Posted inଜାତୀୟ

ରାମବିଳାଶ ପାଶ୍ୱାନ୍‌ ଡାକ୍ତରଖାନାରେ ଭର୍ତ୍ତି

ନୂଆଦିଲ୍ଲୀ, ୭।୧୦: କେନ୍ଦ୍ର ଖାଉଟି ବ୍ୟାପାର, ଖାଦ୍ୟ ଓ ସାଧାରଣ ବଣ୍ଟନ ବିଭାଗ ମନ୍ତ୍ରୀ ରାମବିଳାଶ ପାଶ୍ୱାନ୍‌ଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହୋଇଯାଇଛି। ନିଃଶ୍ୱାସ ନେବାରେ କଷ୍ଟ ଅନୁଭବ କରିବାରୁ ତାଙ୍କୁ ଦିଲ୍ଲୀର ଏସ୍‌କର୍ଟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସୂଚନାଯୋଗ୍ୟ, ସୋମବାର ସକାଳେ ପାଶ୍ୱାନ୍‌ ରୁଟିନ୍‌ ଚେକ୍‌ଅପ୍‌ ପାଇଁ ହସ୍ପିଟାଲ ଯାଇଥିଲେ। ସେଠାରେ ନିଃଶ୍ୱାସ ନେବାରେ କଷ୍ଟ ଅନୁଭବ କରିବାରୁ ତାଙ୍କୁ ଆଡମିଶନ୍‌ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଡୋନେସିଆରେ ପୁଣି ୫.୭ ତୀବ୍ରତାର ଭୂମିକମ୍ପ

ଜାକର୍ତ୍ତା,୨୦।୮: ଇଣ୍ଡୋନେସିଆର ରୁଟେଙ୍ଗ ନିକଟରେ ୫.୭ ତୀବ୍ରତାର ଭୂମିକମ୍ପ ହୋଇଛି। USGS ଅନୁଯାୟୀ, ଏହାର କେନ୍ଦ୍ରସ୍ଥଳ ରୁଟେଙ୍ଗର ପ୍ରାୟ ୩୨ କିଲୋମିଟର ଉତ୍ତର-ଉତ୍ତରପୂର୍ବ (NNE) ରେ ୧୦…

ଉସେନ ବୋଲ୍ଟଙ୍କୁ ପଛରେ ପକାଇଦେବ ରୋବୋ ‘ସୁପରମ୍ୟାନ୍‌’: ଡେଇଁପାରିବ ୨ ମିଟର

ବେଜିଂ,୨୦ା୮:ଚାଇନାର ପ୍ରସିଦ୍ଧ ରୋବୋଟିକ୍ସ ସଂସ୍ଥା ‘ୟୁନିଟ୍ରି ରୋବୋଟିକ୍ସ’ ଏକ ନୂଆ ହ୍ୟୁମାନଏଡ୍‌ (ମଣିଷ ଭଳି ଦିଶୁଥିବା) ରୋବୋ ପ୍ରସ୍ତୁତ କରିଛି, ଯାହା ମାନବୀୟ ଶାରୀରିକ ଦକ୍ଷତାର ସମସ୍ତ…

GEN-Z ,ଆଲ୍ଫାଙ୍କ ମନ ଜିତିବାକୁ ମୋଦି ସରକାରଙ୍କ ମାଷ୍ଟରପ୍ଲାନ୍‌: କଲେ ଏମିତି କାମ, ଦେଶରେ ଚହଳ

ନୂଆଦିଲ୍ଲୀ,୨୦।୮: ଜନ୍ତର-ମନ୍ତରରେ ନିକଟରେ ହୋଇଥିବା ପ୍ରତିବାଦ ପରେ ଜେନ ଜି ଓ ଜେନ ଆଲ୍ଫା ପିଢ଼ିଙ୍କ ନିକଟରେ ପହଞ୍ଚିବା ପାଇଁ କେନ୍ଦ୍ରର ନରେନ୍ଦ୍ର ମୋଦି ସରକାର ଏକ…

ଚିନି ଦର ବଢ଼ିବା ପରେ ସରକାର ନେଲେ ବଡ଼ ପଦକ୍ଷେପ, ସେପ୍ଟେମ୍ବର ୧ରୁ …

ନୂଆଦିଲ୍ଲୀ,୨୦।୮: ଭାରତ ବିଶ୍ୱରେ ଚିନିର ସବୁଠାରୁ ବଡ଼ ଉପଭୋକ୍ତା। ଅଗଷ୍ଟରୁ ନଭେମ୍ବର ମଧ୍ୟରେ ଗଣେଶ ଚତୁର୍ଥୀ, ଦଶହରା ଏବଂ ଦୀପାବଳି ଭଳି ପର୍ବପର୍ବାଣୀ ଯୋଗୁ ଚିନିର ଚାହିଦା…

୩ ରାଶି ହୋଇଯାଆନ୍ତୁ ସତର୍କ, ମାଡିଆସୁଛି ସଙ୍କଟ! ରକ୍ଷାବନ୍ଧନରେ ଘଟୁଛି ଏଭଳି ଯାହା କେବେ…

ରକ୍ଷାବନ୍ଧନ ଦିନ ଅର୍ଥାତ୍‌ ୨୮ ଅଗଷ୍ଟରେ ଆଂଶିକ ଚନ୍ଦ୍ରଗ୍ରହଣ ହେବ। ଜ୍ୟୋତିଷଙ୍କ ମତାନୁସାରେ, ଏହି ଗ୍ରହଣର ପ୍ରଭାବ କିଛି ରାଶିର ବ୍ୟକ୍ତିଙ୍କ ଉପରେ ପଡ଼ିପାରେ। ବିଶେଷକରି ମେଷ,…

ଭାଙ୍ଗିଗଲା ବିବାହ ସ୍ବପ୍ନ: ପ୍ରେମିକଙ୍କ ଆଗରେ ଏମିତି କାମ କଲେ ପ୍ରେମିକା

ରାଉରକେଲା,୨୦।୮(ସଙ୍ଗୀତା ଜେନା):ବିବାହ କରିବାକୁ ମନା କରିବାରୁ ଝିରପାଣି ଥାନା ଅନ୍ତର୍ଗତ ଝିରପାଣି ଭଟା ବସ୍ତିରେ ଗତ ୧୪ ତାରିଖ ସକାଳେ ଜଣେ ଯୁବତୀ ତାଙ୍କ ପ୍ରେମିକଙ୍କ ସମ୍ମୁଖରେ…

ଭାଜପା ବିଧାୟକଙ୍କୁ ମନ୍ଦିରରେ ପୂରାଇ ଦେଲେନି…ଆସିଲା ସାଂଘାତିକ ଅଭିଯୋଗ

ଲକ୍ଷ୍ନୌ,୨୦।୮: ଲକ୍ଷ୍ନୌରେ ଜଣେ ଭାରତୀୟ ଜନତା ପାର୍ଟି (ଭାଜପା) ବିଧାୟକ ଜାତିଭିତ୍ତିକ ଭେଦଭାବ ସହିତ ଜଡିତ ଏକ ଘଟଣା ସାମ୍ନାକୁ ଆସିଛି। ମାଲିହାବାଦର ଭାଜପା ବିଧାୟକ ଜୟ…

ଲୋକ ସଭା ଆସନକୁ ନେଇ ବଡ଼ ଗେମ୍‌ ଖେଳିବ କଂଗ୍ରେସ! ମୁଖ୍ୟମନ୍ତ୍ରୀ ବିଜୟଙ୍କ ପରି ଏକ ପ୍ରସ୍ତାବ ପାସ କରୁଛି

ନୂଆଦିଲ୍ଲୀ,୨୦।୮: କଂଗ୍ରେସ ବୁଧବାର ଦାବି କରିଥିଲା ଯେ ଆଗାମୀ ୨୫ ବର୍ଷ ପାଇଁ ୫୪୩ ଲୋକ ସଭା ଆସନର ବର୍ତ୍ତମାନର ସଂଖ୍ୟା ବଜାୟ ରଖାଯାଉ। ଦଳ ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri