











କୈାଣସି ବିଷୟର ଠିକ୍ ନିର୍ଣ୍ଣୟ ନ କରି ବନ୍ଧୁ କଥାରେ ପ୍ରଭାବିତ ହୋଇ ଭୁଲ କରିପାରନ୍ତି। ଅସମର୍ଥିତ ସୂତ୍ରରୁ ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହେବାକୁ ପଡିବ। ପାରିବାରିକ ଅଶାନ୍ତି ପରିପ୍ରେକ୍ଷୀରେ ଗୁରୁଜନଙ୍କ ସାନ୍ତ୍ବନା ବାଣୀ ମନରେ ଆଶ୍ୱସ୍ତି ଭରିପାରେ। ପରିବାରର ଖର୍ଚ୍ଚଭାର କ୍ରମଶଃ ବୃଦ୍ଧି ପାଇବା ଯୋଗୁ ଚିନ୍ତାପ୍ରକଟ କରିବେ।

