ଚିକିଟି,୩୦ା୪(ଡି.ଏନ.ଏ.)- କେ.ନୂଆଗାଁ ପୋଲିସ ଚିକିଟି ବଜାରସ୍ଥିତ ଏକ ରାଶନ ଦୋକାନରେ ଗୁରୁବାର ସକାଳେ ଚଢାଉ କରି ବିପୁଳ ପରିମାଣରେ ଗୁଟ୍ଖା ଜବତ କରିଛି। ଏନେଇ ତଦନ୍ତ ଚାଲିଥିବା ଏବଂ କାହାରିକୁ ଗିରଫ କରାଯାଇ ନ ଥିବା ଥାନା ଅଧିକାରୀ ମାଧବନନ୍ଦ ନାୟକ କହିଛନ୍ତି। ଲକ୍ଡାଉନ୍ ସମୟରେ ଏତେ ପରିମାଣର ଗୁଟ୍କା ଗାଡି ଯୋଗେ କିପରି ଦୋକାନରେ ପହଞ୍ଚତ୍ଲା ଏନେଇ ଖୋଳତାଡ ଚାଲିଥିବା ପୋଲିସ୍ କହିଛି।
Posted inଆମ ଜିଲା ଖବର, ଗଞ୍ଜାମ View All
ସୁନାମି ଆସିବା ୪୫ ମିନିଟ୍ ପୂର୍ବରୁ ମିଳିବ ସତର୍କ ସୂଚନା, ମହାକାଳପଡ଼ାର ୧୮ ଗାଁରେ ଆଲର୍ଟ ଟାୱାର
ମହାକାଳପଡ଼ା,୧୫।୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ୧୮ ଗାଁରେ ସ୍ଥାପନ ହୋଇଛି ସୁନାମି ଆଲର୍ଟ ଟାୱାର । ବ୍ଲକର ତନ୍ତିଆପାଳ, ଶାସନ,…
ଗୁଣ୍ଡିରିବାଡିରେ ହାତୀ ଆତଙ୍କ; ଗୋଦାମ ଭାଙ୍ଗି ଚାଉଳ ଖାଇଲା; ଭୟରେ ଗ୍ରାମବାସୀ
ଭଞ୍ଜନଗର,୧୫।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଅନ୍ତର୍ଗତ ମୁଜାଗଡ଼ ରେଞ୍ଜର ଗୁଣ୍ଡିରିବାଡି ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ଗୋଟିଏ ହାତୀ ପଶି ଆତଙ୍କ…
ଦାରିଙ୍ଗବାଡ଼ିର ଦୁର୍ଗମ ପାହାଡ଼ରୁ ମେଡିକାଲ କଲେଜ: ୩ ବର୍ଷରେ NEET କ୍ଲିୟର କଲେ ୮ ଛାତ୍ରୀଛାତ୍ର
ଦାରିଙ୍ଗବାଡି,୧୫।୯(ଅରୁଣ ସାହୁ): ଓଡିଶାର କାଶ୍ମୀର ଭାବେ ପରିଚିତ ଦାରିଙ୍ଗବାଡି ଏକ ବୃହତ ବ୍ଲକ ଭାବେ ପରିଚିତ । ଏଠାରେ ବଣ, ଜଙ୍ଗଲ ଘେରା ଦୁର୍ଗମ ପାହାଡ଼ ଉପରେ…
୨ ବାଇକ୍ ମୁହାଁମୁହିଁ ଧକ୍କା, ଜଣେ ମୃତ, ୪ ଗୁରୁତର
ଖଜୁରିପଡ଼ା,୧୪ା୯(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ଥାନା ଅନ୍ତର୍ଗତ ପିରିକୁଡ଼ି ପଞ୍ଚାୟତ ନିକଟସ୍ଥ ବିଲାବାଡ଼ି ବୁଲାଣିଠାରେ ସୋମବାର ସନ୍ଧ୍ୟାରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ୨ଟି ବାଇକ୍…
ପୂଜା ମଣ୍ଡପରେ ଭୟଙ୍କର ଅଗ୍ନିକାଣ୍ଡ
ସମ୍ବଲପୁର,୧୪।୯: ସମ୍ବଲପୁର ବୁଢାରଜା ଅଞ୍ଚଳରେ ଏକ ଗଣେଶ ପୂଜା ମଣ୍ଡପରେ ସୋମବାର ସନ୍ଧ୍ୟାରେ ନିଆଁ ଲାଗିଯାଇଛି। ନିଆଁ ଏତେ ଯୋର ଥିଲା ଯେ, ଅଳ୍ପ ସମୟ ମଧ୍ୟରେ…
ପୋଷ୍ଟ ଅଫିସରେ ଜମାକାରୀଙ୍କ ଟଙ୍କା ହଡ଼ପ ଅଭିଯୋଗ: ପୂର୍ବତନ ପୋଷ୍ଟମାଷ୍ଟର ଫେରାର
ପାଟଣା, ୧୪।୯ (ବୀର କିଶୋର ଦାଶ): ପୋଷ୍ଟ ଅଫିସ ଉପରେ ଭରସା କରି ନିଜର କଷ୍ଟାର୍ଜିତ ଟଙ୍କା ଜମା ରଖିଥିଲେ ଜମାକାରୀ। ହେଲେ ଏବେ ସେହି ଜମା…
ଦୁର୍ଗାପୂଜା ପାଇଁ ଶୁଭ ଖୁଣ୍ଟି ସ୍ଥାପନ
ଦାରିଙ୍ଗବାଡ଼ି, ୧୪।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ଗଣେଶ ଚତୁର୍ଥୀ ଅବସରରେ ଆସନ୍ତା ଦଶହରା ପୂଜା ପାଇଁ…
ନୂଆଁଖାଇ ଲାଗି ପାଟଣେଶ୍ୱରୀ ମନ୍ଦିରରେ ପହଞ୍ଚିଲା ନୂଆ ଧାନ
ବଲାଙ୍ଗୀର, ୧୪।୯ (ସୁନିଲ କୁମାର ମହାନ୍ତି): ଦିନକ ପରେ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ। ଏଥିପାଇଁ ବଲାଙ୍ଗୀର ସହର ଚଳଚଞ୍ଚଳ ହୋଇପଡ଼ିଥିବା ବେଳେ ପାଟଣା ରାଜ୍ୟର ଇଷ୍ଟଦେବୀ…

