Posted inଜାତୀୟ

ରାଷ୍ଟ୍ରପତିଙ୍କ ଅଧିସୂଚନାକୁ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ

ନୂଆଦିଲ୍ଲୀ,୭ା୮(ପି.ଟି. ): ଜମ୍ମୁ-କଶ୍ମୀରକୁ ସ୍ବତନ୍ତ୍ର ରାଜ୍ୟ ପ୍ରଦାନ କରୁଥିବା ସମ୍ବିଧାନର ଅନୁଚ୍ଛେଦ ୩୭୦ ଉଚ୍ଛେଦ ନେଇ ରାଷ୍ଟ୍ରପତିଙ୍କ ଅଧିସୂଚନାକୁ ମଙ୍ଗଳବାର ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କରାଯାଇଛି। ଆଇନଜୀବୀ ଏମ୍‌.ଏଲ୍‌. ଶର୍ମା ଏହି ପଦକ୍ଷେପ ବିରୋଧରେ ସର୍ବୋଚ୍ଚ ଅଦାଲତଙ୍କ ଦ୍ୱାରସ୍ଥ ହୋଇଛନ୍ତି। ରାଷ୍ଟ୍ରପତୀୟ ଅଧିସୂଚନା ବେଆଇନ। ରାଜ୍ୟ ବିଧାନସଭାର ବିନା ସହମତିରେ ଏହା ଜାରି କରାଯାଇଛି ବୋଲି ସେ ଦାଏର କରିଥିବା ଏକ ପିଟିଶନରେ ଉଲ୍ଲେଖ କରିଛନ୍ତି। ଏହାସହ ବୁଧବାର ଏହାର ଶୁଣାଣି ପାଇଁ ତାଲିକାଭୁକ୍ତ କରିବାକୁ ଶର୍ମା ନିବେଦନ କରିଛନ୍ତି। ପ୍ରକାଶ ଯେ, କେନ୍ଦ୍ର ସରକାର ସୋମବାର ଅନୁଚ୍ଛେଦ ୩୭୦ ହଟାଇବା ସହ ଜମ୍ମୁ-କଶ୍ମୀରଠାରୁ ଲଦାଖକୁ ଅଲଗା କରି ଦୁଇଟି କେନ୍ଦ୍ରଶାସିତ ଅଞ୍ଚଳ ପ୍ରତିଷ୍ଠା ପାଇଁ ଉଦ୍ୟମ ଆରମ୍ଭ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଷଣ ଦେଉଥିଲେ ଭାଜପା ଏମ୍‌ପି. ଆକ୍ରମଣ କଲା ମହୁମାଛି: ଆଉ ତା’ପରେ…

ଲକ୍ଷ୍ନୌ,୨୭।୧୨: ଉତ୍ତର ପ୍ରଦେଶର ଦେଓରିଆର ରବିନ୍ଦ୍ର କିଶୋର ଶାହି ଷ୍ଟାଡିୟମରେ ସଂସଦୀୟ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ ହେଉଥିଲା। କ୍ରୀଡା ମହୋତ୍ସବର ଶେଷ ପର୍ଯ୍ୟାୟ ଶେଷ ହୋଇଥିଲା।...

କେନ୍ଦ୍ରର କଣ୍ଟ ଜାନୁଆରୀ ୩୧: ସମ୍ପତ୍ତି ତାଲିକା ଦାଖଲ ନ କଲେ….

ନୂଆଦିଲ୍ଲୀ,୨୭ା୧୨ (ପି.ଟି.):ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍‌) ଅଧିକାରୀମାନେ ଉପଯୁକ୍ତ ସମୟ ମଧ୍ୟରେ ନିଜ ସମ୍ପତ୍ତି ତାଲିକା ଦାଖଲ କରିବେ। ଏଥିରେ ବିଫଳ ହେଲେ ବାବୁମାନଙ୍କ ବିରୋଧରେ...

ନୂଆବର୍ଷରୁ ବଦଳିଯିବ ଏହି ୧୦ନିୟମ, ଜାନୁଆରୀରୁ ବଢିଯିବ ପେଟ୍ରୋଲ-ଗ୍ୟାସ ଦର!

ନୂଆଦିଲ୍ଲୀ,୨୬।୧୨: ନୂଆବଷର୍ର୍ ୨୦୨୬ କେବଳ କ୍ୟାଲେଣ୍ଡରରେ ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ରହିବ ନାହିଁ; ଏହା ସହିତ ଅନେକ ନିୟମ ମଧ୍ୟ ଆଣିବ ଯାହା ସିଧାସଳଖ ଆପଣଙ୍କ...

ଖୁବଶୀଘ୍ର BSNL ବନ୍ଦ କରିଦେବ ଏହି ସର୍ଭିସ, ଲକ୍ଷଲକ୍ଷ ୟୁଜର୍ସଙ୍କ ଉପରେ ପଡିବ ପ୍ରଭାବ

ନୂଆଦିଲ୍ଲୀ,୨୬।୧୨: ଦେଶର ସରକାରୀ ଟେଲିକମ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ (BSNL) ଏହାର 3G ସେବା ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି। ଆଗାମୀ କିଛି...

କେରଳରେ ଇତିହାସ ରଚିଲା ଭାଜପା: ଘଟିଲା ବଡ଼ ରାଜନୈତିକ ପରିବର୍ତ୍ତନ

ଥିରୁଭାନନ୍ତପୁରମ୍‌,୨୬।୧୨: କେରଳରେ ଭାଜପା ଇତିହାସ ସୃଷ୍ଟି କରିଛି। ଶୁକ୍ରବାର ଭାଜପା ନେତା ଭିଭି ରାଜେଶ ତିରୁଭାନନ୍ତପୁରମର ମେୟର ଭାବରେ ଶପଥ ଗ୍ରହଣ କରି ରାଜ୍ୟ ରାଜନୀତିରେ...

ପ୍ରତି ମାସରେ ମହିଳାଙ୍କୁ ମିଳିବ ୧୦୦୦ଟଙ୍କା, ଜାଣନ୍ତୁ କେମିତି କରିବେ ଆବେଦନ

ନୂଆଦିଲ୍ଲୀ,୨୬।୧୨: ଆର୍ଥିକ ଦୃଷ୍ଟିରୁ ଦୁର୍ୱଳ ଏବଂ ବେକାର ମହିଳାମାନଙ୍କୁ ସୁରକ୍ଷିତ ଜୀବନ ପ୍ରଦାନ କରିବା ପାଇଁ, କେରଳ ସରକାର ସ୍ତ୍ରୀ ସୁରକ୍ଷା ଯୋଜନା ଆରମ୍ଭ କରିଛନ୍ତି।...

ଦିଲ୍ଲୀରେ ଭୀଷଣ ହେଉଛି ବାୟୂ ପ୍ରଦୂଷଣ, ଏୟାର୍ ପ୍ୟୁରିଫାୟର୍‌ରେ GST କମାଇବାକୁ ମନାକଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,,୨୬।୧୨: ଦିଲ୍ଲୀ ବାୟୁ ପ୍ରଦୂଷଣରେ ଲୋକେ ହନ୍ତସନ୍ତ ହେଉଛନ୍ତି। ସରକାରଙ୍କ ଅନେକ ପଦକ୍ଷେପ ସତ୍ତ୍ୱେ ଏଥିରେ ସୁଧାର ଆସୁ ନାହିଁ। ଫଳରେ ଲୋକେ କେବଳ ଅତ୍ୟାଧୁନିକ...

କାନ୍ଦି କାନ୍ଦି ପୋଲିସ ଷ୍ଟେଶନ ପହଞ୍ଚିଲା ୩ ବର୍ଷର ଶିଶୁ, କହିଲା କେମିତି ହୋମ ଓ୍ବାର୍କ କରିବି ଅଙ୍କଲ…

ରାଜାପୁର,୨୬।୧୨: ମଧ୍ୟପ୍ରଦେଶ ଶୁଜାପୁର ଜିଲାରେ ଏକ ଆକର୍ଷଣୀୟ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଚେରି ନାମକ ଜଣେ ୩ ବର୍ଷୀୟ ସ୍କୁଲ ଛାତ୍ରୀ ତାଙ୍କ ସ୍କୁଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri