋଗ ନେଇ ଦାୟର ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ରାଜନୈତିକ ଉଦ୍ଦେଶ୍ୟ ରଖି ମାମଲା...

ଓଡ଼ିଶା ରାଜନୀତିରେ ରାଜପରିବାର: ଜାଣନ୍ତୁ କେଉଁ ଆସନରୁ ଲଢ଼ୁଛନ୍ତି କେଉଁ ରାଜପରିବାର

ଭୁବନେଶ୍ୱର,୨୨ା୪: ଭାରତ ସ୍ୱାଧୀନ ହେବା ପରେ ଦେଶରେ ରାଜତନ୍ତ୍ର ଶେଷ ହୋଇଥିଲା। ଏହାପରେ ରାଜା ପରିବାର ସଦସ୍ୟମାନେ ଗଣତାନ୍ତ୍ରିକ ପ୍ରକ୍ରିୟାରେ ମଧ୍ୟ ଲୋକଙ୍କ ଦ୍ୱାରା ନିର୍ବାଚିତ...

କାଳବୈଶାଖୀର ତାଣ୍ଡବ, ଭାଙ୍ଗିଲା ବିଜୁ ପଟ୍ଟନାୟକ ଇନ୍‌ଡୋର ଷ୍ଟାଡିୟମ

ପୁରୁଷୋତ୍ତମପୁର,୨୪ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ବୁଧବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ରଚିଛି। ମାତ୍ର ୧୦ ମିନିଟ୍‌ ମଧ୍ୟରେ ସହରକୁ ଛିନ୍‌ଭିନ୍‌ କରିପକାଇଛି। ବିଭିନ୍ନ ସ୍ଥାନରେ...

ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ

ଭୁବନେଶ୍ୱର,୨୪।୪: ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ରାଜଧାନୀ ଚନ୍ଦକା ଅଞ୍ଚଳରେ। ଗତକାଲି ରାତିରେ...

ଆସନ୍ତା ୩ ଘଣ୍ଟା ପାଇଁ କାଳବୈଶାଖୀ, ବଜ୍ରପାତ ସୂଚନା

ଭୁବନେଶ୍ୱର,୨୪ା୪: ଦିନ ସାରା ପ୍ରଚଣ୍ଡ ଖରା ଏବଂ ଗୁଳୁଗୁଳିରେ ଲୋକେ ଆଉଟୁପାଉଟୁ ହେଉଥିବା ବେଳେ ଅପରାହ୍ନରେ କାଳବୈଶାଖୀ ବର୍ଷା ସାମାନ୍ୟ ଆଶ୍ୱସ୍ତି ଆଣିଛି। ଅପରାହ୍ନ ସାଢ଼େ...

ନିଜ ନିର୍ବାଚନ ମଣ୍ଡଳୀରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

ହିଞ୍ଜିଳିକାଟୁ,୨୪ା୪(ଦ୍ୱିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାରଠାରୁ ନିଜ ନିଜାଚନ ମଣ୍ଡଳୀ ହିଞ୍ଜିଳିରୁ ୨୦୨୪ ନିର୍ବାଚନ ପ୍ରଚାରର ଶୁଭାରମ୍ଭ କରିଛନ୍ତି। ହିଞ୍ଜିଳିକାଟୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri