Posted inଜାତୀୟ

ରାମମନ୍ଦିର ନିର୍ମାଣ କାର୍ଯ୍ୟ ଆରମ୍ଭ: ମାଟିତଳୁ ମିଳିଲା ପୂରାତନ ମୂର୍ତ୍ତି ସହିତ ଶିବଲିଙ୍ଗ

ଅଯୋଧ୍ୟା,୨୧।୫: ଅଯୋଧ୍ୟାର ରାମଜନ୍ମଭୂମିଠାରେ ରାମମନ୍ଦିର ନିର୍ମାଣ କାର୍ଯ୍ୟ ଶ୍ରୀରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଦ୍ୱାରା ଆରମ୍ଭ ହୋଇଛି। ମାଟି ସମତଳ ସମୟରେ ଏଠାରୁ ପୂରାତନ ମୂର୍ତ୍ତିର ଭଗ୍ନାବଶେଷ ସହିତ ଶିବଲିଙ୍ଗ ମିଳିଛି। ଏହା ସଭିଙ୍କୁ ଆଶ୍ଚର୍ଯ୍ୟ କରିଛି। ଦେଶରେ ଲକ୍‌ଡାଉନ୍‌ ଜାରି ରହିଥିବାରୁ ସରକାରୀ ମାର୍ଗଦର୍ଶିକା ଅନୁସାରେ ମନ୍ଦିର ନିର୍ମାଣ କାର୍ଯ୍ୟ କରାଯାଉଛି। ଅଯୋଧ୍ୟା ପ୍ରଶାସନଠାରୁ ଅନୁମତି ମିଳିବା ପରେ ମେ ୧୧ ତାରିଖଠାରୁ ଏଠାରେ ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଥିବାବେଳେ ୧୦ ଜଣ ଶ୍ରମିକଙ୍କୁ ମାଟି ସମତଳ କାମରେ ନିୟୋଜିତ କରାଯାଇଛି। ଶ୍ରମିକଙ୍କ ପାଇଁ ମାସ୍କ୍‌, ସାନିଟାଇଜର ସହିତ ଅନ୍ୟ ସୁରକ୍ଷା ବ୍ୟବସ୍ଥା ମଧ୍ୟ କରାଯାଇଥିବା  ଶ୍ରୀରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ମହାସଚିବ ଚମ୍ପତ ରାୟ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ୟୁକ୍ରେନ୍‌ରେ ଭାରତୀୟ ଔଷଧ ପ୍ଲାଣ୍ଟ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ: ଜଣେ ମୃତ

ନୂଆଦିଲ୍ଲୀ,୫ା୧୦: ୟୁକ୍ରେନ୍‌ରେ ଥିବା ଭାରତର କୁସୁମ ଗ୍ରୁପ୍‌ ପରିଚାଳିତ ଏକ ଔଷଧ କାରଖାନା ଉପରେ ରୁଷିଆ ଡ୍ରୋନ୍‌ ଆକ୍ରମଣ କରିବାରୁ ଜଣେ ପ୍ରାଣ ହରାଇବା ସହ ଅନେକେ…

ଅର୍ଥମନ୍ତ୍ରୀଙ୍କ ଭାଇରାଲ୍ ଭିଡିଓ ଉପରେ ଚନ୍ଦ୍ରବାବୁ ନାଇଡୁଙ୍କ ବଡ଼ ବୟାନ, କହିଲେ ମୁଁ ଭିଡ଼କୁ….

ନୂଆଦିଲ୍ଲୀ,୪।୧୦: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଏକ ଭାଇରାଲ୍ ଭିଡିଓକୁ ନେଇ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଓ କଂଗ୍ରେସ ରାଜ୍ୟ ସଭା ଏମପି ଜୟରାମ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!

ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ଟିଏମସି (TMC)କୁ ଲାଗିବ ଶକ୍ତ ଧକ୍କା, ଦଳ ଛାଡିଥିବା ନେତାଙ୍କୁ ଭାଜପା ଦେଲା ବଡ଼ ସୁଯୋଗ

ନୂଆଦିଲ୍ଲୀ,୪।୧୦: ଭାରତୀୟ ଜନତା ପାର୍ଟି(ଭାଜପା)ର କେନ୍ଦ୍ରୀୟ ନିର୍ବାଚନ କମିଟି ରବିବାର (ଅକ୍ଟୋବର ୪) ରାଜ୍ୟ ସଭା ନିର୍ବାଚନ ପାଇଁ ଦୁଇଜଣ ପ୍ରମୁଖ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି।…

ଦୀପାବଳି ପୂର୍ବରୁ ସରକାରୀ କର୍ମଚାରୀଙ୍କୁ ମିଳିବ ଖୁସି ଖବର, ଏତିକି % ବଢ଼ିବ DA!

ଲକ୍ଷ୍ନୌ,୪।୧୦: ଦୀପାବଳି ପୂର୍ବରୁ ଉତ୍ତରପ୍ରଦେଶର ସରକାରୀ କର୍ମଚାରୀ ଓ ପେନ୍‌ସନର୍‌ଙ୍କୁ ମିଳିପାରେ ଖୁସି ଖବର। ଯୋଗୀ ଆଦିତ୍ୟନାଥ ସରକାର ରାଜ୍ୟ କର୍ମଚାରୀଙ୍କ ପାଇଁ ବର୍ଦ୍ଧିତ ମହଙ୍ଗା ଭତ୍ତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?