ରାଶନ କାର୍ଡଧାରୀଙ୍କୁ ୧୦୦୦ ଟଙ୍କା ସହାୟତା

ଭୁବନେଶ୍ୱର,୧।୪(ବ୍ୟୁରୋ): କରୋନା ଭାଇରସ୍‌କୁ ମୁକାବିଲା କରିବା ପାଇଁ ରାଜ୍ୟ ସରକାର ସମସ୍ତ ପ୍ରଚେଷ୍ଟା ଜାରି ରଖିଛନ୍ତି। ଏହି ସମୟରେ ସାଧାରଣ ଲୋକଙ୍କ ପାଖରେ ଅତ୍ୟାବଶ୍ୟକ ସାମଗ୍ରୀ ଆବଶ୍ୟକ ପରିମାଣରେ ପହଞ୍ଚାଯାଇଛି। କଳାବଜାରକାରୀଙ୍କ ଉପରେ ମଧ୍ୟ ଯୋଗାଣ ବିଭାଗ ପକ୍ଷରୁ କଡା ନଜର ରହିଛି। ପୂର୍ବ ଘୋଷିତ ସମସ୍ତ ସହାୟତା ସହ ପ୍ରତି ରାଶନ କାର୍ଡଧାରୀଙ୍କୁ ୧୦୦୦ ଟଙ୍କାର ସହାୟତା ଦିଆଯିବ। ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ସମସ୍ତ ଜିଲାପାଳଙ୍କୁ ଏଥିପାଇଁ ନିର୍ଦ୍ଦେଶ ଦେଇଛନ୍ତି। ସେହିପରି ବିଭାଗୀୟ ସଚିବ ତଥା କମିଶନର ବୀରବିକ୍ରମ ଯାଦବ ଏନେଇ ମଙ୍ଗଳବାର ସମସ୍ତ ଜିଲାପାଳଙ୍କୁ ଚିଠି ଲେଖିଛନ୍ତି। ଜାତୀୟ ଖାଦ୍ୟ ସୁରକ୍ଷା ଆଇନ(ଏନ୍‌ଏଫ୍‌ସିଏ) ଏବଂ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା(ଏସ୍‌ଏଫ୍‌ଏସ୍‌ଏସ୍‌) ହିତାଧିକାରୀଙ୍କୁ ଏହି ସହାୟତା ଦିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ପଦ୍ମ ଧରିବେ ଭର୍ତ୍ତୃହରି! ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା

ଭୁବନେଶ୍ୱର,୨୮।୩: ଆଜି ପଦ୍ମ ଧରିବେ ବରିଷ୍ଠ ବିଜେଡି ନେତା ଭର୍ତ୍ତୃହରି ମହତାବ । ଏକ ଜାତୀୟ ଗଣମାଧ୍ୟମ ପକ୍ଷରୁ ଏନେଇ ସୂଚନା ମିଳିଛି । ମାର୍ଚ୍ଚ...

ଖୁବ୍‌ଶୀଘ୍ର ଭାଜପାର ଓଡ଼ିଶା ବିଧାନ ସଭା ତାଲିକା! ଦିଲ୍ଲୀ ଗଲେ ରାଜ୍ୟ ସଭାପତି

ଭୁବନେଶ୍ୱର,୨୮।୩: ମେଣ୍ଟ ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ ପଡିବା ପରେ ଏବେ ଆରମ୍ଭ ହୋଇଛି ପ୍ରାର୍ଥୀ ଘୋଷଣା। ଦୁଇ ଦଳ ପର୍ଯ୍ୟାୟ ପର୍ଯ୍ୟାୟ ହିସାବରେ ପ୍ରାର୍ଥୀ ତାଲିକା ଘୋଷଣା...

ଭୁବନେଶ୍ୱରରେ ଏତିକି ହୋଇଗଲା ତେଲ ଦର

ଭୁବନେଶ୍ୱର,୨୮।୩: ନିର୍ବାଚନ ଲାଗି ନିକଟରେ ପେଟ୍ରୋଲ ଓ ଡିଜେଲ ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଥିଲା। ମୂଲ୍ୟ ବୃଦ୍ଧି କିମ୍ବା ହ୍ରାସ ଭଳି ପରିବର୍ତ୍ତନ ରାଜ୍ୟଗୁଡିକ ଦ୍ୱାରା...

