ରାତିଅଧିଆ ବିଧାୟକଙ୍କ ଭଦ୍ରକ ମୁଖ୍ୟ ଚିକିତ୍ସାଳୟ ପରିଦର୍ଶନ

ଭଦ୍ରକ ଅଫିସ,୨୦।୧୨: ଭଦ୍ରକ ବିଧାୟକ ସଞ୍ଜୀବ ମଲିକ ଗୁରୁବାର ବିଳମ୍ବିତ ରାତିରେ ଭଦ୍ରକ ଜିଲା ମୁଖ୍ୟ ଚିକିତ୍ସାଳୟ ପରିଦର୍ଶନ କରିଛନ୍ତି।
ସେ ରାତିରେ ରୋଗୀସେବା ନିରୀକ୍ଷଣ କରିବା ସହ ରୋଗୀଙ୍କୁ କିଭଳି ସେବା ଦିଆଯାଉଛି, ଖାଦ୍ୟ ଠିକ୍‌ ଭାବେ ଦିଅଯାଉଛି କି ନାହିଁ ପଚାରି ବୁଝିଥିଲେ। ଏହା ସହ ଚିକିତ୍ସାଳୟରୁ ରୋଗୀଙ୍କୁ ଔଷଧ ଯୋଗାଇ ଦିଆଯାଉଛି କି ନାହିଁ ସେ ସମ୍ପର୍କରେ ଡାକ୍ତରଙ୍କ ସହ ଆଲୋଚନା କରିଥିଲେ। ତେବେ ବିଧାୟକଙ୍କ ଏଭଳି ରାତିଅଧିଆ ଗସ୍ତ କର୍ମଚାରୀଙ୍କ ମହଲରେ ଭୟ ସୃଷ୍ଟି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ନଦୀ ଭିତରେ ମାଡ଼ିଗଲାଣି ବୁଦାଳିଆ ଜଙ୍ଗଲ,ସୁରକ୍ଷା ପ୍ରତି ସରକାରଙ୍କ ନଜର ନାହିଁ

ବଡ଼ଗାଁ,୩୦ା୫(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ଅନ୍ତର୍ଗତ ତୁଡାଲଗା, ବଡ଼ଗାଁ, ଫୁଲବାରୀ ଓ ଭୋଇପାଲି ପଞ୍ଚାୟତର କେତେକ ଗ୍ରାମ ନିକଟ ଦେଇ ପ୍ରବାହିତ ସଫେଇ ନଦୀ…

ଘରୋଇ ବସ୍‌ ମାଲିକ ସଂଘର ବଡ଼ ଚେତାବନୀ, ସରକାର ନ ଶୁଣିଲେ ଗଡ଼ିବନି…

ଭୁବନେଶ୍ୱର,୩୦।୫: ରାଜ୍ୟ ସରକାରଙ୍କୁ ୧୦ ଦିନର ଅଲଟିମେଟମ୍ ଦେଇଛି ଘରୋଇ ବସ୍‌ ମାଲିକ ସଂଘ। ଭଡ଼ା ବୃଦ୍ଧି ସମ୍ପର୍କିତ ଦାବି ପୂରଣ ନ ହେଲେ ବସ୍‌ ଚଳାଚଳ…

କଳା ଅନ୍ଧାର କରି ମାଡ଼ିଆସିଲା କାଳବୈଶାଖୀ: ଉଡାଇନେଲା ଛପର, ପରଘରେ ମୁଣ୍ଡ ଗୁଞ୍ଜିଛନ୍ତି….

