Posted inଜାତୀୟ

ରାମଲୀଳା ମଇଦାନରେ ଧନ୍ୟବାଦ ରାଲିରେ ଯୋଗଦେବେ ମୋଦି

ନୂଆଦିଲ୍ଲୀ,୨୨।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ସକାଳ ୧୧ଟା ୩୦ରେ ରାଜଧାନୀ ଦିଲ୍ଲୀରେ ଥିବା ରାମଲୀଳା ମଇଦାନରେ ଅନୁଷ୍ଠିତ ଏକ ରାଲିରେ ଯୋଗ ଦେବେ। ଏଥିପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ଆଗକୁ ଦିଲ୍ଲୀ ବିଧାନସଭା ନିର୍ବାଚନ ଥିବା ବେଳେ ସେ ଏହି ଧନ୍ୟବାଦ ରାଲିର ଆୟୋଜନକୁ ନେଇ ରାଜନୈତିକ ବାତାବରଣ ସରଗରମ ହୋଇଛି। ଦିଲ୍ଲୀରେ ଥିବା ଅସ୍ଥାୟୀ ବସ୍ତି ବାସିନ୍ଦାକୁ ସ୍ଥାୟୀ କରିବାକୁ କଥା ଦେବା ପରେ ମୋଦିଙ୍କୁ ଏହି ରାଲି କରିବାକୁ ସୁଯୋଗ ମିଳିଛି। ଏହି ରାଲିରେ ଅସ୍ଥାୟୀ କଲୋନିର ବାସିନ୍ଦା ମୋଦିଙ୍କୁ ଧନ୍ୟବାଦ ଦେବାର କାର୍ଯ୍ୟକ୍ରମ ରହିଛି। ଏଥିପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯିବା ସହ ଲୋକେ ଭିତରକୁ ପ୍ରବେଶ କରିବାକୁ ନେଇ କେତେ ଗୁଡିଏ ନିୟମ ମଧ୍ୟ ଲାଗୁ କରାଯାଇଛି। ଗୁଇନ୍ଦା ବିଭାଗର ଜଣେ ଉଚ୍ଚ ପଦସ୍ଥ ଅଫିସରଙ୍କ ସୂଚନା ଅନୁଯାୟୀ ମୋଦିଙ୍କ ଏହି ସମ୍ବେଦନଶୀଳ ରାଲିରେ ପାଖାପାଖି ୧ଲକ୍ଷ ଲୋକ ଯୋଗ ଦେବା ଆଶା କରାଯାଉଥିବାରୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ହସ୍ତାକ୍ଷର ମାଧ୍ୟମରେ ମୋଦିଙ୍କୁ ଧନ୍ୟବାଦ ଦିଆଯିବାର ବ୍ୟବସ୍ଥା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ସବୁଠାରୁ କମ୍ ବୟସରେ ଅଙ୍ଗଦାନ: ୫ ଜଣଙ୍କୁ ନୂଆ ଜୀବନ ଦେଲା ୧୦ ମାସର ଶିଶୁ

ଥିରୁଅନନ୍ତପୁରମ୍,୧୫।୨: ଜଣେ ୧୦ ମାସର ଶିଶୁ କନ୍ୟାର ନିଷ୍ପାପ ଅଙ୍ଗ ବଞ୍ଚାଇବ ପାଞ୍ଚ ଜଣଙ୍କ ଜୀବନ। କେରଳର ପଠାନମତିଟ୍ଟା ଜିଲା ମାଲାପ୍ପଲ୍ଲୀର ୧୦ ମାସର ଶିଶୁ ଆଲିନ୍…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

IND VS PAK: ଭାରତ-ପାକ୍‌ ମ୍ୟାଚ୍‌ ପୂର୍ବରୁ ପ୍ରେମଦାସା ଷ୍ଟାଡିୟମରେ ସାପ ଆତଙ୍କ; ପାକିସ୍ତାନ ଡଗ୍‌ଆଉଟ୍‌ରେ…

କଲମ୍ବୋ,୧୫।୨: କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମହାନ ମୁକାବିଲା ପୂର୍ବରୁ ଏକ ଅଭାବନୀୟ ଚିତ୍ର ସାମ୍ନାକୁ ଆସିଛି। କ୍ରିକେଟର…

ପ୍ରତିଦିନ ଖାଆନ୍ତୁ ଦୁଇ ପାଖୁଡା ରସୁଣ, ରକ୍ତଚାପ ନିୟନ୍ତ୍ରଣ ସହିତ ଭଲ ରହିବ…

ରସୁଣରେ ଆଲିସିନ୍, ମାଙ୍ଗାନିଜ୍, ଭିଟାମିନ୍ ବି୬, ଭିଟାମିନ୍ ସି, ସେଲେନିୟମ୍, ଫାଇବର, କ୍ୟାଲସିୟମ୍, ପୋଟାସିୟମ୍, ଆଇରନ୍ ଏବଂ କପର ସମେତ ଅନେକ ପୁଷ୍ଟିକର ତତ୍ତ୍ୱ ଯଥେଷ୍ଟ ପରିମାଣରେ…

PM Kisan:  ଆସିଲା ବଡ଼ ଅପଡେଟ୍‌: ଏହି ଦିନ ଚାଷୀଙ୍କ ଖାତାକୁ ଆସିବ ୨୦୦୦ ଟଙ୍କା… 

ନୂଆଦିଲ୍ଲୀ,୧୫।୨: ଦେଶର କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ପିଏମ-କିଷାନ ଯୋଜନାର ପରବର୍ତ୍ତୀ କିସ୍ତି ଖୁବ୍‌ଶୀଘ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri