Posted inRasifala

ରାଶିଫଳ: ଶୁକ୍ରବାର, ଜାନୁଆରୀ ୨୩ ତାରିଖ – Daily Horoscope

ମେଷ
ଆଜି ବୁଝାମଣା ଅଭାବରୁ କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ। ଦ୍ୱିଜା ନକ୍ଷତ୍ର ସାମାଜିକ ସ୍ତରରେ ମନଭୁଲାଣିଆ କଥା କହି ପରିସ୍ଥିତିକୁ ସମ୍ଭାଳି ନେବେ। ବାଣିଜ୍ୟ, ପରିବହନ ଓ ବ୍ୟବସାୟରେ ସନ୍ତୋଷଜନକ ଫଳ ପାଇପାରିବେ। ଆନୁଷ୍ଠାନିକ କାମ, ସାହିତ୍ୟ, ସଙ୍ଗୀତ ପ୍ରଭୃତି କ୍ଷେତ୍ରରୁ ସୁଫଳ ମିଳିବ ା
ବୃଷ
ବୃଷ
କାମର ଚାପ ବୃଦ୍ଧି ପାଇବା ହେତୁ ମାନସିକ ସ୍ତରରେ ଅଶାନ୍ତି ରହିପାରନ୍ତି। କାର୍ଯ୍ୟବ୍ୟସ୍ତତା ହେତୁକ ଘରକଥା ବୁଝିବା ପାଇଁ ମଧ୍ୟ ସମୟ ପାଇବା କଷ୍ଟକର ହୋଇପାରେ। ରୋହିଣୀ ନକ୍ଷତ୍ରର ଅର୍ଥ ସମ୍ପର୍କକୁ ନେଇ ଭ୍ରାତୃବିବାଦର ଆଶଙ୍କା ରହିଛି। ବନ୍ଧୁମାନଙ୍କ ପରାମର୍ଶରେ ସତ୍‍ସଙ୍ଗ ଓ ଧର୍ମଚର୍ଚ୍ଚାରେ ନିଜକୁ ନିୟୋଜିତ କରିପାରନ୍ତି।
ମିଥୁନ
ମିଥୁନ
ପରିସ୍ଥିତି ପ୍ରତି ସଜାଗ ରହି କାମ ନ କଲେ ଅସୁବିଧାର ସମ୍ମୁଖୀନ ହେବେ। ମୃଗଶିରା ନକ୍ଷତ୍ର ଅନ୍ୟମାନଙ୍କ ଦ୍ୱାରା ପ୍ରଭାବିତ ହୋଇ ସମ୍ପର୍କୀୟଙ୍କ ସହ ବିରୁଦ୍ଧାଚରଣ କରିପାରନ୍ତି। ଆଜି ପ୍ରତ୍ୟେକ କାମରେ ଟେନ୍‍ସନ ଲାଗିରହିବ। ଆର୍ଥିକ ଅନଟନକୁ ପଡ଼ୋଶୀ ଦୂରେଇ ଦେଇପାରନ୍ତି। ଆଜିର ବ୍ୟବସାୟିକ ସ୍ଥିତି ବହୁତ ଭଲ ରହିବ।
କର୍କଟ
କର୍କଟ
ଆଜି ପୁଷ୍ୟା ନକ୍ଷତ୍ର ଅନ୍ୟମାନଙ୍କ ପାଇଁ ଯାହା ସହଜରେ କରାଇ ଦେଇପାରିବେ ତାହା ନିଜ ପାଇଁ କରିବା ଦୁରୂହ ହୋଇପଡିବ। ଶିଳ୍ପପତି, ଉଦ୍ୟୋଗୀ ତଥା ବ୍ୟବସାୟୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜି ପାରେ। ପାରିବାରିକ ସମସ୍ୟା ସୁଧାରିବା ପାଇଁ ଚେଷ୍ଟା ନ କଲେ ସମସ୍ୟା ବଢି ବଢି ଯିବାର ସୂଚନା ରହିଛି।
ସି˚ହ
ସି˚ହ
ମାନସିକ ଦୁଶ୍ଚିନ୍ତା କାରଣରୁ କିମ୍ବା ସାମାନ୍ୟ ଭୁଲ୍‍ରୁ କାମ ବିଶୃଙ୍ଖଳିତ ହେବ। ପୂର୍ବାଫାଲ୍‍ଗୁନୀର ଆନୁଷ୍ଠାନିକ କାମରେ, ବନ୍ଧୁମାନଙ୍କ ଅସହଯୋଗ କାରଣରୁ କେତେକ ବ୍ୟତିକ୍ରମ ସୃଷ୍ଟି ହେବ। ଆଜିର ଯିବାଆସିବା ବାଟରେ କୌଣସି ବନ୍ଧୁଙ୍କ ସହ ବନ୍ଧୁତ୍ୱ ସୃଷ୍ଟି କରିପାରନ୍ତି। ବ୍ୟବସାୟିକ, ଆର୍ଥିକ, ସାମାଜିକ ପ୍ରତିଷ୍ଠା ହାସଲ ପାଇଁ ଚେଷ୍ଟିତ ହେବେ।
କନ୍ୟା
ଆଜିର ଯୋଜନା ସକାଶେ ଅର୍ଥ ଅଭାବ ହୋଇପାରେ। ସମସ୍ତ ସୁବିଧା ଥିଲେ ମଧ୍ୟ କାର୍ଯ୍ୟ ହାସଲ କ୍ଷେତ୍ରରେ ପରିବାରରୁ ପ୍ରତିରୋଧର ସମ୍ଭାବନା ରହିଛି। ବନ୍ଧୁଙ୍କ କାର୍ଯ୍ୟାବଳୀର ସମୀକ୍ଷା କରି ଛୋଟ କଥାଟିକୁ ବଡ଼ ଆକାରରେ ଚିନ୍ତା କରିବେ। ଚିତ୍ରା ନକ୍ଷତ୍ର ସକାଶେ ଯାତ୍ରା, ବାଣିଜ୍ୟ ଏବଂ ରାଜନୈତିକ ସ୍ଥିତି ଭଲ ରହିବ।
ତୁଳା
ତୁଳା
ସମସ୍ୟା ମଧ୍ୟରେ ଗତି କରି ମଧ୍ୟ କୌଣସି ନୂତନ କାର୍ଯ୍ୟରେ ହାତ ଦେବାକୁ ସ୍ଥିର କରିବେ। ଆଜି କ୍ରୀଡ଼ା, ସାହିତ୍ୟ, ସଂସ୍କୃତି କ୍ଷେତ୍ରରେ ପାରଦର୍ଶିତା ହାସଲ କରି ପାରନ୍ତି। ବିଶାଖା ନକ୍ଷତ୍ର ସଭାସମିତିରେ, ସାଂସ୍କୃତିକ କାର୍ଯ୍ୟକ୍ରମରେ, ଗୁରୁତ୍ୱପୂର୍ଣ୍ଣ ଆଲୋଚନାରେ ସମୟ କଟାଇବେ। ଗବେଷଣା, କୃଷି, ବାଣିଜ୍ୟରେ ପ୍ରତିବନ୍ଧକ ରହିବ ନାହିଁ।
ବିଛା
ବିଛା
ଆଜିର ଯାତ୍ରାରେ ଲକ୍ଷ୍ୟହାସଲ ସାଙ୍ଗକୁ ପ୍ରତ୍ୟେକ କାମ ଠିକ୍‍ ଠିକ୍‍ ହୋଇଯିବ। କୌଣସି ବ୍ୟକ୍ତିଙ୍କଠାରୁ ଅଯାଚିତ ଭାବରେ ଯଥେଷ୍ଟ ସହାୟତା ପାଇବାର ସମ୍ଭାବନା ରହିଛି। ସ୍ତ୍ରୀଙ୍କ ସହ ମତାନ୍ତରର ଆଶଙ୍କା ଦେଖା ଦେଇପାରେ। ଜ୍ୟେଷ୍ଠା ନକ୍ଷତ୍ରର ନିଜ ପରିସରର କୌଣସି ବ୍ୟକ୍ତି ବିଶେଷଙ୍କ ସହ ଯୁକ୍ତିତର୍କ ହୋଇପାରେ।
ଧନୁ
ଧନୁ
ଆଜି ଯାହା ମନକୁ ଆସିଲା ତାହା କହି ପକାଇବାରୁ ସମସ୍ୟାର ସମ୍ମୁଖୀନ ହେବେ। ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍‍ ରହିବା ହେତୁ ସାମୟିକ ହସର ଝଲକ ସୃଷ୍ଟି ହେବ। କୌଣସି ବନ୍ଧୁଙ୍କ ଉପରେ ପୂର୍ଣ୍ଣ ଭରସା କରି ପ୍ରତାରିତ ହେବାର ଆଶଙ୍କା ରହିଛି। ଉତ୍ତରାଷାଢ଼ା ନକ୍ଷତ୍ରର କୌଣସି ଅଭାବ ନ ଥାଇ ମଧ୍ୟ ମନଟା ଭଲ ଲାଗି ନ ପାରେ।
ମକର
ମକର
ଆଜିର ଯାତ୍ରାରେ ସମସ୍ୟା, ବନ୍ଧୁରେ କଳହ ସାଙ୍ଗକୁ କର୍ମ କ୍ଷେତ୍ରରେ ଅସ୍ଥିରତା ସୃଷ୍ଟି ହୋଇପାରେ। ଶ୍ରବଣା ନକ୍ଷତ୍ର ନିଜ ପରିସରର ବ୍ୟକ୍ତି ବିଶେଷଙ୍କ କଥାକୁ ବିଶ୍ୱାସ କରି ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ଶିକ୍ଷା, ବାଣିଜ୍ୟ ଓ ସଭାସମିତି କ୍ଷେତ୍ର ପ୍ରାୟତଃ ଭଲ ରହିବ। ପରିବାରରେ ବୟସ୍କ ଗୁରୁଜନଙ୍କ ରୁଗ୍‍ଣ ସ୍ବାସ୍ଥ୍ୟ ସକାଶେ ଚିନ୍ତିତ ରହିପାରନ୍ତି।
କୁମ୍ଭ
କୁମ୍ଭ
ନିଜର ପ୍ରକାଶଭଙ୍ଗୀ ହିଁ ସମସ୍ତ ଅନର୍ଥର କାରଣ ହୋଇଯିବ। ସବୁ ଠିକ୍‍ ଥିଲେ ମଧ୍ୟ କେତେକ ସାମାନ୍ୟ ଭୁଲ୍‍ରୁ କାମଗୁଡିକ ବିଶୃଙ୍ଖଳିତ ହୋଇପାରେ। ଶିକ୍ଷା, ସାକ୍ଷାତ୍‍କାର ତଥା ବାଣିଜ୍ୟରେ ସମସ୍ୟା ଆଶଙ୍କା ରହିଛି। ଶତଭିଷା ନକ୍ଷତ୍ରର ଅର୍ଥସମ୍ପର୍କ, ଯାନବାହନ, ଜମିଜମା ଓ କଚେରି ମାମଲା କ୍ଷେତ୍ରରୁ ସନ୍ତୋଷଜନକ ଫଳ ମିଳିବ।
ମୀନମୀନ
ଆଜି ରେବତୀ ନକ୍ଷତ୍ର ସକାଶେ ଭୁଲ୍‍ ବୁଝାମଣାରୁ ଅଶାନ୍ତିକର ପରିବେଶ ସୃଷ୍ଟି ହେବ। ଅନ୍ୟମାନଙ୍କ ଭୁଲ୍‍ ଧାରଣା ଯୋଗୁ କିମ୍ବା ପରୋକ୍ଷ ଶତ୍ରୁତା ହେତୁ ଭଲ କଲେ ମଧ୍ୟ ନିନ୍ଦା ଶୁଣିପାରନ୍ତି। ଆଜିର ଯାତ୍ରା କାଳରେ ସମଶ୍ରେଣୀୟ ବ୍ୟକ୍ତଙ୍କ ସହ ବାଦାନୁବାଦ ହୋଇପାରେ। ଦୀର୍ଘଦିନରୁ ସରକାରୀ ସ୍ତରରୁ ଅପେକ୍ଷା କରିଥିବା ଶୁଭଖବର ପାଇପାରନ୍ତି।

👉 Follow Dharitri – Odisha’s No.1 Odia Daily 📰✨

Dharitri brings you accurate and reliable daily Odia horoscope updates to help you begin your day with clarity, confidence, and positivity. As the most trusted Odia daily, Dharitri provides detailed Rashifal in Odia and expert astrological insights for all zodiac signs, empowering you to make informed decisions about your career, health, relationships, and personal growth. Whether you seek daily horoscope predictions, weekly zodiac forecasts, or personalized astrology guidance, Dharitri ensures authentic, timely, and insightful horoscope updates every single day. Stay connected with Dharitri Horoscope and discover what the stars have in store for you.


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ଜୁନ୍ ୧୫ ତାରିଖ – Daily Horoscope

ମେଷ ଶୁକ୍ର ମୁଖଭାବରେ ରହି ଏକାଧାରରେ ଅର୍ଥ, ବସ୍ତ୍ରଭୂଷଣ, ବନ୍ଧୁଙ୍କ ଆତିଥ୍ୟଯୋଗ ଲାଭ କରି ଖୁସୀ ହେବେ ା ଅଫିସରେ ସହକର୍ମୀଙ୍କ ସୈାହାର୍ଦ୍ଦ୍ୟ ମଧ୍ୟରେ ନୂତନ ଯୋଜନା…

ରାଶିଫଳ: ରବିବାର, ଜୁନ୍ ୧୪ ତାରିଖ – Daily Horoscope

ମେଷ ଆଜି ସ୍ବଗୃହୀ ମଙ୍ଗଳଙ୍କ ଯୋଗୁ ଦୈହିକ ସ୍ବାସ୍ଥ୍ୟ ଭଲ ରହିବ। ବନ୍ଧୁଙ୍କ ସହଯୋଗରୁ ଅଟକି ରହିଥିବା କାର୍ଯ୍ୟଗୁଡ଼ିକ ତ୍ୱରାନ୍ବିତ କରିପାରିବେ। ପାରିବାରିକ ସ୍ତରରେ ଭାବ ପ୍ରବଣତା…

ରାଶିଫଳ: ଶନିବାର, ଜୁନ୍ ୧୩ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ରମଙ୍ଗଳ ଯୋଗ ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସହ ବୈଷୟିକ ଅଭିବୃଦ୍ଧି ଘଟିବ। ପାପଗ୍ରହ ମଧ୍ୟସ୍ଥ ଚନ୍ଦ୍ର ହେତୁ ପାରିବାରିକ କ୍ଷେତ୍ରରେ ମାନସିକ ଦ୍ୱନ୍ଦ୍ୱ କାର୍ଯ୍ୟରେ…

ରାଶିଫଳ: ଶୁକ୍ରବାର, ଜୁନ୍ ୧୨ ତାରିଖ – Daily Horoscope

ମେଷ ଗ୍ରହମାନଙ୍କ ଶୁଭ ସମ୍ବନ୍ଧ ଅଭାବରୁ ଯେ କୌଣସି ପ୍ରକାରର ପରିସ୍ଥିତିରେ ମଧ୍ୟ ଆପଣ ନିଜକୁ ଠିକ୍‌ ଭାବେ ଆଡ୍‌ଜଷ୍ଟ କରି ଚଳାଇ ନେଇ ପାରିବେ ନାହିଁ।…

ରାଶିଫଳ: ଗୁରୁବାର , ଜୁନ୍ ୧୧ ତାରିଖ – Daily Horoscope

ମେଷ ଆଜି ରାଶ୍ୟାଧିପତି ସ୍ବଗୃହରେ ଶୁକ୍ରନକ୍ଷତ୍ରସ୍ଥ ଯୋଗୁ ସ୍ବାସ୍ଥ୍ୟ ଭଲ ରହିବା ସହ ଖୁସିରେ ସମୟ କଟିବ। ଶନିଙ୍କ ସଂଯୋଗଜନିତ ଦ୍ୱାଦଶସ୍ଥ ଚନ୍ଦ୍ର ଯାତ୍ରା, ଆଧ୍ୟାତ୍ମିକ ଚିନ୍ତନ…

ରାଶିଫଳ: ବୁଧବାର, ଜୁନ୍ ୧୦ ତାରିଖ – Daily Horoscope

ମେଷ ଆପଣଙ୍କ ଦକ୍ଷତା ଏବଂ କର୍ତ୍ତବ୍ୟନିଷ୍ଠା କାରଣରୁ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଈର୍ଷାପରାୟଣ ବନ୍ଧୁ ଓ ସହକର୍ମୀ ଅପପ୍ରଚାର ଚଳାଇପାରନ୍ତି। ବାଣିଜ୍ୟ, ବ୍ୟବସାୟିକ କ୍ଷେତ୍ରରେ ଅର୍ଥ ସମ୍ପର୍କକୁ…

ରାଶିଫଳ: ମଙ୍ଗଳବାର , ଜୁନ୍ ୯ ତାରିଖ – Daily Horoscope

ମେଷ ଶ୍ରୁତିମଧୁର ବାକ୍ୟାଳାପ ଦ୍ୱାରା ବନ୍ଧୁଙ୍କୁ ଆପ୍ୟାୟିତ କରିବେ। ଶନିଙ୍କ ପ୍ରଭାବରୁ ମୃଦୁ ମନ୍ଦ ଗତିରେ କର୍ମପ୍ରବାହକୁ ଆଗକୁ ଗଡ଼ାଇନେବାରେ ସାହାଯ୍ୟ କରିପାରନ୍ତି। ବନ୍ଧୁଙ୍କ ସହ ଆନୁଷ୍ଠାନିକ…

ରାଶିଫଳ: ସୋମବାର, ଜୁନ୍ ୮ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ ସମସ୍ୟା, ଜମିଜମା କଥା, ସମ୍ପର୍କୀୟଙ୍କ ସହ ଆଲୋଚନାରେ ସମୟ ଅତିବାହିତ କରିପାରନ୍ତି। ଆର୍ଥିକ ସ୍ଥିତିରେ ସୁଧାର ଆସିପାରେ। ପାରିବାରିକ ସ୍ତରରେ ମନ ଭୁଲାଣିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri