Posted inଜାତୀୟ

ରାଷ୍ଟ୍ରପତିଙ୍କ ଅଧିସୂଚନାକୁ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ

ନୂଆଦିଲ୍ଲୀ,୭ା୮(ପି.ଟି. ): ଜମ୍ମୁ-କଶ୍ମୀରକୁ ସ୍ବତନ୍ତ୍ର ରାଜ୍ୟ ପ୍ରଦାନ କରୁଥିବା ସମ୍ବିଧାନର ଅନୁଚ୍ଛେଦ ୩୭୦ ଉଚ୍ଛେଦ ନେଇ ରାଷ୍ଟ୍ରପତିଙ୍କ ଅଧିସୂଚନାକୁ ମଙ୍ଗଳବାର ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କରାଯାଇଛି। ଆଇନଜୀବୀ ଏମ୍‌.ଏଲ୍‌. ଶର୍ମା ଏହି ପଦକ୍ଷେପ ବିରୋଧରେ ସର୍ବୋଚ୍ଚ ଅଦାଲତଙ୍କ ଦ୍ୱାରସ୍ଥ ହୋଇଛନ୍ତି। ରାଷ୍ଟ୍ରପତୀୟ ଅଧିସୂଚନା ବେଆଇନ। ରାଜ୍ୟ ବିଧାନସଭାର ବିନା ସହମତିରେ ଏହା ଜାରି କରାଯାଇଛି ବୋଲି ସେ ଦାଏର କରିଥିବା ଏକ ପିଟିଶନରେ ଉଲ୍ଲେଖ କରିଛନ୍ତି। ଏହାସହ ବୁଧବାର ଏହାର ଶୁଣାଣି ପାଇଁ ତାଲିକାଭୁକ୍ତ କରିବାକୁ ଶର୍ମା ନିବେଦନ କରିଛନ୍ତି। ପ୍ରକାଶ ଯେ, କେନ୍ଦ୍ର ସରକାର ସୋମବାର ଅନୁଚ୍ଛେଦ ୩୭୦ ହଟାଇବା ସହ ଜମ୍ମୁ-କଶ୍ମୀରଠାରୁ ଲଦାଖକୁ ଅଲଗା କରି ଦୁଇଟି କେନ୍ଦ୍ରଶାସିତ ଅଞ୍ଚଳ ପ୍ରତିଷ୍ଠା ପାଇଁ ଉଦ୍ୟମ ଆରମ୍ଭ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

UPI Charges: ୟୁପିଆଇକୁ ନେଇ ବଡ଼ କଥା କହିଲେ ଅର୍ଥମନ୍ତ୍ରୀ ସୀତାରାମଣ

ନୂଆଦିଲ୍ଲୀ,୨୨।୯: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମଣ UPI ପାଇଁ ଲାଗୁ ହେବାକୁ ଥିବା ନୂତନ ‘ମର୍ଚ୍ଚାଣ୍ଟ ଡିସକାଉଣ୍ଟ ରେଟ’ (MDR) ସମ୍ବନ୍ଧୀୟ ସ୍ଥିତିକୁ ସ୍ପଷ୍ଟ କରିଛନ୍ତି। ସେ…

ONGCର ବଡ଼ ସଫଳତା, ଓଡ଼ିଶା ଉପକୂଳରେ ଗ୍ୟାସ୍‌ର ସନ୍ଧାନ

ନୂଆଦିଲ୍ଲୀ,୨୨।୯: ଓଡ଼ିଶା ଉପକୂଳରେ କୋଣାର୍କଠାରୁ ପ୍ରାୟ ୪୩ କି.ମି. ଦୂରରେ ଭାରତୀୟ ରାଷ୍ଟ୍ରାୟତ୍ତ କମ୍ପାନୀ ଅଏଲ୍‌ ଆଣ୍ଡ୍‌ ନ୍ୟାଚୁରାଲ ଗ୍ୟାସ୍‌ କର୍ପୋରେଶନ ଲିଃ (ଓଏନ୍‌ଜିସି) ଗ୍ୟାସ୍‌ର ସନ୍ଧାନ…

ବିଶିଷ୍ଟ ଅଭିନେତ୍ରୀ ମିଠୁ ମୁଖାର୍ଜୀଙ୍କ ଦେହାନ୍ତ

ମୁମ୍ବାଇ, ୨୨।୯: ୧୯୭୦ ଓ ୧୯୮୦ ଦଶକର ବଙ୍ଗଳା ଏବଂ ହିନ୍ଦୀ ସିନେମାକୁ ନିଜର ଦୀପ୍ତିମୟ ଅଭିନୟରେ ସମୃଦ୍ଧ କରିଥିବା ବିଶିଷ୍ଟ ଅଭିନେତ୍ରୀ ମିଠୁ ମୁଖାର୍ଜୀ ଆଉ…

ବିହାର ଅସଦାଚରଣ ମାମଲା: ୩ ଗିରଫ

ପାଟନା, ୨୨।୯: ବିହାରର ଜାମୁଇ ଜିଲାରେ ୧୦ମ ଶ୍ରେଣୀର ୨ଜଣ ଛାତ୍ରୀଛାତ୍ରଙ୍କୁ ଅସଦାଚରଣ ଏବଂ ମାଡ଼ ମାରିବା ଘଟଣାରେ ପୋଲିସ ୩ ଜଣ ନାବାଳକଙ୍କୁ ଗିରଫ କରିଛି।…

ଦିଲ୍ଲୀ ଲଜ୍ଜା: ମନ୍ଦିର ନିକଟରେ ନାବାଳିକାଙ୍କୁ ଗଣବଳାତ୍କାର; ପୋଲିସ କର୍ମଚାରୀ ସାଜି ଆସିଥିଲେ ଅଭିଯୁକ୍ତ

ନୂଆଦିଲ୍ଲୀ,୨୨।୯: ଦିଲ୍ଲୀର କାଲକାଜୀ ମନ୍ଦିର ନିକଟରେ ଜଣେ ୧୭ ବର୍ଷୀୟା ଯୁବତୀଙ୍କ ସହ ଗଣ-ବଳାତ୍କାରର ଏକ ଜଘନ୍ୟ ଘଟଣା ଘଟିଛି। ଏହି ଘଟଣାରେ ସମ୍ପୃକ୍ତ ତିନିଜଣ ଅଭିଯୁକ୍ତଙ୍କ…

ବୈଜ୍ଞାନିକଙ୍କ ବଡ଼ ଆବିଷ୍କାର, ଦୁଇ ସ୍ୱାଧୀନ ଅଙ୍ଗ ଭାବେ ବିକଶିତ ହୋଇଛି ମଣିଷର ମସ୍ତିଷ୍କ!

ନୂଆଦିଲ୍ଲୀ,୨୨।୯(ପି.ଟି.): ମନୁଷ୍ୟ ମସ୍ତିଷ୍କକୁ ସାଧାରଣତଃ ଏକ ଏକକ ଅଙ୍ଗ ବୋଲି ବିବେଚନା କରାଯାଉଥିବା ବେଳେ ଏହା ଲକ୍ଷ ଲକ୍ଷ ବର୍ଷ ମଧ୍ୟରେ ଦୁଇଟି ସ୍ବାଧୀନ ଅଙ୍ଗ ଭାବରେ…

ମମତାଙ୍କ ଟିଏମ୍‌ସିର ନୂଆ ଲୋଗୋ ଉନ୍ମୋଚିତ

କୋଲକାତା, ୨୨।୯: ନିର୍ବାଚନ ଆୟୋଗଙ୍କ ଦ୍ୱାରା ପୁରୁଣା ନାମ ଏବଂ ଘାସ-ଫୁଲ ପ୍ରତୀକ ଜବତ ହେବା ପରେ ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ ଟିଏମ୍‌ସି ଗୋଷ୍ଠୀ ଏହାର ନୂତନ…

ଦୀପାବଳି ପୂର୍ବରୁ ମାଲାମାଲ ହେବେ ଚାଷୀ! ଆସିବାକୁ ଯାଉଛି…

ନୂଆଦିଲ୍ଲୀ, ୨୧।୯: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (PM-KISAN) ଯୋଜନାର ୨୪ତମ କିସ୍ତିକୁ ଦେଶର କୋଟି କୋଟି ଚାଷୀ ଅପେକ୍ଷା କରିଛନ୍ତି। ଏହି ଯୋଜନାର ୨୩ତମ କିସ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?