‘ରାମଲୀଲା’ରେ ଦୀପିକାଙ୍କ ଭୂମିକା ଲାଗି ସୋନମ୍‌ ଦେଇଥିଲେ ଲୁକ୍‌ ଟେଷ୍ଟ !

ବମ୍ବେ: ନିର୍ଦ୍ଦେଶକ ସଞ୍ଜୟ ଲୀଲା ବନ୍‌ଶାଲୀଙ୍କ ଚଳଚ୍ଚିତ୍ର ‘ଗୋଲିୟୋଁ କି ରାସଲିଲା: ରାମଲୀଲା’ରେ ଦୀପିକା ନୁହନ୍ତି, ବରଂ ସୋନମ୍‌ କପୁର ଅଭିନୟ କରିଥାନ୍ତେ। ଏଥିପାଇଁ ସେ ଲୁକ୍‌ ଟେଷ୍ଟ ମଧ୍ୟ ଦେଇଥିଲେ। ହେଲେ ଏପରି ହେଲାନାହିଁ। ଶେଷରେ ପ୍ରଥମ ଥର ପାଇଁ ଫିଲ୍ମରେ ଏକାଠି ଆସିଥିଲେ ଦୀପିକା ଏବଂ ରଣବୀର ସିଂହ। ନିଜର ସୋସିଆଲ ମିଡିଆରେ ସୋନମ୍‌ ଏକ ଫଟୋ ଶେୟାର କରିବା ପରେ ଏଭଳି କିଛି ଚର୍ଚ୍ଚା ହେବାରେ ଲାଗିଛି।

 

View this post on Instagram

 

a look test I did for a 🎞 #flashbackfriday

A post shared by Sonam K Ahuja (@sonamkapoor) on

ଫଟୋରେ ଚଳଚ୍ଚିତ୍ରର ଗୀତ ‘ଅଙ୍ଗ ଲଗା ଦେ’ରେ ଦୀପିକା ପିନ୍ଧିଥିବା ପୋଷାକର ଅବିକଳ ନକଲ ପୋଷାକ ସୋନମ୍‌ ପିନ୍ଧିଥିବା ଦେଖାଯାଇଛି। ଏପରିକି ସେ ହାତରେ ଦୀପ ମଧ୍ୟ ଧରିଛନ୍ତି। ଏହାକୁ ଶେୟାର କରିବା ସମୟରେ ସୋନମ୍‌ ଏକ ଫିଲ୍ମ ପାଇଁ ଟେଷ୍ଟ ଦେଇଥିବା ଲେଖିଛନ୍ତି। ଯାହାକୁ ଦେଖି ସେ ବନ୍‌ଶାଲୀଙ୍କ ଚଳଚ୍ଚିତ୍ର ପାଇଁ ଲୁକ୍‌ ଟେଷ୍ଟ ଦେଇଥିବା କୁହାଯାଉଛି।

ଦେଖିବାକୁ ଗଲେ ବନ୍‌ଶାଲୀଙ୍କ ସହ ସୋନମ୍‌ଙ୍କ ପୁରୁଣା ସମ୍ପର୍କ। ସୋନମ ବନ୍‌ଶାଲୀଙ୍କ ଚଳଚ୍ଚିତ୍ର ‘ସାବରିଆ’ରୁ ନିଜର ଡେବ୍ୟୁ କରିଥିଲେ। ହେଲେ ଫିଲ୍ମକୁ ସେତେଟା ପସନ୍ଦ କରାଯାଇ ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକାଙ୍କ ଫଟୋକୁ ଏଡିଟିଂ କରି ଅଶ୍ଲିଳ ଫଟୋ ଭାଇରାଲ କରିଥିଲା ଯୁବକ, ଅଭିଯୁ୍‌କ୍ତ ଗିରଫ

ଦେବଗଡ,୫।୪(ଶଶାଙ୍କ ଶେଖର ଝାଙ୍କର): ଜଣେ ୧୫ ବର୍ଷିୟା ନାବାଳିକାଙ୍କ ଫଟୋକୁ ଏଡିଟିଂ ମାଧ୍ୟମରେ ବିକୃତ କରି ଅଶ୍ଲିଳ ଫଟୋକୁ ସୋସିଆଲ ମିଡିଆରେ ଭାଇରାଲ କରୁଥିଲା ଯୁବକ ।…

ମହୁଲ ଗୋଟାଉଥିବା ବେଳେ କଚାଡି ଦେଲା ଦନ୍ତା, ଆକ୍ରମଣରେ ୩….

ପରଜଙ୍ଗ୫।୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧିନ କନ୍ତୋର ଓ ବାରିହାପୁର ଗାଁରେ ଦନ୍ତା ଆତଙ୍କ ଦେଖିବାକୁ ମିଳିଛି। ରବିବାର ଭୋର୍…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

ଉତ୍ସବରେ ଯୋଗଦେଇ ଘରକୁ ଫେରୁଥିଲେ ପରିବାର ଲୋକେ: ରାସ୍ତାପାର୍ଶ୍ୱ କୂଅରେ ଖସିପଡ଼ିଲା କାର୍‌, ଆଉ ତା’ପରେ…

ନାଶିକ୍‌,୪ା୪: ମହାରାଷ୍ଟ୍ରର ନାଶିକ ଜିଲାରେ ଖୋଲା କୂଅକୁ ଏକ କାର୍‌ ଖସିପଡ଼ିବାରୁ ଗୋଟିଏ ପରିବାରର ୯ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୬ଜଣ ପିଲା ଥିବା…

ଶ୍ରେୟଶଙ୍କୁ ୨୪ ଲକ୍ଷ ଟଙ୍କା ଜରିମାନା

ଚେନ୍ନାଇ, ୪ା୪: ସ୍ଥାନୀୟ ଏମ୍‌.ଏ. ଚିଦାମ୍ୱରମ ଷ୍ଟାଡିୟମରେ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷ ଆଇପିଏଲ୍‌ ମ୍ୟାଚରେ ଏକ ସ୍ଲୋ-ଓଭର ରେଟ୍‌ ପାଇଁ ପଞ୍ଜାବ କିଙ୍ଗ୍ସ ଅଧିନାୟକ ଶ୍ରେୟସ…

ସିଏସ୍‌କେ ପରାଜୟର କାରଣ କହିଲେ ଗାଭାସ୍କର

ଚେନ୍ନାଇ,୪ା୪: ଭାରତର କିମ୍ୱଦନ୍ତୀ କ୍ରିକେଟର ସୁନୀଲ ଗାଭାସ୍କରଙ୍କ ମତରେ ୫ ଥରର ଚାମ୍ପିୟନ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ପାଇଁ ସେମାନଙ୍କର ବୋଲିଂ ସବୁଠୁ ବଡ଼ ସମସ୍ୟା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri