ଲକ୍ଷ୍ନୌ,୨୪।୧୦: ଉତ୍ତରପ୍ରଦେଶ ରାମପୁର ଆସନରେ ହୋଇଥିବା ଉପନିର୍ବାଚନ ଭୋଟ ଗଣତି ଗୁରୁବାର ଆରମ୍ଭ ହୋଇଛି। ଭାଜପା ପ୍ରାର୍ଥୀ ଭାରତ ଭୁଷଣ ଗୁପ୍ତା ଏସ୍ପି ପ୍ରାର୍ଥୀ ତଞ୍ଜିନ୍ ଫାତିମାଙ୍କଠାରୁ ପଛୁଆ ରହିଛନ୍ତି। ଫାତିମା ସକାଳ ୯ଟା ସୁଦ୍ଧା୧୬୩୫ ଭୋଟରେ ଆଗୁଆ ରହିଛନ୍ତି।
ଲକ୍ଷ୍ନୌ,୨୪।୧୦: ଉତ୍ତରପ୍ରଦେଶ ରାମପୁର ଆସନରେ ହୋଇଥିବା ଉପନିର୍ବାଚନ ଭୋଟ ଗଣତି ଗୁରୁବାର ଆରମ୍ଭ ହୋଇଛି। ଭାଜପା ପ୍ରାର୍ଥୀ ଭାରତ ଭୁଷଣ ଗୁପ୍ତା ଏସ୍ପି ପ୍ରାର୍ଥୀ ତଞ୍ଜିନ୍ ଫାତିମାଙ୍କଠାରୁ ପଛୁଆ ରହିଛନ୍ତି। ଫାତିମା ସକାଳ ୯ଟା ସୁଦ୍ଧା୧୬୩୫ ଭୋଟରେ ଆଗୁଆ ରହିଛନ୍ତି।
ପାଟନା,୮।୧୨: ବିହାରର ନାୱାଦା ଜିଲାରେ ମାନବିକତାକୁ ଲଜ୍ଜା ଦେବା ଭଳି ଏକ ଘଟଣା ସାମ୍ନାକୁ ଆସିଛି। ଆମ୍ବୁଲାନ୍ସ ନ ମିଳିବାରୁ ଜଣେ ପୁଅ ରାତି ଅଧରେ...
ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...
ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...
ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...
ନୂଆଦିଲ୍ଲୀ,୮।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଅଷ୍ଟମ ବେତନ କମିଶନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟର...
ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...
ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...
ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...
