ରାତିରେ ପିଲା ବିଛଣାରେ ପରିସ୍ରା କରୁଛନ୍ତି କି… ଜାଣନ୍ତୁ, କିପରି ପାଇବେ ମୁକ୍ତି

ଖଜୁରି କୋଳି ସ୍ବାସ୍ଥ୍ୟ ଉପକାରୀ। ଏଥିରେ ଭିଟାମିନ୍‌ ଇ ଓ ବି ସହିତ ପୋଷକତତ୍ତ୍ୱ ରହିଥାଏ। ଏହା ଅନେକ ସ୍ବାସ୍ଥ୍ୟ ସମସ୍ୟାରୁ ମୁକ୍ତି ଦେଇଥାଏ। ଶୀତଦିନେ ଏହାକୁ ଗରମ କ୍ଷୀରରେ ପକାଇ ପିଇବା ଫଳରେ ଅନେକ ଫାଇଦା ମିଳିଥାଏ। ତେବେ ଜାଣନ୍ତୁ ଶୀତଦିନେ ଗରମ କ୍ଷୀରରେ ଖଜୁରି କୋଳି ଚୋପା ମିଶାଇ ପିଇବା ଫଳରେ କେଉଁ ସବୁ ଫାଇଦା ମିଳିଥାଏ।

* ଗରମ କ୍ଷୀରରେ ଖଜୁରି କୋଳିର ଉପର ଚୋପା ଅଂଶ ମିଶାଇ ପିଇଲେ ଶରୀରକୁ ଶକ୍ତି ମିଳିଥାଏ। ମଧୁମେହ ରୋଗୀଙ୍କ ଲାଗି ଖଜୁରି କୋଳି ମଧ୍ୟ ଉପକାରୀ। ଏହାକୁ ନିୟମିତ ଖାଇବାର ୬ ମାସ ମଧ୍ୟରେ ମଧୁମେୟ ନିୟନ୍ତ୍ରିତ ହୋଇଥାଏ।

* ଏହାକୁ କ୍ଷୀରରେ ପକାଇ ଫୁଟାଇ ପିଇବା ଫଳରେ ଶ୍ୱାସ ସମସ୍ୟାରୁ ମୁକ୍ତି ମିଳିଥାଏ। ୨ କିମ୍ବା ୪ଟି ଖଜୁରି କୋଳିକୁ କ୍ଷୀରରେ ଫୁଟାଇ ପିଇବା ଫଳରେ ହୃଦ୍‌ଘାତରୁ ମଧ୍ୟ ଉପଶମ ମିଳିଥାଏ।

* ସାଧାରଣତଃ ଛୋଟ ପିଲାମାନେ ରାତିରେ ବିଛଣାରେ ପରିସ୍ରା କରିଥାଆନ୍ତି। କ୍ଷୀରରେ ଖଜୁରି କୋଳି ଚୋପା ମିଶାଇ ଫୁଟାଇ ପିଇବା ଫଳରେ ଏହି ସମସ୍ୟା ଦୂର ହୋଇଥାଏ।

* ଦାନ୍ତମାଢ଼ିରୁ ରକ୍ତ ବାହାରୁଥିଲେ, ଏହାକୁ ଖାଇବା ଦ୍ୱାରା ଏହି ସମସ୍ୟା ଦୂର ହୋଇଥାଏ।

* ମହିଳାମାନଙ୍କ ମାସିକ ଧର୍ମ ସମୟରେ ହେଉଥିବା ପେଟ ଯନ୍ତ୍ରଣାରୁ ମଧ୍ୟ ଖଜୁରି କ୍ଷୀର ମୁକ୍ତି ଦେଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

୫୦ରୁ ଅଧିକ ଫଳ ଦୋକାନ ଜଳି ପୋଡି ପାଉଁଶ: ପରିଦର୍ଶନରେ ଆସି ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର କହିଲେ, ଏଥିପାଇଁ…

ବଲାଙ୍ଗୀର,୮।୧୨( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଯାଇଛି । ଦେଖୁ ଦେଖୁ ହୁ ହୁ ହୋଇ...

୪୦ କୋଟି ଟଙ୍କା ବିନିଯୋଗ କରି ନିଜ ବ୍ରାଣ୍ଡ୍ ପାଇଁ ନୂଆ ଅଧ୍ୟାୟ ଆରମ୍ଭ କଲେ ବିରାଟ କୋହଲି

ନୂଆଦିଲ୍ଲୀ,୮।୧୨: ଭାରତୀୟ କ୍ରିକେଟ୍ ତାରକା ବିରାଟ କୋହଲି ୮ ବର୍ଷର ପୁରୁଣା ସମ୍ପର୍କ ଭାଙ୍ଗି ଏକ ନୂଆ ବ୍ୟବସାୟିକ ଯାତ୍ରା ଆରମ୍ଭ କରିଛନ୍ତି। ସୋମବାର କୋହଲି...

ଜୁନିୟର ମହିଳା ହକି: ଓ୍ବେଲ୍ସକୁ ହରାଇଲା ଭାରତ

ସାଣ୍ଟିଆଗୋ, ୮ା୧୨: ଏଫ୍‌ଆଇଏଚ୍‌ ଜୁନିୟର ମହିଳା ହକି ବିଶ୍ୱକପ୍‌ର ୯ମ ସ୍ଥାନ ପାଇଁ ହୋଇଥିବା ଏକ କ୍ଲାସିଫିକେଶନ ମ୍ୟାଚ୍‌ରେ କ୍ୱାର୍ଟରଫାଇନାଲ ଦୌଡ଼ରୁ ବାଦ୍‌ ପଡ଼ିଥିବା ଭାରତ...

ଯାଉଥିବାବେଳେ ହଠାତ୍‌ ସାମ୍ନାକୁ ଚାଲିଆସିଲା ଏମିତି ଏକ ଜନ୍ତୁ, ତା’ପରେ…

ଭଞ୍ଜନଗର,୮।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଫୁଲବାଣୀ ମୁଖ୍ୟ ରାସ୍ତାର ସୋରାଦେବୀ ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଅଜଣା ଜନ୍ତୁକୁ ଧକ୍କା ଦେଇ ଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri