Posted inRasifala

ରାଶିଫଳ: ସୋମବାର, ଅପ୍ରେଲ ୨୭ ତାରିଖ – Daily Horoscope

ମେଷ
ବୁଧାଦିତ୍ୟ ଯୋଗ ପ୍ରଭାବରେ ସାମାଜିକ ସ୍ତରରେ ବିଜ୍ଞ ବ୍ୟକ୍ତିମାନେ ଆପଣଙ୍କର ନିସ୍ବାର୍ଥପର କାର୍ଯ୍ୟାବଳୀର ଭୂୟସୀ ପ୍ରସଂସା କରିବେ ା କୈାଣସି ପ୍ରକାରର ପ୍ରତିବନ୍ଧକ ନଥାଇ ଆନୁଷ୍ଠାନିକ କାମ ସୁରୁଖୁରୁରେ ସମାପନ ହେବ ା ଆଜି ଆବଶ୍ୟକତା ଅନୁସାରେ ଅର୍ଥର ଅଭାବ ରହିବ ନାହିଁ ା
ବୃଷ
ବୃଷ
ଶୁକ୍ର ଯୁକ୍ତ ଚନ୍ଦ୍ରଙ୍କ ଯୋଗୁଁ ସ୍ବାସ୍ଥ୍ୟ ଭଲ ରହିଲେ ମଧ୍ୟ ମାନସିକ ସ୍ଥିରତା କେତେକାଂଶରେ ବ୍ୟାହତ ହେବାର ସୂଚନା ରହିଛି ା।ନିକଟ ସମ୍ପର୍କୀୟ ମାନେ ସହାନୁଭୂତି ପ୍ରକାଶ କରିବେ, ଯାହାଫଳରେ କାମ ଅଟକି ରହିବ ନାହିଁ । ଦୁଃଶ୍ଚିନ୍ତା ବୃଦ୍ଧି ପାଇପାରେ । ପ୍ରକାଶନ ତଥା ପ୍ରଶାସନିକ କ୍ଷେତ୍ରରେ କ୍ରମଶଃ ସ୍ଥିରତା ଫେରିପାଇବେ ।
ମିଥୁନ
ମିଥୁନ
ଏକାଦଶରେ ବୁଧ ସହ ରବି ହେତୁ କୈାଣସି ଜରୁରୀ କାମ ସକାଶେ ପ୍ରତିକ୍ଷା କରିଥିବା ବନ୍ଧୁଟିକୁ ପାଇ ଖୁସୀ ହେବେ । ସାଧାରଣ କଥାରେ ଘରୋଇ କଳହକୁ ନେଇ ଅଶାନ୍ତି ଲାଗିରହିବ । ଧ୍ୟୈର୍ଯ୍ୟର ସହ ସମସର ସହ ସମସ୍ୟାର ମୁକାବିଲା କରନ୍ତୁ କିଛି ସମୟ ପରେ ସଫଳତା ମିଳିବ । ଆଜି ଆପଣ ହଇରାଣ ହୋଇପାରନ୍ତି ।
କର୍କଟ
କର୍କଟ
ଆଜିର ଗ୍ରହସ୍ଥିତି ଭଲ ହେତୁ ଯେଉଁ କାମ କରନ୍ତୁନା କାହିଁକି,କୈାଣସି କ୍ଷେତ୍ରରେ ଅସୁବିଧା ରହିବ ନାହିଁ । ଆଲୋଚନା, ପରିବହନ,ଲୋକସମ୍ପର୍କ ,ସଭାସମିତି କ୍ଷେତ୍ରରେ ପ୍ରାଥମିକ ଅବସ୍ଥାରେ ସାମାନ୍ୟ ହଲ୍ଚଲ୍‌ ସୃଷ୍ଟି ହୋଇପାରେ । ପିଲା ମାନଙ୍କ ବିଶୃଙ୍ଖଳିତ ଆଚରଣ ସକାଶେ ଚିନ୍ତିତ ରହିପାରନ୍ତି ।
ସି˚ହ
ସି˚ହ
ଉଚ୍ଚସ୍ଥ ରବି ପ୍ରଭାବରେ ସାଧାରଣ କେତକ ବ୍ୟତିକ୍ରମକୁ ବାଦ୍‌ ଦେଲେ ଦିନଟି ପ୍ରାୟତଃ ଖୁସୀରେ ଅତିବାହିତ ହେବ । ସ୍ବାସ୍ଥ୍ୟ ଭଲ ରହିବ ଏବଂ ପାରିବାରିକ କ୍ଷେତ୍ରରେ ମଧ୍ୟ କୈାଣସି ଅସୁବିଧା ହେବ ନାହିଁ । କୈାଣସି ଲୋକକୁ ସାହାଯ୍ୟ କରିବାକୁ ଯାଇ ନିଜେ ଅସୁବିଧାର ସମ୍ମୁଖୀନ ହେବେ ।
କନ୍ୟା
ପରକଥାରେ ମନ ଦେଇ ନିଜ କାମକୁ ଅବହେଳା କରି ପାରନ୍ତି ,ଫଳତଃ ଘରେ ଉଚ୍ଚବାଚ୍ଚ ଘଟିପାରେ । ନିର୍ମାଣ, ପ୍ରଶାସନ, ମାଲିମକଦ୍ଦମା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରୁ ସୁଫଳ ପାଇବେ । ବିଶିଷ୍ଟବ୍ୟକ୍ତିଙ୍କ ନିକଟତର ହେବାର ସୈାଭାଗ୍ୟପ୍ରାପ୍ତ ହେବ ଯାହାକି ବ୍ୟକ୍ତିଗତ ଭାବରେ ଉପକୃତ ହୋଇପାରିବେ ।
ତୁଳା
ତୁଳା
କର୍ମକ୍ଷେତ୍ର ଓ ପାରିବାରିକ ଜୀବନ ପୂର୍ଣ୍ଣ ଶାନ୍ତିପ୍ରଦ ରହିବ । ପଦସ୍ଥ ବ୍ୟକ୍ତିଙ୍କ ସାହାଯ୍ୟରେ କାମ ହାସଲ କରିବେ । ସଭାସମିତି,ଲେଖାପଢା,ଆଲୋଚନା,ଲୋକସମ୍ପର୍କ,ଆନୁଷ୍ଠାନିକ କାମ, ଯୋଗାଯୋଗ ଉନ୍ନତ ମାନର ଫଳ ପାଇବେ । ଶାରିରୀକ ଶାରୀରିକ ଅସୁସ୍ଥତା ଅନୁଭବ କଲେ ମଧ୍ୟ ଘରକାମ କରିବାକୁବାଧ୍ୟ ହେବେ ।
ବିଛା
ବିଛା
ରାଶିକୁ ଚନ୍ଦ୍ର ଓ ଶୁକ୍ର ଦେଖୁଥିବାରୁ ବିଶେଷ କିଛି ଅସୁବିଧା ନଥିଲେ ମଧ୍ୟ ବିଭିନ୍ନ ପ୍ରକାରର କଥା ଚିନ୍ତାକରି ମନ ଭାରାକ୍ରାନ୍ତ ରହିବ । ପଡୋଶୀଙ୍କ ସହ ବହୁଦିନର ମନାନ୍ତର ବନ୍ଧୁଙ୍କ ହସ୍ତକ୍ଷେପ ଫଳରେ ସମାଧାନ ହୋଇଯିବ । ପାରିବାରିକ ଜୀବନରେ ଉଚିତ୍‌ ବୁଝାମଣା ହେତୁ କୈାଣସି ମତାନ୍ତର କିମ୍ବା ମନାନ୍ତର ହେବନାହିଁ ।
ଧନୁ
ଧନୁ
ଶତ୍ରୁ ଉପଦବ୍ର ସମ୍ପୁର୍ଣ୍ଣ ଭାବେ କମିଯାଇପାରେ,କିନ୍ତୁ ଆଶଙ୍କା ଲାଗି ରହିବ । କୋଣଭାବରେ ବୁଧ ଥିବା ହେତୁ ବ୍ୟବସାୟରେ ଲାଭ ମିଳିବ କିନ୍ତୁ ଟେନ୍ସନ ପୂର୍ଣ୍ଣମାତ୍ରାରେ ରହି ମନକୁ ବ୍ୟତିବ୍ୟସ୍ତ କରାଇପାରେ । ପରିବହନରେ କେତେକ ଆଧୁନିକିକରଣ କରି ପାରନ୍ତି । ନୂତନ ମନଲାଖି ଜିନିଷ କିଣିବା ସକାଶେ ମନ ବଳାଇ ପାରନ୍ତି ।
ମକର
ମକର
ରାଶିରେ ଶନି ସହ ମଙ୍ଗଳ ଓ ବୃହସ୍ପତି ଯୋଗୁଁ କାମରେ ଅସ୍ଥିରତା ସୃଷ୍ଟି ହେଲେ ସୁଧା ଅନ୍ୟାନ୍ୟ କେତେକ ଦୃଷ୍ଟି କୋଣରୁ ମନ୍ଦ ହେବନି । ଅସମର୍ଥିତ ସୂତ୍ରରୁ ଆକସ୍ମିକ ଭାବରେ ଅଶୁଭ ଖବର ପାଇ ବିଚଳିତ ହୋଇ ପାରନ୍ତି । ଶିକ୍ଷା, ଆଲୋଚନା,ଗଠନମୂଳକ କାମ, ଲେଖାପଢା କ୍ଷେତ୍ରରୁ ଶୁଭଫଳ ମିଳିବ ।
କୁମ୍ଭ
କୁମ୍ଭ
ସ୍ବାସ୍ଥ୍ୟାବସ୍ଥା କ୍ରମଶଃ ଭଲ ଦିଗକୁ ଗତି କରିବାରୁ ଆଶ୍ୱସ୍ଥି ଲାଭ କରିବେ । ଉଚ୍ଚସ୍ଥ ମଙ୍ଗଳ ଯୋଗୁଁ ଅଫିସ୍‌ କାଯର୍‌ୟଗୁଡିକ ତ୍ୱରାନ୍ବିତ ହେବ,ଏବଂ ସମସ୍ୟା ଦୂରେଇ ଯିବ । ଗାଡିମୋଟର ସମ୍ପର୍କୀୟ ଦୁଃଶ୍ଚିନ୍ତା ଆସିବ ମାତ୍ର ବିଶେଷ ଅସୁବିଧା ହେବ ନାହିଁ । କତେକାଂଶରେ ଉପକୃତ ହେବେ ନତୁବା କଳହ ଭିତରକୁ ଟାଣି ହୋଇଯିବେ ।
ମୀନମୀନ
ବହସ୍ପତିଙ୍କ ଦୁର୍ବଳତା କାରଣରୁ ଦେହରେ କୈାଣସି ବଡ ଧରଣର ରୋଗ ନଥାଇ ମଧ୍ୟ ଦୁର୍ବଳତା ଅନୁଭବ କରିବେ । ସତ୍‌ସଙ୍ଗ ଓ ଧର୍ମ ,ସାହିତ୍ୟ ଚର୍ଚ୍ଚା ଦିଗକୁ ମନ ବଳାଇବେ । ସାୟାହ୍ନେ ଟେନସନ୍‌ କେତେକାଂଶରେ କମିଯିବ । ଦାମ୍ପତ୍ୟ ଜୀବନରେ ନିଜେ ଜଳି ଅନ୍ୟମାନଙ୍କ ହିତ ସାଧନରେ ନିଜକୁ ସାମିଲ କରିପାରନ୍ତି ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri