Posted inRasifala

ରାଶିଫଳ: ଶନିବାର, ଅଗଷ୍ଟ ୦୩ ତାରିଖ – Daily Horoscope

ମେଷ
ଆକସ୍ମିକ ସ୍ବାସ୍ଥ୍ୟହାନିଜନିତ, ଶତ୍ରୁତା କାରଣରୁ କିମ୍ବା ଭାଇ, ପଡ଼ୋଶୀମାନଙ୍କ ସହ ସୁସମ୍ପର୍କ ଅଭାବଜନିତ ଦୁଶ୍ଚିନ୍ତା ସୃଷ୍ଟିହେବ । ବିଭିନ୍ନ ପ୍ରକାରର ସାହାଯ୍ୟ ସହଯୋଗ ପାଉଥିବା ଲୋକଟି ସାଧାରଣ ସ୍ବାର୍ଥହାନି ହେତୁ କୁତ୍ସାରଟନା କରିବା ପରିଲକ୍ଷିତ ହୋଇପାରେ। ଯେତେ ଭଲ କାମ କଲେ ମଧ୍ୟ ପରିବାରରୁ ପ୍ରଶଂସା ପାଇବେନି।
ବୃଷ
ବୃଷ
ଭଲ ସମ୍ପର୍କ ରହିଥିବା କୌଣସି ଆତ୍ମୀୟଙ୍କ  ପାରିବାରିକ ସମସ୍ୟା ସମାଧାନ ସକାଶେ ଚିନ୍ତା ବଢିଯିବ। କର୍ମକ୍ଷେତ୍ରରେ କୌଶଳ ପ୍ରୟୋଗ କରି ସହକର୍ମୀଙ୍କ ପ୍ରେରଣା ଓ ସହଯୋଗରୁ ଉପକୃତ ହେବେ । ଆଜି ଇଚ୍ଛା ନ ଥିଲେ ମଧ୍ୟ ହଠାତ୍‌ ଆବଶ୍ୟକତା ଠାରୁ ଅଧିକ ଖର୍ଚ୍ଚ କରିବାକୁ ବାଧ୍ୟ ହେବେ । ପଡୋଶୀଙ୍କ ସହ ସମ୍ପର୍କ ବୃଦ୍ଧି ପାଇବ।
ମିଥୁନ
ମିଥୁନ
ଭାବପ୍ରବଣତାବଶତଃ ଆଜି କହୁ କହୁ ଏପରି କିଛି କଥା କହିଦେବେ ଯେ-ଯଦ୍ୱାରାକି କଳହର ସୂତ୍ରପାତ ହୋଇପାରେ । ଅଫିସ କାମରେ ଦାୟିତ୍ୱ କ୍ରମେ ବୃଦ୍ଧି ପାଇବା କାରଣରୁ ବ୍ୟସ୍ତ ରହିବେ। ପରିବାରରେ କୌତୁକିଆ କଥା କହି ବ୍ୟବସାୟ କିମ୍ବା ଅନ୍ୟ କୌଣସି କାମରେ କେତେକ ଦିଗରୁ ଚାପର ସମ୍ମୁଖୀନ ହୋଇପାରନ୍ତି ।
କର୍କଟ
କର୍କଟ
ଆଜି ଯେଉଁ କାମରେ ହାତ ଦିଅନ୍ତୁନା କାହିଁକି ସଫଳତାର ଶୀର୍ଷକୁ ନିଶ୍ଚିତ ସ୍ପର୍ଶ କରିବେ । ତଥାପି ଅପରାହ୍ନ ସମୟରେ ଅଫିସିଆଲି ଟେନସନ୍‌ କିଛି ମାତ୍ରାରେ ଲାଗିରହିବ । ଆମଦାନୀ କାରବାର, ବ୍ୟବସାୟୀଙ୍କ କାରବାରରେ ଉନ୍ନତି ହେବ ଓ ଲାଭର ମାତ୍ରା କିଛି କମିବ ନାହିଁ । ଆଇନ, ଅଦାଲତ ସମ୍ବନ୍ଧୀୟ କେତେକ ଦୁଶ୍ଚିନ୍ତା ମନକୁ ବିଶାଦିତ କରିବ।
ସି˚ହ
ସି˚ହ
ଏକାଧିକ ଚିନ୍ତାଧାରାରେ ବିକ୍ଷିପ୍ତ ମନ ପରିସ୍ଥିତିକୁ ସୁଧାରିବାକୁ ଯାଇ ଧାର କରଜ କରି କାମ କରିବାକୁ ବାଧ୍ୟ ହେବେ । ଆକସ୍ମିକ ଭାବେ ଦୂର ଜାଗାକୁ ଯିବାକୁ ପଡିପାରେ । କୌଣସି ମୂଲ୍ୟବାନ ଦ୍ରବ୍ୟ ଆଣିବା ସକାଶେ ଘରୁ ବରାଦ ପାଇବେ । କ୍ରୀଡା, ସଙ୍ଗୀତ, ଚଳଚ୍ଚିତ୍ର ତଥା ମନୋରଞ୍ଜନ କାର୍ଯ୍ୟକ୍ରମରେ ସମସ୍ୟାର ସମାଧାନ ହୋଇଯିବ ।
କନ୍ୟା
ଆଜିର କର୍ମକ୍ଷେତ୍ରରେ କିମ୍ବା ସାମାଜିକ ସ୍ତରରେ ସଂଘର୍ଷମୟ ପରିସ୍ଥିତିର ସାମନା କରିବାକୁ ପଡ଼ିପାରେ। ବ୍ୟବସାୟ, ପରିବହନ, ନିର୍ମାଣ, ସଭାସମିତି ଓ ଯାତ୍ରା ସମ୍ପର୍କରେ ଚିନ୍ତା ବଢିଯିବ। ସାମାନ୍ୟ ଶାରୀରିକ ଅସୁସ୍ଥତା ଅନୁଭବ କରିପାରନ୍ତି। ବନ୍ଧୁମାନଙ୍କ ସମ୍ପର୍କ ହାନି ହେତୁ କେତେକ ସମସ୍ୟାର ସମ୍ମୁଖୀନ ହେବାକୁ ପଡିବ।
ତୁଳା
ତୁଳା
ବିଭିନ୍ନ ପ୍ରକାର ସମସ୍ୟା ମଧ୍ୟରେ କାମଗୁଡିକ ଆଜି ସନ୍ତୋଷ ଜନକ ହେବ ନାହିଁ ଏବଂ ପ୍ରତ୍ୟେକ କ୍ଷେତ୍ରରେ ବିରକ୍ତି ଲାଗିବ। ଋଣ ପରିଶୋଧ ପାଇଁ ବ୍ୟାକୁଳ ହେବେ କାରଣ ନିଜ ଲୋକମାନେ ଈର୍ଷାପରାୟଣ ହୋଇ ପରିସ୍ଥିତିକୁ ଭିନ୍ନ ରୂପ ଦେଇ ପାରନ୍ତି। କର୍ମକ୍ଷେତ୍ରରେ ଛୋଟ ଛୋଟ କାମ ହାତକୁ ନେଇ ଦ୍ୱନ୍ଦ୍ବରେ ପଡିପାରନ୍ତି।
ବିଛା
ବିଛା
ପୂର୍ବରୁ ଯେଉଁ କଳ୍ପନା କରି ଆସିଥିଲେ ତାହା କ୍ରମଶଃ ଫସର ଫାଟି ଯାଉଥିବା ଲକ୍ଷ୍ୟ କରି ମନ ଅଶାନ୍ତ ରହିବ। କର୍ମକ୍ଷେତ୍ରରେ ବିଶୃଙ୍ଖଳିତ କିମ୍ବା ଅସମାହିତ କର୍ମ ସକାଶେ ବ୍ୟସ୍ତ ବିବ୍ରତ ହୋଇପାରନ୍ତି। ବ୍ୟବସାୟକୁ ଆଗକୁ ବଢାଇବା ପାଇଁ ନୂତନ ପଦକ୍ଷେପ ଗ୍ରହଣ କରି କୃତକାର୍ଯ୍ୟ ହେବେ। କଳା, ସାହିତ୍ୟରେ ସମସ୍ୟା ସମାଧାନ ହୋଇଯିବ।
ଧନୁ
ଧନୁ
କେତେକ ଅକୁହା କଥା ମନକୁ ସଂକୁଚିତ କରି ରଖିଥିଲେ ମଧ୍ୟ ମୁଁହ ଟାଣ ରଖି କଥା କହି ପରିସ୍ଥିତିକୁ ନିୟନ୍ତ୍ରଣ କରିବାରେ ସଫଳ ହେବେ। କୌଣସି ଲୋକ ବିଷୟରେ କିଛି ନ ଜାଣି ତାଙ୍କୁ ବିଶ୍ୱାସ କରି ହଇରାଣରେ ପଡିପାରନ୍ତି। ବିଭିନ୍ନ ପ୍ରକାରର ପ୍ରତିବନ୍ଧକ ହେତୁ ଉନ୍ନୟନମୂଳକ କାମ ବାଧାପ୍ରାପ୍ତ ହେବ ।
ମକର
ମକର
ଆନୁଷ୍ଠାନିକ କାମରେ ସନ୍ଦେହ ଓ ଭୁଲ୍‌ ବୁଝାମଣା ଜନିତ ତିକ୍ତତା ଦେଖାଦେଇପାରେ। ବ୍ୟବସାୟ ଓ ବାଣିଜ୍ୟରେ ପ୍ରତିବନ୍ଧକ ସୃଷ୍ଟି ହେବାର ସୂଚନା ପାଇପାରନ୍ତି। ଅଫିସରେ ଯେତେ ଭଲ କାମ କଲେ ମଧ୍ୟ ପ୍ରଶଂସା ବଦଳରେ ଅଭିଯୋଗ ପାଇବେ। ପାରିବାରିକ ଜୀବନରେ ଉତ୍‌ଥାନ ପତନ ଲାଗିରହିବ।
କୁମ୍ଭ
କୁମ୍ଭ
ସମସ୍ତ ପ୍ରକାରର ସୁବିଧା ଥାଇ ମଧ୍ୟ ଆଜି କାମଗୁଡିକ ବହୁତ ଅସୁବିଧା ଭିତରେ ସମ୍ପନ୍ନ ହେବ। କଳା, ସାହିତ୍ୟ ଓ ସଙ୍ଗୀତରୁ ପ୍ରଶଂସିତ ହେବେ ଓ ପୂର୍ବ ସମସ୍ୟାକୁ ସୁଧାରି ନେବାର ପ୍ରଯତ୍ନ କରିବେ। ସ୍ତ୍ରୀ, ଭାଇ କିମ୍ବା ବନ୍ଧୁଙ୍କ ସ୍ବାସ୍ଥ୍ୟ ସକାଶେ ଚିନ୍ତା କରିପାରନ୍ତି। ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ।
ମୀନମୀନ
ଆଜି ଅଫିସ୍‌ରେ ସାଧାରଣ କଥାକୁ କେନ୍ଦ୍ରକରି ମଧ୍ୟାହ୍ନେ ମନରେ ବିରକ୍ତିଭାବ ସୃଷ୍ଟି ହୋଇପାରେ । ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ କିମ୍ବା ସଭାସମିତିରେ ପ୍ରଶଂସିତ ହେବେ । ଇଚ୍ଛା ବିରୋଧରେ କୌଣସି କାମ କରି ସମାଲୋଚିତ ହେବା କାରଣରୁ ଅନୁତାପ କରିବାକୁ ପଡ଼ିପାରେ । ନିଜ ଘର କଥା ନେଇ ସ୍ତ୍ରୀ ସ୍ବାମୀଙ୍କ ସହ ତର୍କ ବିତର୍କ କରିପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ଫେବୃଆରୀ ୧୫ ତାରିଖ – Daily Horoscope

ମେଷ ଆଜିର କର୍ମଭାବସ୍ଥ ଚନ୍ଦ୍ରମଙ୍ଗଳଯାଗ ଆପଣଙ୍କୁ ଧୈର୍ଯ୍ୟର ସହ କାମ ହାସଲ ଦିଗରେ ସାହାଯ୍ୟ କରିବ। ସାଧାରଣ ବ୍ୟତିକ୍ରମ ରହିଲେ ମଧ୍ୟ ପାରିବାରିକ ଜୀବନରେ ଶାନ୍ତି ଅବ୍ୟାହତ…

ରାଶିଫଳ: ଶନିବାର, ଫେବୃଆରୀ ୧୪ ତାରିଖ – Daily Horoscope

ମେଷ ଆଜି ଆର୍ଥିକ, ମାନସିକ ଏବଂ ସାମାଜିକ ସ୍ଥିତି ଭଲ ରହିବ। ଆନୁଷ୍ଠାନିକ କାମରେ ବନ୍ଧୁମିଳନ ସହିତ କିଛି ସମୟ ଅତିବାହିତ କରିବାକୁ ପଡ଼ିପାରେ। ବନ୍ଧୁଙ୍କ ସହାୟତାରେ…

ରାଶିଫଳ: ଶୁକ୍ରବାର, ଫେବୃଆରୀ ୧୩ ତାରିଖ – Daily Horoscope

ମେଷ ଆଜିର ନବମସ୍ଥ ଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି, ବନ୍ଧୁ ସମ୍ପର୍କ ଏବଂ କାର୍ଯ୍ୟସିଦ୍ଧି କରାଇବ। କୌଣସି ବନ୍ଧୁଙ୍କୁ ଟଙ୍କା ପଇସା ଦେଇ ଫେରି ପାଇବାରେ କମ୍‍ ସମ୍ଭାବନାକୁ…

ରାଶିଫଳ: ଗୁରୁବାର, ଫେବୃଆରୀ ୧୨ ତାରିଖ – Daily Horoscope

ମେଷ ଆଜି ତ୍ୟାଗସ୍ବୀକାର ପୂର୍ବକ କୌଣସି ସାହାଯ୍ୟପ୍ରାର୍ଥୀଙ୍କୁ ସହାନୁଭୂତି ପ୍ରଦର୍ଶନ କରି ଆତ୍ମସନ୍ତୋଷ ଲାଭ କରିପାରନ୍ତି। ଶିଳ୍ପ, ବାଣିଜ୍ୟ, ପରିବହନରେ ପ୍ରତିବନ୍ଧକ ଦୂରେଇଯିବ। ସନ୍ତାନଙ୍କ ସ୍ବାସ୍ଥ୍ୟ, ସମ୍ପର୍କୀୟଙ୍କ…

ରାଶିଫଳ: ବୁଧବାର, ଫେବୃଆରୀ ୧୧ ତାରିଖ – Daily Horoscope

ମେଷ ଆଜି ରବିଙ୍କ ସହ ମଙ୍ଗଳଙ୍କ ସଂଯୋଗ ଦୈହିକ ସୁସ୍ଥତା, ପାରିବାରିକ ଶାନ୍ତି ଏବଂ ଆଲୋଚନା ସକାଶେ ଅନୁକୂଳ ରହିବ। ବିଶିଷ୍ଟବ୍ୟକ୍ତିଙ୍କ ଗହଣରେ ସମ୍ବର୍ଦ୍ଧିତ ହେବାର ସୌଭାଗ୍ୟ…

ରାଶିଫଳ: ମଙ୍ଗଳବାର, ଫେବୃଆରୀ ୧୦ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ବନ୍ଧୁ ଓ ପରିଜନଙ୍କ ସହ ଦୂରଯାତ୍ରା କରି ଖୁସି ମନେଇବେ। ପାରସ୍ପରିକ ଆଲୋଚନା କ୍ରମରେ ଘରର କେତେକ କାମକୁ ସମ୍ପନ୍ନ କରିବା…

ରାଶିଫଳ: ସୋମବାର, ଫେବୃଆରୀ ୯ ତାରିଖ – Daily Horoscope

ମେଷ ଆଗାମୀ ମାଙ୍ଗଳିକ କାର୍ଯ୍ୟ ପରିପ୍ରେକ୍ଷୀରେ ପାରିବାରିକ ବନ୍ଧୁମିଳନର ସୂଚନା ରହିଛି। ମାନସିକ ଅସ୍ଥିରତା ଲାଗିରହିଲେ ମଧ୍ୟ ଶାରୀରିକ ସ୍ବାସ୍ଥ୍ୟ ଭଲ ରହିବ ଏବଂ କୌଣସି କାମ…

ରାଶିଫଳ: ରବିବାର, ଫେବୃଆରୀ ୮ ତାରିଖ – Daily Horoscope

ମେଷ ଆଜି କର୍ମକ୍ଷେତ୍ରରେ ବିବାଦୀୟ ମନ୍ତବ୍ୟ ଦେଇ ସମାଲୋଚିତ ହେବେ। ଏକାଦଶସ୍ଥ ଗ୍ରହ ପ୍ରଭାବରେ ଯାତ୍ରା, କାର୍ଯ୍ୟସାଧନ ସାଙ୍ଗକୁ ପାରିବାରିକ ସମସ୍ୟା ସୁଧାରି ନେଇପାରନ୍ତି। ଆବଶ୍ୟକତା ପୂରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri