ବାଲେଶର ଅଫିସ, ୧୮।୧୨:ବାଲେଶର ଜିଲାର ଏଫ୍ସିଆଇ ଅଫିସର ରାତି ଜଗୁଆଳିଙ୍କୁ କଟୁରିରେ ହାଣି ହତ୍ୟା କରାଯାଇଛି। ମୃତକ ହେଲେ ମୟୁରଭଞ୍ଜର ବଢ଼ା ମାରାଣ୍ଡି । ମଙ୍ଗଳବାର ରାତିରେ ବାଲେଶ୍ୱର ସହଦେଖୁଣ୍ଟା ଥାନା ଗୁଡିପଦାର ଭଡା ଘରେ ଏହି ହତ୍ୟାକାଣ୍ଡ ଘଟିଛି। ଘଟଣାସ୍ଥଳରେ ସହଦେବଖୁଣ୍ଟା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ମିଳିଥିବା ପ୍ରାଥମିକ ଅନୁଯାୟୀ, ବଢ଼ା ମାରାଣ୍ଡିଙ୍କ ସହ ରହୁଥିବା ଜଣେ ମହିଳାଙ୍କୁ ପୋଲିସ ସନ୍ଦେହ କରୁଛି। ମହିଳା ଜଣଙ୍କ ବର୍ତ୍ତମାନ ସୁଦ୍ଧା ଫେରାର ଅଛନ୍ତି। ଏନେଇ ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି।
Posted inHome, Home Left, ଆମ ଜିଲା ଖବର, ବାଲେଶ୍ୱର View All
୧୩ ପ୍ରସ୍ତାବକୁ କ୍ୟାବିନେଟ୍ ମଞ୍ଜୁରୀ: ଜାଣନ୍ତୁ କାହା ଉପରେ ବାଜିଲା ମୋହର
ଭୁବନେଶ୍ୱର, ୧୩।୭: ରାଜ୍ୟ କ୍ୟାବିନେଟ୍ ବୈଠକରେ ୭ଟି ବିଭାଗର ମୋଟ ୧୩ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ ମିଳିଛି। କ୍ୟାବିନେଟ୍ ବୈଠକ ପରେ ମୁଖ୍ୟ ସଚିବ ଅନୁ ଗର୍ଗ…
ସେମିଫାଇନାଲରେ ଡାର୍କ ବ୍ଲ୍ୟୁ ଜର୍ସି ପିନ୍ଧିବାକୁ ଫିଫାକୁ କାହିଁକି ଅନୁରୋଧ କଲା ଆର୍ଜେଣ୍ଟିନା, ଜାଣନ୍ତୁ…
ମାୟାମି,୧୪ା୭: ଚଳିତ ଫିଫା ବିଶ୍ୱକପ୍ରେ ବୁଧବାର ଦ୍ୱିତୀୟ ସେମିଫାଇନାଲରେ ଡିଫେଣ୍ଡିଂ ଚାମ୍ପିୟନ ଆର୍ଜେଣ୍ଟିନା ଓ ଇଂଲଣ୍ଡ ପରସ୍ପରକୁ ଭେଟିବାକୁ ଯାଉଛନ୍ତି। ଏହି ହାଇ ପ୍ରୋଫାଇଲ ମୁକାବିଲା ପାଇଁ…
ଟ୍ରେନରେ ଯିବେ ବରଯାତ୍ରୀ! ବୁକ୍ କରିପାରିବେ ପୂରା କୋଚ୍ କିମ୍ବା ସ୍ପେଶାଲ ଟ୍ରେନ୍: ଜାଣନ୍ତୁ କେମିତି ଓ କେତେ ଖର୍ଚ୍ଚ ହେବ…
ନୂଆଦିଲ୍ଲୀ,୧୪ା୭: ବିବାହ ଋତୁ ହେଉ, କୌଣସି ଧାର୍ମିକ ଯାତ୍ରାରେ ଶତାଧିକ ଲୋକଙ୍କୁ ଏକାଠି ଯିବାର ଥାଉ କିମ୍ବା କୌଣସି ସଂସ୍ଥାର ଏକ ବଡ଼ ଟିମ୍କୁ ଗୋଟିଏ ଟ୍ରେନରେ…
ମ୍ୟାଲେରିଆରେ ଚାଲିଗଲା ଆଶ୍ରମ ସ୍କୁଲ ଛାତ୍ରଙ୍କ ଜୀବନ, ଚିନ୍ତାରେ ପ୍ରଶାସନ
ରାୟଗଡ଼ା,୧୪।୭(କୈଳାଶ ଚନ୍ଦ୍ର ପୃଷ୍ଟି): ରାୟଗଡ଼ା ଜିଲାରେ ମ୍ୟାଲେରିଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବିଶେଷକରି ଅନୁସୂଚିତ ଜାତି ଓ ଜନଜାତି ବିଭାଗ ଦ୍ୱାରା ପରିଚାଳିତ ଆଶ୍ରମ…
ଆସିଲା ବଡ଼ ଖବର, ଏଟିଏମ୍ ସାମ୍ନାରେ ପୁଣି ଲାଗିପାରେ ଲମ୍ବା ଲାଇନ୍! ଜାଣନ୍ତୁ କାହିଁକି?
ନୂଆଦିଲ୍ଲୀ,୧୪ା୭: ଉତ୍ତର ପ୍ରଦେଶ, ଦିଲ୍ଲୀ ଏବଂ ହରିୟାଣା ସମେତ ଦେଶର ଅନେକ ରାଜ୍ୟରେ ATM କ୍ୟାସ୍ ରିଫିଲ୍ କର୍ମଚାରୀମାନେ ଧର୍ମଘଟ ଆରମ୍ଭ କରିଛନ୍ତି। ଏହି ଧର୍ମଘଟ କାହିଁକି…
ଘର ବାରଣ୍ଡାରେ ଶୋଇଥିବା ଦେଖି ମହିଳାଙ୍କୁ ବଳାତ୍କାର ଉଦ୍ୟମ, ପାଟି କରିବାରୁ ମାରିଥିଲେ ଚମ୍ପଟ , ଆଉ ଏବେ…
ଦିଗପହଣ୍ଡି,୧୪।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଏକ ଗାଁର ଜଣେ ୫୨ ବର୍ଷୀୟା ମହିଳାଙ୍କୁ ବଳାତ୍କାର ଉଦ୍ୟମ ପରେ ତଣ୍ଟି ଚିପି ହତ୍ୟା…
ବଙ୍ଗୋପସାଗରରେ ବଡ଼ ହଲଚଲ: ୨ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲ୍ଲାକୁ ରେଡ୍ ଆଲର୍ଟ
ନୂଆଦିଲ୍ଲୀ,୧୪ା୭: ପାଣିପାଗକୁ ନେଇ ବଡ଼ ଅପଡେଟ୍ । ରାଜ୍ୟରେ ବର୍ଷାର ପ୍ରକୋପ ଆହୁରି ବଢ଼ିବାକୁ ଯାଉଛି । ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଉତ୍ତର ଉପକୂଳ ଓଡ଼ିଶା…
ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: କୋଭିଡକୁ ନେଇ ସରକାର…
ଭୁବନେଶ୍ୱର,୧୪।୭: କୋଭିଡ ମୁକାବିଲା ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, କୋଭିଡକୁ ନେଇ ଭୟଭୀତ ହୁଅନ୍ତୁ ନାହିଁ, ସରକାର ସଜାଗ ଅଛନ୍ତି।…
Archives