କଲ୍ୟାଣସିଂହପୁର, ୩୦।୫(ଦୀପକ କୁମାର ପରିଡା): ରାୟଗଡା ଜିଲାର କଲ୍ୟାଣସିଂହପୁର ବ୍ଲକ୍ ସଦରରେ ଶୁକ୍ରବାର ରାତିରେ କାଳବୈଶାଖୀ ତାଣ୍ଡବ ଦେଖିବାକୁ ମିଳିଛି। ଜୋରଦାର ପବନ ଓ ବର୍ଷାର ପ୍ରଭାବରେ…

ନିଶା ସେବନ କରି ଗାଡ଼ି ଚଲାଉଥିଲେ ଫରେଷ୍ଟର, ପୋଲିସ ଅଟକ ରଖି…

ବଲାଙ୍ଗୀର,୩୦ା୫(ସୁନିଲ କୁମାର ମହାନ୍ତି): ନିଶାସେବନ କରି ଗାଡ଼ି ଚଲାଇବା ଜଣେ ସରକାରୀ ଅଧିକାରୀଙ୍କୁ ମହଙ୍ଗା ପଡ଼ିଛି। ବଙ୍ଗୋମୁଣ୍ଡା ଫରେଷ୍ଟର ଦିବସ ମାଝୀ ନିଶାସେବନ କରି ଗାଡ଼ି ଚଲାଉଥିବା…

ପଞ୍ଚାୟତ ନିର୍ବାଚନରେ ପ୍ରାର୍ଥୀ ଦେବ ବିଜୁ ସ୍ବାଭିମାନ ମଞ୍ଚ କୋଲନରାରେ ଭାସ୍କର ରାଓଙ୍କ ଶକ୍ତି ପ୍ରଦର୍ଶନ

ଗୁଣପୁର,୩୦॥୫(ସୁଜାତା ପାଢ଼ୀ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପୂର୍ବରୁ ନିଜର ଶକ୍ତି ପ୍ରଦର୍ଶନ କରିଛନ୍ତି ଟାଣୁଆ ନେତା ତଥା ପୂର୍ବତନ ରାଜ୍ୟ ସଭା ସଭ୍ୟ ଏନ୍‌.ଭାସ୍କର ରାଓ। ରାୟଗଡା…

ଘରେ ଏକାକୀ ଥିଲେ ମହିଳା, ଛୁରି ଦେଖାଇ ବଳାତ୍କାର କଲେ ଯୁବକ, ଆଉ ତା’ ପରେ…

ହିଞ୍ଜିଳିକାଟୁ,୩୦ା୫(ଦ୍ୱିତୀକୃଷ୍ଣ ପଣ୍ଡା): ଘରେ ଏକାକୀ ଥିବା ଜଣେ ବିବାହିତା ମହିଳାଙ୍କୁ ଛୁରି ଦେଖାଇ ହତ୍ୟା ଧମକ ଦେଇ ବଳାତ୍କାର କରିଥିବା ଅଭିଯୋଗରେ ହିଞ୍ଜିଳି ପୋଲିସ ଜଣେ ଯୁବକଙ୍କୁ…

IPL ଇତିହାସରେ ଏମିତି କାରନାମା କରିବାରେ ପ୍ରଥମ ଖେଳାଳି ହେଲେ ଶୁବମନ ଗିଲ

ନୂଆଦିଲ୍ଲୀ,୩୦।୫: ଗୁଜରାଟ ଟାଇଟାନ୍ସ କ୍ୱାଲିଫାୟର ୨ରେ ରାଜସ୍ଥାନ ରୟାଲ୍ସକୁ ୭ ଉଇକେଟରେ ପରାସ୍ତ କରି ଆଇପିଏଲ ୨୦୨୬ ଫାଇନାଲରେ ସ୍ଥାନ ପକ୍କା କରିଛି। କ୍ୱାଲିଫାୟର ୨ ମ୍ୟାଚ୍‌ରେ…

ବିଦ୍ୟୁତ୍‌ ଖୁଣ୍ଟକୁ ଧକ୍କା ଦେଇ କାର ଚାଳକ ଗୁରୁତର

ନନ୍ଦପୁର/ପାଡୁଆ,୩୦ା୫ (ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର-ହାଣ୍ଡିପୁଟ ସଂଯୋଗୀ ଏମ୍‌ଡିଆର ୫୫ ରାସ୍ତାର ଭେଜା ରେଳ ଷ୍ଟେଶନ ନିକଟ ରାସ୍ତାରେ ଏକ ବିଦ୍ୟୁତ୍‌ ଖୁଣ୍ଟକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri