ରାଫେଲ ଡିଲ୍‌ ପ୍ରସଙ୍ଗରେ ସୁପ୍ରିମକୋର୍ଟଙ୍କ ରାୟ: ଆଜି ସବୁ ଜିଲାରେ ଭାଜପାର ଆନ୍ଦୋଳନ

ଭୁବନେଶ୍ୱର,୧୬।୧୧(ବ୍ୟୁରୋ): ୨୦୧୮ରେ ରାଫେଲ ସଂକ୍ରାନ୍ତ ରାୟକୁ ଚ୍ୟାଲେଞ୍ଜ କରି ଆଗତ ସମୀକ୍ଷା ଆବେଦନକୁ ସୁପ୍ରିମକୋର୍ଟ ଖାରଜ କରିଛନ୍ତି। ଉକ୍ତ ଆବେଦନର କୌଣସି ଆଧାର ନ ଥିବା ମଧ୍ୟ ଜଣାଇଛନ୍ତି। ରାଫେଲ ଡିଲ୍‌କୁ ନେଇ ଦାଖଲ କରାଯାଇଥିବା ୩ଟି ପୁନର୍ବିଚାର ଆବେଦନକୁ ସୁପ୍ରିମକୋର୍ଟ ଗୁରୁବାର ଖାରଜ କରିବା ସହ ଆବେଦନକାରୀଙ୍କ ଦଲିଲ ଉପରେ କୋର୍ଟ ସହମତ ନୁହେଁ ବୋଲି କହିଛନ୍ତି। କିନ୍ତୁ ଦେଶର ସାଧାରଣ ଜନତାଙ୍କୁ ରାହୁଲ ଗାନ୍ଧୀ ଯେପରି ଭାବେ ମିଛ କହି ଭ୍ରମିତ କରିଥିଲେ, ତାହା ଆଦୌ ଗ୍ରହଣୀୟ ନୁହେଁ ା ସୁପ୍ରିମକୋର୍ଟଙ୍କ ଦ୍ୱାରା ରାହୁଲ ଗାନ୍ଧୀଙ୍କ ମିଥ୍ୟା ଧରାପଡିବା ପରେ ଏପରି ଲୋକ ଲଜ୍ଜାକୁ ଗ୍ରହଣ କରି ସମଗ୍ର ଦେଶବାସୀଙ୍କ ଆଗରେ ରାହୁଲ ତୁରନ୍ତ କ୍ଷମା ପ୍ରାର୍ଥନା କରନ୍ତୁ ବୋଲି ଭାଜପା ଦାବି କରିଛି। ରାହୁଲଙ୍କ କ୍ଷମା ପ୍ରାର୍ଥନା ଦାବିରେ ଶନିବାର ଭାଜପା ପକ୍ଷରୁ ଦେଶବ୍ୟାପୀ ବିକ୍ଷୋଭ ପ୍ରଦର୍ଶନ କରାଯିବ ବୋଲି ଦଳର ରାଜ୍ୟ ପ୍ରଭାରୀ ଅରୁଣ ସିଂହ ସୂଚନା ଦେଇଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

‘ଦୃଶ୍ୟମ ୩’ର ଧମାକାଦାର ଟ୍ରେଲର ରିଲିଜ୍‌: ସାଉଁଟୁଛି ପ୍ରଶଂସା

ବଲିଉଡ ଅଭିନେତା ଅଜୟ ଦେବଗନଙ୍କ ବହୁ ପ୍ରତୀକ୍ଷିତ କ୍ରାଇମ ଥ୍ରିଲର୍‌ ‘ଦୃଶ୍ୟମ ଦ କନକ୍ଲୁଜନ’ ଅର୍ଥାତ୍‌ ‘ଦୃଶ୍ୟମ ୩’ର ଟ୍ରେଲର୍‌ ରିଲିଜ ହୋଇଛି। ୨୦୧୫ରେ ଆରମ୍ଭ ହୋଇଥିବା…

ଗଣେଶ ପୂଜା ପରେ ଏହି ୪ ରାଶିଙ୍କର ଚାଲିବ ଗୋଲ୍ଡେନ ଟାଇମ, ଲକ୍ଷ୍ମୀ-ନାରାୟଣ ରାଜଯୋଗରେ ବଢିବ ଧନ! ବିଦେଶ ଯାତ୍ରାର…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ସେପ୍ଟେମ୍ବର ୨୬ରେ ବୁଧ ଗ୍ରହ କନ୍ୟା ରାଶିରୁ ବାହାରି ତୁଳା ରାଶିରେ ପ୍ରବେଶ କରିବେ। ତୁଳା ରାଶିରେ ବୁଧଙ୍କ ସହ ଶୁକ୍ରଙ୍କ ଯୁତି…

ଦ୍ୱିତୀୟ ସେମିଷ୍ଟାର ପରୀକ୍ଷା ଫଳକୁ ନେଇ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଅସନ୍ତୋଷ: ମୂଲ୍ୟାଙ୍କନ ଉପରେ ପ୍ରଶ୍ନବାଚୀ

ଭଞ୍ଜନଗର,୯।୯(ବାବୁଲା ପ୍ରଧାନ): ବ୍ରହ୍ମପୁର ବିଶବିଦ୍ୟାଳୟ ପକ୍ଷରୁ ମଙ୍ଗଳବାର ସନ୍ଧ୍ୟାରେ ଯୁକ୍ତ ୩ ଦ୍ୱିତୀୟ ସେମିଷ୍ଟର ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ଏଥିରେ ଅନେକ ଛାତ୍ରୀଛାତ୍ରଙ୍କ ପେପର ବ୍ୟାକ…

ଭାରତ ରତ୍ନ ସିଏନଆର ରାଓଙ୍କୁ ‘SIR’ ନୋଟିସ: ଭୋଟର ତାଲିକାରେ ନାଁ ଭୁଲ

ବେଙ୍ଗାଲୁରୁ,୯।୯: ଭୋଟର ତାଲିକାରେ ନାଁ ସ୍ପେଲିଂ ବନାନରେ ଅସଙ୍ଗତି ଥିବା ଜଣାପଡ଼ିବା ପରେ ଭାରତ ରତ୍ନ ବିଶିଷ୍ଟ ବୈଜ୍ଞାନିକ ପ୍ରଫେସର ସିଏନଆର ରାଓଙ୍କୁ ନୋଟିସ ଜାରି କରାଯାଇଛି।…

୭୦୦ ରନ୍‌ କରିଲେ ବି ହାରିଯିବ ତିଳକ ବର୍ମାଙ୍କ ଦଳ! ବୈଭବଙ୍କ ଦଳ ହେବ ଚାମ୍ପିଅନ, ଜାଣନ୍ତୁ ରୋଚକ ନିୟମ

ଚେନ୍ନାଇ,୯।୯: ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ଖେଳାଯାଉଛି। ସେପ୍ଟେମ୍ବର ୬ରୁ ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଆରମ୍ଭ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଟେନସନ୍‌ରେ ପଡ଼ିଲେ ଗୌତମ ଗମ୍ଭୀର! ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୯।୯: ଆଫଗାନିସ୍ତାନ ବିପକ୍ଷ ଟି-୨୦ ସିରିଜ ପୂର୍ବରୁ ଭାରତୀୟ ଦଳ ସାମ୍ନାରେ ଏକ ବଡ଼ ପ୍ରଶ୍ନ ଠିଆ ହୋଇଛି। ଅଭିଷେକ ଶର୍ମାଙ୍କ ସହ ଇନିଂସ ଓପନ କରିବେ…

ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ବ୍ୟକ୍ତିଙ୍କ ମୃତ୍ୟୁ

ପାଟଣା, ୯।୯ (ବୀର କିଶୋର ଦାଶ): ପାଟଣା ଥାନା ଅନ୍ତର୍ଗତ ମୂଷାଖୋରୀ ପଞ୍ଚାୟତର ମୂଷାନାଳି ଗ୍ରାମରେ ବିଦ୍ୟୁତ୍ ଆଘାତ ଲାଗି ବୁଧବାର ସକାଳେ ଦୟାନିଧି ମହାନ୍ତ (୪୮)ଙ୍କ…

ଭଦ୍ରକ-ଧାମରା ରେଳପଥ ଅବରୋଧ ଡିପିସିଏଲ୍‌ର ଅନ୍ୟାୟ: ଅନୀତି ବିରୋଧରେ ଜନଆକ୍ରୋଶ

ତିହିଡ଼ି, ୯।୯ (ସଞ୍ଜିତ ବଳ): ଭଦ୍ରକ-ଧାମରା ରେଳପଥର ତିହିଡ଼ି ବ୍ଲକ ଅଧୀନ ପୀରହାଟ ଥାନା ଅନ୍ତର୍ଗତ ଗୁରୁଦାସପୁରଠାରେ ବୁଧବାର ସକାଳଠାରୁ ରେଳପଥ ଅବରୋଧ କରାଯାଇଛି। ଧାମରା ପୋର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri