ରାଶନ କାର୍ଡ଼ରେ ନଅଶହ ଟଙ୍କା ଦେବା ଘଟଣା: ଜିଆର୍‌ଏସ୍‌ଙ୍କୁ ବହିଷ୍କାର କଲେ ଜିଲାପାଳ

ପାତ୍ରପୁର, ୨୩ା୪(ଡି.ଏନ୍‌.ଏ.)- ସରକାର ଲକ୍‌ଡାଉନରେ ଲାଗି ରାଶନକାର୍ଡଧାରୀଙ୍କୁ ହଜାରେ ଟଙ୍କା ସହାୟତା ପ୍ରଦାନ କରିଛନ୍ତି। ହେଲେ ପାତ୍ରପୁର ବ୍ଲକ ବରଙ୍ଗ ପଞ୍ଚାୟତରେ ହଜାରେ ଟଙ୍କା ବଦଳରେ ହିତାଧିକାରୀଙ୍କୁ ନଅ ଶହ ଟଙ୍କା ପ୍ରଦାନ କରାଯାଉଥିବା ଭିଡ଼ିଓ ଭାଇରଲ୍‌ ହୋଇଥିଲା। ଏନେଇ ତହସିଲଦାର ଡ଼. ଶ୍ରୀନିବାସ ବେହେରା, ବିଡ଼ିଓ ପ୍ରକାଶ ଦାସ, ଏଡ଼ିଏମ୍‌ ଡ଼. ଦିବ୍ୟଲୋଚନ ମହନ୍ତ ଜିଲାପାଳଙ୍କ ନିର୍ଦ୍ଦେଶରେ ଗଁାରେ ପହଞ୍ଚତ୍ ତଦନ୍ତ କରିଥିଲେ। ରିପୋର୍ଟ ପ୍ରଦାନ ପରେ ଜିଲାପାଳ ଗ୍ରାମ ରୋଜଗାର ସେବକ (ଜିଆରଏସ୍‌) କିଶୋର ଚନ୍ଦ୍ର ପ୍ରଧାନଙ୍କୁ ବହିଷ୍କାର କରିଛନ୍ତି। ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ଚିଠି ନଂ.୩୯୧୭ ପ୍ରକାରେ ବହିଷ୍କୃତ ହୋଇଥିବା ଜଣାପଡ଼ିଛି। ପ୍ରକାଶ ଯେ, ଗ୍ରାମରେ ୫୨ ପରିବାରଙ୍କର ରାଶନ କାର୍ଡ ନ ଥିବାରୁ ୪୫୦ କାର୍ଡଧାରୀଙ୍କ ଠାରୁ ଶହେ ଟଙ୍କା ଲେଖାଏ କାଟି ସେମାନଙ୍କୁ ଦିଆଯିବାକୁ ନିଷ୍ପତ୍ତି ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରୁ ମସ୍କୋ: ରୁଷିଆରେ ପଢ଼ାଇବେ କୋରାପୁଟର ଜାତୀୟ ପୁରସ୍କାରପ୍ରାପ୍ତ ଶିକ୍ଷକ ତରୁଣ କୁମାର ଦାଶ

କୋରାପୁଟ,୪।୧୦(ଅମିତାଭ ବେହେରା): କୋରାପୁଟ ମାଟିରୁ ଶିକ୍ଷାଦାନ କ୍ଷେତ୍ରରେ ଜାତୀୟ ପରିଚୟ ସୃଷ୍ଟି କରିଥିବା ତରୁଣ କୁମାର ଦାଶଙ୍କ ସଫଳତାରେ ଆଉ ଏକ ନୂଆ ଅଧ୍ୟାୟ ଯୋଡ଼ି ହୋଇଛି…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ

ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?