Categories: ଜାତୀୟ

ରାମମନ୍ଦିର ନିର୍ମାଣ ପାଇଁ ପାଟନାର ମହାବୀର ମନ୍ଦିର ନ୍ୟାସ ଦେବ ୧୦ କୋଟି

ନୂଆଦିଲ୍ଲୀ,୫।୨: ଅଯୋଧ୍ୟାରେ ରାମ ମନ୍ଦିର ନିର୍ମାଣ ପାଇଁ ପାଟନାର ମହାବୀର ମନ୍ଦିର ନ୍ୟାସ ପକ୍ଷରୁ ୧୦ କୋଟ ଟଙ୍କା ପ୍ରଦାନ କରାଯିବ ବୋଲି ଘୋଷଣା କରାଯାଇଛି। ରାମମନ୍ଦିର ନିର୍ମାଣ ପାଇଁ ଟ୍ରଷ୍ଟ୍‌ ଘୋଷଣା ପରେ ମହାବୀର ମନ୍ଦିର ନ୍ୟାସ ପକ୍ଷରୁ ଏଭଳି କୁହାଯାଇଛି। ଏନେଇ ମହାବୀର ମନ୍ଦିର ନ୍ୟାସ ପକ୍ଷରୁ ଆଚାର୍ଯ୍ୟ କିଶୋର କୃଣାଳ ସୂଚନା ଦେଇଛନ୍ତି। ରାମମନ୍ଦିର ନିର୍ମାଣ କାର୍ଯ୍ୟ ଆରମ୍ଭ ହେବା ପରେ ଏହା ଟ୍ରଷ୍ଟକୁ ପ୍ରଦାନ କରାଯିବ ବୋଲି ସେ କହିଛନ୍ତି।

Share