ଦ୍ୱନ୍ଦ୍ୱରେ କଂଗ୍ରେସ, ସୁର ପରିବାର ପଲଟିକ୍ସକୁ ନେଇ ଓଡ଼ିଶା ରାଜନୀତିରେ ହଟଚମଟ

ଭୁବନେଶ୍ୱର,୨୮।୩: ବରିଷ୍ଠ କଂଗ୍ରେସ ନେତା ସୁର ରାଉତରାୟଙ୍କ ପରିବାରକୁ ନେଇ କାଲିଠାରୁ ଜୋରଦାର ଚର୍ଚ୍ଚା ଆରମ୍ଭ ହୋଇଛି । ସାନପୁଅ ମନ୍ମଥ ରାଉତରାୟ ବିଜେଡିର ଭୁବନେଶ୍ବର...

ଆତ୍ମସମର୍ପଣ କଲେ ୟୁଟ୍ୟୁବର ମୋନାଲିସା

ଯାଜପୁର,୨୮ା୩: ୟୁଟ୍ୟୁବର ମୋନାଲିସା ଭଦ୍ର ଯାଜପୁରରୋଡ୍‌ସ୍ଥିତ ବନ ବିଭାଗ କାର୍ଯ୍ୟାଳୟରେ ଗୁରୁବାର ଆତ୍ମସମର୍ପଣ କରିଛନ୍ତି। ମୋନାଲିସା ବନ୍ୟଜନ୍ତୁଙ୍କୁ ଘରେ ରଖି ଭିଡିଓ ପ୍ରସ୍ତୁତ କରି ସୋସିଆଲ...

ବଡ଼ ବୟାନ ଦେଲେ ସିଦ୍ଧାର୍ଥ ରାଉତରାୟ, ‘ମୋ ଭାଇକୁ ବିଜେଡି ମୁର୍ଗା ବନେଇପାରେ’

ଭୁବନେଶ୍ୱର,୨୮।୩: ରାଜ୍ୟ ରାଜନୀତିରେ ହଇଚଇ । କଂଗ୍ରେସର ବରିଷ୍ଠ ନେତା ତଥା ଜଟଣୀ ବିଧାୟକ ସୁରେଶ ରାଉତରାୟ ବୁଧବାର କଂଗ୍ରେସର ସବୁ ପଦବୀରୁ ଇସ୍ତଫା ଦେଇଛନ୍ତି...

କଳାହାଣ୍ଡିରେ ବିଜେଡି ଖେଳିଲା ମହିଳା କାର୍ଡ

ଭବାନୀପାଟଣା,୨୮।୩(ଉତ୍ତମ କୁମାର ଦାଶ): ଆଗାମୀ ସାଧାରଣ ନିର୍ବାଚନ ବିଧାନ ସଭା କ୍ଷେତ୍ର ପାଇଁ ବିଜେଡି ପକ୍ଷରୁ ବୁଧବାର ପ୍ରଥମ ପର୍ଯ୍ୟାୟ ବିଧାୟକ ପ୍ରାର୍ଥିନୀ/ପ୍ରାର୍ଥିଙ୍କ ନାମ ଘୋଷଣା...

ସୁଦାମ-ନବଚରଣ ଲଢ଼େଇ

ବାରିପଦା,୨୮ା୩(ନୀଳାଦ୍ରି ବିହାରୀ ଦଣ୍ଡପାଟ)ଭାଜପା ଓ ବିଜେଡି ପକ୍ଷରୁ ମୟୂରଭଞ୍ଜ ଲୋକସଭା ପ୍ରାର୍ଥୀ ଘୋଷଣା ପରେ ଜିଲାରେ ନିର୍ବାଚନୀ ଉଷ୍ମତା ଜୋର ଧରିଛି। ଦୁଇ ପ୍ରମୁଖ ଦଳର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri