Posted inRasifala

ରାଶିଫଳ: ଶୁକ୍ରବାର , ଡିସେମ୍ବର ୧୩ ତାରିଖ – Daily Horoscope

ମେଷ
ଆଜି ଦ୍ୱିଜା ନକ୍ଷତ୍ର ସକାଶେ ପାରିବାରିକ ସୁସମ୍ପର୍କ ଓ ସୁଖ, ସମୃଦ୍ଧି ବୃଦ୍ଧିପାଇବ। ଯାହା ପାଇବା ପାଇଁ ଚିନ୍ତା କରୁଛନ୍ତି ତାହା ଝିନ୍‍ଝଟ୍‍ ମଧ୍ୟରେ ପାଇବେ। ଆନୁଷ୍ଠାନିକ କାମରେ ସଫଳତା ପାଇବାରେ ବନ୍ଧୁ ସାହାଯ୍ୟ କରିବେ। ବାଣିଜ୍ୟ ଓ ପରିବହନରେ ସୁଫଳ ପାଇବା ସହିତ ପଦସ୍ଥଙ୍କ ପ୍ରେରଣା, ଆତ୍ମୀୟଙ୍କ ସହୃଦୟତାରୁ ଖୁସି ହେବେ।
ବୃଷ
ବୃଷ
ଥଣ୍ଡାଜନିତ ସ୍ବାସ୍ଥ୍ୟହାନି, ଅର୍ଥ ସଙ୍କଟ, ବ୍ୟବସାୟରେ ଝଗଡ଼ାଜନିତ ଦୁଶ୍ଚିନ୍ତା ଦେଖାଦେବ। ଅନ୍ୟମାନଙ୍କୁ ମନେଇ ନିଜ ଆଡ଼କୁ ଆକର୍ଷିତ କରିବାରେ ସଫଳ ହେବେ। କୃତ୍ତିକା ନକ୍ଷତ୍ର ବକେୟା ଅର୍ଥ ଆଦାୟ ସକାଶେ ଅନ୍ୟର ସାହାଯ୍ୟ ନେଇପାରନ୍ତି। ପ୍ରତିଶ୍ରୁତି ଦେଇଥିବା ବନ୍ଧୁଙ୍କ ଆସିବା ବାଟକୁ ଚାହିଁରହି ବିରକ୍ତି ପ୍ରକାଶ କରିପାରନ୍ତି।
ମିଥୁନ
ମିଥୁନ
ସହକର୍ମୀଙ୍କ ସାହାଯ୍ୟରେ ଆର୍ଥିକ ଦୁଃସ୍ଥିତି ସୁଧୁରି ଯିବା ସହ କର୍ମକ୍ଷେତ୍ରର ସମସ୍ୟା ସମାଧାନ ହେବ। ଦୀର୍ଘ ଦିନରୁ କଥାବାର୍ତ୍ତା କରୁ ନ ଥିବା ବନ୍ଧୁଟି ନିକଟକୁ ଆସିବାର ଉପକ୍ରମ କରିପାରନ୍ତି। ପ୍ରାତଃ ଭ୍ରମଣ, ରାଜନୀତି, ପ୍ରଶାସନ, ଲେଖାପଢ଼ା, ଯାତ୍ରା ପାଇଁ ଦିନଟି ଭଲ। ଆରର୍ଦ୍ରା ନକ୍ଷତ୍ର ଅସମର୍ଥିତ ସୂତ୍ରରୁ ଭୁଲ୍‍ ଖବର ପାଇ ବିବ୍ରତ ହେବେ।
କର୍କଟ
କର୍କଟ
କର୍ମଭାବସ୍ଥ ଚନ୍ଦ୍ରଙ୍କ ଶୁଭତ୍ୱରୁ ନୂତନ ଉତ୍ସାହ ଓ ଆନନ୍ଦମୟ ପରିବେଶରେ ଆଜି ଦିନଟି ଅତିବାହିତ ହେବ। ସ୍ବାସ୍ଥ୍ୟରେ ଉନ୍ନତି, ପରିବାର ସଦସ୍ୟଙ୍କ ଆନ୍ତରିକତା, ଶିଳ୍ପ, ବାଣିଜ୍ୟ, ବ୍ୟବସାୟରେ ଆଶାପୂରଣଜନିତ ଖୁସି ରହିବେ। କର୍ମକ୍ଷେତ୍ରରେ ମନାନ୍ତର ଘଟିପାରେ। ପଡ଼ୋଶୀଙ୍କଠାରୁ କିଛି ପାଇବାର ଆଶା ରଖତ୍ବେ।
ସି˚ହ
ସି˚ହ
ର୍ମକ୍ଷେତ୍ରରେ ସମସ୍ୟା ସହ ସଂଘର୍ଷ କରି ଲକ୍ଷ୍ୟ ହାସଲ କରିବେ ସତ ମାନସିକ ସୁସ୍ଥତା ପାଇ ପାରିବେ ନାହିଁ। ଆତ୍ମୀୟ ଓ ପଡ଼ୋଶୀଙ୍କ ସହ ସମ୍ପର୍କ ଭଲ ରହି ନ ପାରେ। ଗୁରୁଜନଙ୍କ ପ୍ରେରଣାରେ ସମସ୍ୟାର ସମାଧାନ ସକାଶେ ବନ୍ଧୁଙ୍କ ଦ୍ୱାରସ୍ଥ ହେବାକୁ ପଡ଼ିବ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ପ୍ରତିବନ୍ଧକ ଦୂରହେବାର ସୂଚନା ରହିଛି।
କନ୍ୟା
କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କମିଯିବାରୁ ମନ ହାଲୁକା ରହିବ। ଶତ୍ରୁତା କରୁଥିବା ବ୍ୟକ୍ତିମାନେ ସ୍ବାର୍ଥସାଧନ ଆଶାନେଇ ସହଯୋଗର ହାତ ବଢ଼ାଇ ପାରନ୍ତି। ଚିତ୍ରା ନକ୍ଷତ୍ର ସହକର୍ମୀଙ୍କ କଥାରେ ପଡ଼ି ପ୍ରଶାସନିକ ସ୍ତରରେ ସମସ୍ୟାଗ୍ରସ୍ତ ହୋଇପାରନ୍ତି। ବନ୍ଧୁଙ୍କ ସ୍ବାସ୍ଥ୍ୟହାନି କାରଣରୁ ଧାଁଦୌଡ଼ କରିପାରନ୍ତି।
ତୁଳା
ତୁଳା
ଆଜି ଅର୍ଥସମ୍ପର୍କିତ ଆଲୋଚନାକୁ କେନ୍ଦ୍ରକରି ଯୁକ୍ତିତର୍କ ଲାଗିପାରେ। ସାହିତ୍ୟଚର୍ଚ୍ଚା, ସାମ୍ବାଦିକତା, ଲେଖାପଢ଼ା, ନିର୍ମାଣ, ଗବେଷଣ କ୍ଷେତ୍ରରେ ଫଳପ୍ରଦ ଆଲୋଚନା କରିପାରନ୍ତି। ବ୍ୟବସାୟ, ପରିବହନରେ ଉନ୍ନତି କରିବେ। କିନ୍ତୁ ବିବାଦୀୟ ସ୍ଥିତି ଲାଗିରହିବ। ବିଶାଖା ନକ୍ଷତ୍ରର ପିଲାଙ୍କ ସ୍ବାସ୍ଥ୍ୟ ଓ ଶିକ୍ଷା ସମସ୍ୟା ଚିନ୍ତାର କାରଣ ହୋଇପାରେ।
ବିଛା
ବିଛା
ଭାଙ୍ଗିଯାଇଥିବା ସମ୍ପର୍କ ପୁନଃ ପ୍ରତିଷ୍ଠିତ ହେବ ଏବଂ କର୍ମକ୍ଷେତ୍ରରୁ ଅର୍ଥ ଓ ସାମାଜିକ ସମ୍ମାନ ଲାଭ କରିବେ। ଜ୍ୟେଷ୍ଠା ନକ୍ଷତ୍ରର ଅଟକିଥିବା କାମଟି ବିଶିଷ୍ଟବ୍ୟକ୍ତିଙ୍କ ଦ୍ୱାରା ସମ୍ପନ୍ନ ହେବ। ଈର୍ଷାପରାୟଣ ବ୍ୟକ୍ତିଙ୍କ ସାମୟିକ ବିରୋଧ କାମକୁ ବିଶୃଙ୍ଖଳିତ କରିପାରେ। ଯାନବାହନ, ନିର୍ମାଣ, କଳା, ସାହିତ୍ୟ, ଆନୁଷ୍ଠାନିକ କାମ ଓ ଯାତ୍ରାରୁ ସୁଫଳ ପାଇବେ।
ଧନୁ
ଧନୁ
ବିବାଦୀୟ ପରିସ୍ଥିତି ବଦଳି ଯାଇଥିବାରୁ ଆଶ୍ୱସ୍ତି ଅନୁଭବ କରିବେ। କର୍ମକ୍ଷେତ୍ରରୁ ଫେରିବା ରାସ୍ତାରେ ଜଣେ ବନ୍ଧୁଙ୍କ ସହ ଗୁରୁତ୍ୱପୂର୍ଣ୍ଣ ଆଲୋଚନା କରିପାରନ୍ତି। କିନ୍ତୁ ଶିଳ୍ପ, ବାଣିଜ୍ୟ, ପରିବହନ, ଗୃହସୀମାକୁ କେନ୍ଦ୍ରକରି ଝଗଡ଼ା ଲାଗିପାରେ। ଋଣଚିନ୍ତା, ପରୋକ୍ଷ ଶତ୍ରୁତା, କାର୍ଯ୍ୟହାନି ଓ ସ୍ବାସ୍ଥ୍ୟ ସମସ୍ୟା ମୁଳା ନକ୍ଷତ୍ର ସକାଶେ ଦୁଶ୍ଚିନ୍ତା ପାଲଟିଯିବ।
ମକର
ମକର
ଶ୍ରବଣା ନକ୍ଷତ୍ର ସ୍ଥଗିତ ରହିଥିବା କାମଟିକୁ ଝିନ୍‍ଝଟ୍‍ ମଧ୍ୟରେ ସମ୍ପୂର୍ଣ୍ଣ କରିବେ। ଅନ୍ୟମାନଙ୍କ ସହଯୋଗ ନେଇ ବ୍ୟବସାୟ, ବାଣିଜ୍ୟ ଓ ପରିବହନରୁ ଆଶାନୁରୂପ ଫଳ ପାଇବେ। ଶିକ୍ଷା, ପରୀକ୍ଷା, ଆଲୋଚନା, ସଭାସମିତି, କଳା, ସାହିତ୍ୟ ଓ କ୍ରୀଡ଼ା କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ପରିଜନଙ୍କ ସହିତ ଭ୍ରମଣ ସୁଯୋଗ ରହିଛି।
କୁମ୍ଭ
କୁମ୍ଭ
ଆଜି ଆନୁଷ୍ଠାନିକ କାର୍ଯ୍ୟ, ବନ୍ଧୁ, ସହକର୍ମୀ, ପଡ଼ୋଶୀଙ୍କ ସାହାଯ୍ୟରୁ ଉପକୃତ ହେବେ। ବୃଥା ସନ୍ଦେହ କାରଣରୁ ପରିବାର ଲୋକଙ୍କ ଭୁଲ୍‍ ଧାରଣକୁ ବଦଳାଇ ପାରିବେ ନାହିଁ। ଖର୍ଚ୍ଚ ବୃଦ୍ଧି କାରଣରୁ ଚିନ୍ତା ପ୍ରକଟ କରିବେ। ପାରିବାରିକ, ବ୍ୟବସାୟିକ, ସାମାଜିକ ଏବଂ ନୂତନ ଯୋଜନାକୁ କାର୍ଯ୍ୟକାରୀ କରାଇନେବାର ସୁଯୋଗ ପାଇବେ।
ମୀନମୀନ

କର୍ମକ୍ଷେତ୍ରରେ ଆନୁଷଙ୍ଗିକ ସମସ୍ତ ପ୍ରକାରର ସାହାଯ୍ୟ ଲାଭ କରି ସହଜରେ କାମ ହାସଲ କରିବେ। ଉତ୍ତରଭାଦ୍ରପଦ ନକ୍ଷତ୍ର ବନ୍ଧୁମାନଙ୍କ ସହାୟତାରେ ପାରିବାରିକ ଅଶାନ୍ତିର ସମାପ୍ତି ଘଟାଇବେ। ଭାଇଙ୍କ ସ୍ବାସ୍ଥ୍ୟ ଓ ସମ୍ପର୍କୀୟଙ୍କ ଅନୁଚିତ ଚିନ୍ତାଧାରା ମନକୁ ବ୍ୟଥିତ କରିପାରେ। ପରିଜନଙ୍କ ସାହାଯ୍ୟ ନେଇ ବାଣିଜ୍ୟ, ପରିବହନ ସାଙ୍ଗକୁ ସମାଜସେବାରୁ ପ୍ରଶଂସିତ ହେବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ:ସୋମବାର , ମାର୍ଚ୍ଚ ୨୩ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ଦ୍ୱାରା ଆହୂତ ଆନୁଷ୍ଠାନିକ କାମରେ ମନୋନିବେଶ କରି ପ୍ରଶଂସିତ ହେବେ। ଆତ୍ମୀୟଙ୍କ ସହିତ ଦର୍ଶନୀୟ ସ୍ଥାନ ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ।…

