ରାବଣ ପୋଡ଼ି ପାଇଁ ପ୍ରସ୍ତୁତ ରାଜଧାନୀ

ଭୁବନେଶ୍ୱର, ୮ା୧୦(ବ୍ୟୁରୋ): ବିଜୟା ଦଶମୀରେ ପାପ, ଅହଙ୍କାର, ଅସତ୍ୟର ପ୍ରତୀକ ସ୍ବରୂପ ଦୁଷ୍ଟଶକ୍ତି ରାବଣ ଦହନ କରାଯିବ। ଏହି ଦିନ ପ୍ରଭୁ ଶ୍ରୀରାମ ରାବଣକୁ ବଧ କରି ଧରାପୃଷ୍ଠରୁ ପାପଭାର ମୁକ୍ତ କରିଥିଲେ। ଏଥିପାଇଁ ଆଜି ଦିନରେ ରାବଣ ପୋଡ଼ି ଉତ୍ସବ ପାଳନ କରାଯାଏ। ଏଥିଲାଗି ରାଜ୍ୟର ବିଭିନ୍ନ ସ୍ଥାନରେ ରାବଣ ପୋଡ଼ି ପାଇଁ ଆୟୋଜକଙ୍କ ପକ୍ଷରୁ ସ୍ବତନ୍ତ୍ର ପ୍ରସ୍ତୁତି କରାଯାଇଛି। ସେହି ଦୃଷ୍ଟିରୁ ଦ୍ୱୈତ ନଗରୀରେ ମଧ୍ୟ ରାବଣପୋଡ଼ି ପାଇଁ ବ୍ୟାପକ ବ୍ୟବସ୍ଥା ହୋଇଛି। ଏଥର କମିଶନରେଟ୍‌ ପୋଲିସ ଅଞ୍ଚଳର ୫ଟି ଜାଗାରେ ରାବଣପୋଡ଼ି କାର୍ଯ୍ୟକ୍ରମ ହେବ। ରାଜଧାନୀର ବରମୁଣ୍ଡା, ଝାରପଡ଼ା, ନହରକଣ୍ଟା, ଚନ୍ଦକା ଓ ଜଟଣୀରେ ରାବଣପୋଡ଼ି ହେବ। ଆତସବାଜି କାର୍ଯ୍ୟକ୍ରମ ସ୍ଥାନଠାରୁ ୧୦୦ ମିଟର ଦୂରରେ ଦର୍ଶକ ରହିବେ ବୋଲି ପୋଲିସ ନିର୍ଦ୍ଦେଶାବଳୀ ଜାରି କରିଛି। ବ୍ୟାରିକେଡ୍‌ ସହ ଆତସବାଜି ଲାଗି ଅଗ୍ନି ନିର୍ବାପକ ବ୍ୟବସ୍ଥା ଏବଂ ସୁରକ୍ଷା ଉପରେ ଗୁରୁତ୍ୱ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତର ପଡୋଶୀ ଦେଶରେ ବଡ଼ ଧରଣର ବିସ୍ଫୋରଣ, ଅତିକମରେ ୧୬ ମୃତ

ଇସଲାମାବାଦ,୧୯।୨: ପାକିସ୍ତାନର ସବୁଠାରୁ ବଡ଼ ସହର କରାଚୀରୁ ଏକ ଦୁଃଖଦ ଖବର ଆସିଛି। ଏକ ଆବାସିକ ଅଞ୍ଚଳରେ ଏକ ଶକ୍ତିଶାଳୀ ବିସ୍ଫୋରଣ ସମଗ୍ର ଅଞ୍ଚଳକୁ ଥରାଇ ଦେଇଛି।…

ଆଜିର ମାଟ୍ରିକ ପରୀକ୍ଷାରେ ଅନୁପସ୍ଥିତ ରହିଲେ ୩୯ ପରୀକ୍ଷାର୍ଥୀ

ଲାଞ୍ଜିଗଡ଼,୧୯ା୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ୮ଟି ପରୀକ୍ଷା କେନ୍ଦ୍ରରେ ଗୁରୁବାର ମାଟ୍ରିକ ପରୀକ୍ଷା ଦେଇଛନ୍ତି ୧୩୬୪ ଜଣ ଛାତ୍ରୀଛାତ୍ର। ଏହି ପରୀକ୍ଷା ଫେବୃଆରୀ…

‘ଗଞ୍ଜାମ ବ୍ଲକରେ ବର୍ତ୍ତମାନ ସୁଦ୍ଧା ୮୯ ପ୍ରତିଶତ ଧାନ କିଣା ସରିଛି’

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ୧୫ଟି ପଞ୍ଚାୟତରେ ସରକାରଙ୍କ ପକ୍ଷରୁ ହୋଇଥିବା ଚାଷୀ ଧାନ ବିକ୍ରି ପାଇଁ ମଣ୍ଡିର କେତେକ ସ୍ଥାନରେ ଅବ୍ୟବସ୍ଥା ଦେଖାଦେଇଛି। ଏଥିପାଇଁ ଚାଷୀଙ୍କୁ…

ପଡ଼ିଆରେ ଅଘଟଣ: କ୍ରିକେଟ୍‌ ମ୍ୟାଚ୍‌ ଚାଲିଥିବାବେଳେ ମହୁମାଛି ଆକ୍ରମଣ, ଅମ୍ପାୟାର ମୃତ

ଲକ୍ଷ୍ନୌ,୧୯।୨: ଭାରତରେ ଏକ କ୍ରିକେଟ ମ୍ୟାଚ ଚାଲିଥିବା ସମୟରେ ଏକ ଅଘଟଣ ଘଟିଛି। ଏଠାରେ ଏକ ମ୍ୟାଚ୍‌ ଚାଲିଥିବାବେଳେ ମହୁମାଛି ଆକ୍ରମଣରେ ଜଣେ ଅମ୍ପାୟାରଙ୍କ ମୃତ୍ୟୁ ଘଟିଛି।…

ଭାରତୀୟ ବିମାନ କମ୍ପାନୀ ବିରୋଧରେ ବାଂଲାଦେଶ ନେଲା ବଡ଼ ନିଷ୍ପତ୍ତି: ଏୟାରସ୍ପେସ ବନ୍ଦ

ଢାକା,୧୯।୨: ବାଂଲାଦେଶର ତାରିକ ରହମାନ ସରକାର ବକେୟା ଦେୟ ପରିଶୋଧ ନ କରିବା କାରଣରୁ ଭାରତୀୟ ବଜେଟ ବିମାନ କମ୍ପାନୀ ସ୍ପାଇସଜେଟକୁ ଏହାର ଏୟାରସ୍ପେସ ବ୍ୟବହାର କରିବାରୁ…

ରାଜ୍ୟରେ ବଢ଼ିବ ସବ୍‌ଡିଭିଜନ, ଏହି ଜିଲାରୁ ଆସିଛି ସର୍ବାଧିକ ପ୍ରସ୍ତାବ

ଭୁବନେଶ୍ୱର,୧୯ା୨: ରାଜ୍ୟରେ ବଢ଼ିପାରେ ସବ୍‌ଡିଭିଜନ ସଂଖ୍ୟା, ଏନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଗୁରୁବାର ଗୃହରେ ସୂଚନା ଦେଇଛନ୍ତି। ୬୬ ନୂଆ ସବ୍‌ଡିଭିଜନ ଗଠନ ପାଇଁ ସରକାରଙ୍କୁ…

ସେବାଶ୍ରମ ବିଦ୍ୟାଳୟ ଅଫିସ ରୁମ୍‌ରେ ପିଅନଙ୍କ ଝୁଲନ୍ତା ମୃତଦେହ

ନନ୍ଦପୁର,୧୯ା୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ବିଲାପୁଟ ପଞ୍ଚାୟତର ଜବାଗଡ଼ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଅଫିସ ରୁମ୍‌ରୁ ଗୁରୁବାର ସକାଳେ କାର୍ଯ୍ୟରତ ପିଅନ (ସିସିଏ)…

ଶିମିଳିପାଳରେ ହେବ ହେଲିପ୍ୟାଡ୍‌’

ଭୁବନେଶ୍ୱର,୧୯ା୨: ମୟୂରଭଞ୍ଜ ଜିଲା ଶିମିଳିପାଳରେ ହେଲିପ୍ୟାଡ୍‌ ହେବ। ଏନେଇ ବିଧାନସଭା ଗୃହରେ ପରିବହନ ମନ୍ତ୍ରୀ ବିଭୂତି ଜେନା ସୂଚନା ଦେଇଛନ୍ତି। ସେ କହିଛନ୍ତି, ଆବଶ୍ୟକୀୟ ଜମି ନିରୂପଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri