Posted inଫୁରସତ

ରାଶି ଅନୁଯାୟୀ ପେଟ୍‌

ଘରେ ଗୃହପାଳିତ ଜୀବ ଥିଲେ ସେମାନଙ୍କ ସହ ସମୟ ବିତେଇବା ଦ୍ୱାରା ଅବସାଦ ଦୂର ହୋଇଥାଏ ବୋଲି ବୈଜ୍ଞାନିକମାନେ ମତ ଦିଅନ୍ତି ।
ତେବେ ରାଶି ଅନୁଯାୟୀ ଗୃହପାଳିତ ଜୀବ ରଖିବା ଦ୍ୱାରା ଏହାର ପ୍ରଭାବ ଆମ ଜୀବନ ଉପରେ ମଧ୍ୟ ପଡିଥାଏ। ଜାଣନ୍ତୁ ସେ ସମ୍ପର୍କରେ…

* ପ୍ରାକୃତିକ ତଥା ସୁନ୍ଦର ବାତାବରଣ ମଧ୍ୟରେ ରହିବାକୁ ପସନ୍ଦ କରୁଥିବା ତୁଳା ରାଶିର ବ୍ୟକ୍ତିମାନେ ପର୍ଶିଆନ୍‌ ବିଲେଇକୁ ପୋଷା ଭାବେ ରଖିବା ଭଲ।

* ସାଧାରଣତଃ ଚଞ୍ଚଳ ସ୍ବଭାବର ହୋଇଥିବା ବିଛା ରାଶି ବ୍ୟକ୍ତିଙ୍କ ଲାଗି ବିଲେଇ ଏକ ଉତ୍ତମ ଗୃହପାଳିତ ଜୀବ।

* ସ୍ବତନ୍ତ୍ରତା, ଆତ୍ମନିର୍ଭରଶୀଳ ତଥା ଆଶାବାଦୀ ସ୍ବଭାବର ଧନୁରାଶିର ବ୍ୟକ୍ତିମାନେ କଇଁଛ କିମ୍ବା ମାଛକୁ ପୋଷା ଜୀବ ଭାବେ ରଖିପାରିବେ।

* ନିଜର ପରିଶ୍ରମ ଲାଗି ପରିଚୟ ଲାଭ କରୁଥିବା ମକର ରାଶି ବ୍ୟକ୍ତିଙ୍କ ଲାଗି କୁକୁର ଏକ ଉତ୍ତମ ଗୃହପାଳିତ ଜୀବ।

* ନିଜ ଜୀବନରେ ଅନ୍ୟମାନଙ୍କ ଦଖଲ ପସନ୍ଦ ନ କରୁଥିବା କୁମ୍ଭ ରାଶିର ବ୍ୟକ୍ତିମାନଙ୍କ ଲାଗି ଲଭବାର୍ଡସ୍‌ ଏକ ଉତ୍ତମ ପୋଷା ଜୀବ।

* ସମ୍ବେଦନଶୀଳ, ଖୋଲା ହୃଦୟ ସ୍ବଭାବର ହୋଇଥିବା ମୀନ ରାଶି ବ୍ୟକ୍ତିଙ୍କ ଲାଗି ମାଛ ବା ଠେକୁଆକୁ ପାଳିବା ଶୁଭପ୍ରଦ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

କେମିତି, କାହିଁକି ହୋଇଥିଲା ମାତା ଗାନ୍ଧାରୀଙ୍କର ଶହେ ପୁତ୍ର, ଜାଣନ୍ତୁ କୌରବଙ୍କ ରହସ୍ୟମୟ କାହାଣୀ…

ଦ୍ୱାପର ଯୁଗରେ, ପାଣ୍ଡବ ଏବଂ କୌରବମାନଙ୍କ ମଧ୍ୟରେ ଏକ ଯୁଦ୍ଧ ହୋଇଥିଲା। ଏହି ଧର୍ମୀୟ ଯୁଦ୍ଧରେ ପାଣ୍ଡବମାନେ ବିଜୟୀ ହୋଇଥିଲେ। ମହାଭାରତରେ ମଧ୍ୟ ଅନେକ କାହାଣୀ...

ଅଜବ ସହର,ଯେଉଁଠି ଚପଲ ପିନ୍ଧି ଗାଡ଼ି ଚଲାଇବା ମନା

ନୂଆଦିଲ୍ଲୀ,୨୭।୧୨: ବିଦେଶ ଭ୍ରମଣର ସ୍ବପ୍ନ ଦେଖିବା ସମୟରେ ଲୋକମାନେ ପ୍ରାୟତଃ ସୁନ୍ଦର ବେଳାଭୂମି, ଐତିହାସିକ ରାସ୍ତା ଏବଂ ଖୋଲା ସ୍ବାଧୀନତା କଥା ଭାବନ୍ତି। କିନ୍ତୁ ଯଦି...

ଆଶ୍ଚର୍ଯ୍ୟ ନୁହେଁ ସତ… ଝିଅ ନୁହେଁ ପୁଅଙ୍କୁ ହାଫ ପ୍ୟାଣ୍ଟ ପିନ୍ଧିବା-ସ୍ମାର୍ଟଫୋନ୍ ରଖିବା ନିଷେଧ

ପଶ୍ଚିମ ଉତ୍ତର ପ୍ରଦେଶର ଖାପ୍ ପଞ୍ଚାୟତ ସବୁବେଳେ ନିଜ ନିଷ୍ପତ୍ତି ପାଇଁ ଶିରୋନାମାରେ ରହିଥାଏ । ସମ୍ପ୍ରତି, ବାଗପତର ବାରୌତରେ ଏକ ଖାପ୍ ପଞ୍ଚାୟତ ବୈଠକରେ...

କ’ଣ ଭାରତରେ ଲିଭ୍‌ ଇନ୍‌ ରିଲେଶନସିପରେ ରହିବା ଅବୈଧ? ନିୟମ ଜାଣିଲେ ତାଜୁବ ହେବେ

ଭାରତୀୟ ସମାଜରେ ବିବାହକୁ ଏକ ପବିତ୍ର ଓ ଏକ ଜରୁରି ଉତ୍ସବ ଭାବେ ପରିଗଣିତ କରାଯାଇଥାଏ । କାରଣ ବିବାହ ପରେ ହିଁ ପୁରୁଷ ଓ...

କାନ୍ଦି କାନ୍ଦି ପୋଲିସ ଷ୍ଟେଶନ ପହଞ୍ଚିଲା ୩ ବର୍ଷର ଶିଶୁ, କହିଲା କେମିତି ହୋମ ଓ୍ବାର୍କ କରିବି ଅଙ୍କଲ…

ରାଜାପୁର,୨୬।୧୨: ମଧ୍ୟପ୍ରଦେଶ ଶୁଜାପୁର ଜିଲାରେ ଏକ ଆକର୍ଷଣୀୟ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଚେରି ନାମକ ଜଣେ ୩ ବର୍ଷୀୟ ସ୍କୁଲ ଛାତ୍ରୀ ତାଙ୍କ ସ୍କୁଲ...

୧୭୦୦ ଟଙ୍କାର ଚପଲ ପାଇଁ ମ୍ୟାନେଜରଙ୍କ ନାଁରେ ଜାମିନବିହୀନ ୱାରେଣ୍ଟ ଜାରି: ପୂରା ଘଟଣା ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ

ଲକ୍ଷ୍ନୌ,୨୬।୧୨: ଉତ୍ତର ପ୍ରଦେଶର ସୀତାପୁର ଜିଲାରେ ଗ୍ରାହକ ଅଧିକାର ସମ୍ପର୍କିତ ଏକ ଅତ୍ୟନ୍ତ ଗମ୍ଭୀର ଏବଂ ଆଶ୍ଚର୍ଯ୍ୟଜନକ ମାମଲା ସାମ୍ନାକୁ ଆସିଛି। କେବଳ ଏକ ଚପଲ...

୩-୩ ପ୍ରେମିକାଙ୍କ ଖର୍ଚ୍ଚ ଉଠାଉଛି… ଫିଜିଓଥେରାପିଷ୍ଟ ଚୋରଙ୍କ କଥା ଶୁଣି ଘୂରିଲା ପୋଲିସ ମୁଣ୍ଡ

ନୂଆଦିଲ୍ଲୀ,୨୫।୧୨: ଉତ୍ତର ପ୍ରଦେଶର ଶାମଲିରେ ଏକ ଅଜବ ଏବଂ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ଏଠାରେ ଏସିପି ସୁମିତ ଶୁକ୍ଳା ଏବଂ ଫିଜିଓଥେରାପିଷ୍ଟ ଚୋରଙ୍କ ମଧ୍ୟରେ ହୋଇଥିବା...

ବାବା ଭେଙ୍ଗାଙ୍କ ବଡ଼ ଭବିଷ୍ୟବାଣୀ, ୨୦୨୬ରେ ମାଲାମାଲ୍‌ ହେବେ ଏହି ୫ ରାଶି

ବାବା ଭେଙ୍ଗା ଅନେକ ଭବିଷ୍ୟବାଣୀ କରିଛନ୍ତି। ନୂଆ ବର୍ଷ ଆରମ୍ଭ ହେବା ପୂର୍ୱରୁ, ଆଗାମୀ ବର୍ଷ ବିଷୟରେ ଅନେକ ଭବିଷ୍ୟବାଣୀ ଭାଇରାଲ ହେଉଛି। ବାବା ଭାଙ୍ଗା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri