ରାଷ୍ଟ୍ରପତି ନିର୍ବାଚନରେ ବିଜୟଲାଭ କଲେ ଅଶରଫ

କାବୁଲ,୨୨।୧୨: ନିକଟରେ ଆଫଗାନିସ୍ତାନର ରାଷ୍ଟ୍ରପତି ନିର୍ବାଚନ ଅନୁଷ୍ଠିତ ହୋଇଥିବା ବେଳେ ଏବେ ଏହାର ଫଳାଫଳ ସାମ୍ନାକୁ ଆସିଛି। ଏଥିରେ ପୁଣିଥରେ ରାଷ୍ଟ୍ରପତି ଆସନ କବ୍‌ଜା କରିଛନ୍ତି ଅଶରଫ ଗନି। ସେ ସର୍ବାଧିକ ୯୨୩,୮୬୮ ବା ୫୦.୬୪ ପ୍ରତିଶତ ଭୋଟ ପାଇଛନ୍ତି।

Share