ରାଶିଫଳ: ରବିବାର, ମାର୍ଚ୍ଚ ୨୨ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ର ଦ୍ୱିଜା ନକ୍ଷତ୍ରରେ ରହିଥିବାରୁ ପାରିବାରିକ ସ୍ଥିରତା, ଲୋକ ସମ୍ପର୍କରେ ଉନ୍ନତି ସାଙ୍ଗକୁ ବନ୍ଧୁମିଳନରୁ ଆନନ୍ଦିତ ରହିବେ। ମନ ଅନୁଯାୟୀ କାମ କରିପାରିବେ। ପ୍ରତ୍ୟେକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୧ ତାରିଖ – Daily Horoscope

ମେଷ ଆଜି ଶ୍ରୀଚନ୍ଦ୍ର ଯୋଗୁ ଦୈହିକ ସୁସ୍ଥତା ପ୍ରଦାନ କରିବା ସହ ବିବାଦରେ ବିଜୟୀ ହେବେ। ଦୃଢ଼ ପଦକ୍ଷେପ ନେଇ ଅସଜଡା ପରିସ୍ଥିତିକୁ ସୁଧାରି ନେବାର ପ୍ରଯତ୍ନ…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୦ ତାରିଖ – Daily Horoscope

ମେଷ ପରିବାର ଖର୍ଚ୍ଚଭାରର ଆଧିକ୍ୟ,ପୁରାତନ ରୋଗର ପୀଡ଼ା ଏବଂ ପୂର୍ବ ଶତ୍ରୁତାରୁ ଚିନ୍ତିତ ରହିବେ। ଦ୍ୱିଜା ନକ୍ଷତ୍ର କର୍ମକ୍ଷେତ୍ରର ପ୍ରତିଟି ସମସ୍ୟାକୁ ସୁଧାରି ନେବାରେ ଅସୁବିଧା ହେବନାହିଁ।…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୧୯ ତାରିଖ – Daily Horoscope

ମେଷ ରାଶ୍ୟାଧିପତିଙ୍କ ଉଚ୍ଚାବସ୍ଥାନ କାରଣରୁ ସ୍ବାସ୍ଥ୍ୟ ଭଲ ରହିବା ସହ ଅଭିଳଷିତ କାର୍ଯ୍ୟ ସମ୍ପନ୍ନ ହେବ। ଅସହିଷ୍ଣୁ ମନୋଭାବରୁ ଟିକିଏ କଥାରେ ବନ୍ଧୁଙ୍କ ସହ କଳହ ଲାଗିପାରେ।…

ରାଶିଫଳ: ବୁଧବାର, ମାର୍ଚ୍ଚ ୧୮ ତାରିଖ – Daily Horoscope

ମେଷ ଆପଣଙ୍କ ଚିନ୍ତାନୁଯାୟୀ ଆଜିର କାମ ବନ୍ଧୁଙ୍କ ସହାୟତାରେ ସହଜରେ ସମ୍ପନ୍ନ ହେବ। କର୍ମକ୍ଷେତ୍ରରେ ପରୋକ୍ଷ ଶତ୍ରୁତା କରୁଥିବା ବ୍ୟକ୍ତିଙ୍କ ଅଭିଯୋଗ ଯୋଗୁ ମାନସିକ ଅସୁସ୍ଥତା ସୃଷ୍ଟି…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୧୭ ତାରିଖ – Daily Horoscope

ମେଷ ଆଜି ଏକାଦଶ ସ୍ଥାନରେ ଚନ୍ଦ୍ର ସମେତ ଚତୁଃଗ୍ରହ ଯୋଗ କାରଣରୁ ପ୍ରତ୍ୟେକ ଦିଗରୁ ଲାଭବାନ୍‍ ହେବେ। ସନ୍ତାନଙ୍କ କୃତି ଓ କୃତିତ୍ୱରୁ ଖୁସିହେବା ସହ ବନ୍ଧୁ…

ରାଶିଫଳ: ସୋମବାର, ମାର୍ଚ୍ଚ ୧୬ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତିରୁ ଯେଉଁ କାମରେ ହାତଦେବେ ସଫଳତା ନିଶ୍ଚିତ। ବିବାଦୀୟ ସ୍ଥିତି ସୁଧୁରିବ ଏବଂ ଦୂରେଇ ଯାଇଥିବା ବନ୍ଧୁ ପାଖେଇ ଆସିବେ। ପରିବାରରେ ମତାନ୍ତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri