ରାଷ୍ଟ୍ରପତି ହେବାପରେ ପ୍ରଥମ ବିଦେଶ ଗସ୍ତରେ ଭାରତ ଆସିବେ ଗୋଟବାୟା ରାଜପାକ୍‌ସେ

କଲମ୍ବୋ,୨୦।୧୧: ଶ୍ରୀଲଙ୍କାର ନୂଆ ରାଷ୍ଟ୍ରପତି ଗୋଟବାୟା ରାଜପାକ୍‌ସେ ତାଙ୍କର ପ୍ରଥମ ବିଦେଶ ଗସ୍ତରେ ଭାରତକୁ ଆସିବେ ବୋଲି ଜଣାପଡିଛି। ଭାରତର ବର୍ହିିର୍ବ୍ୟାପାର ମନ୍ତ୍ରୀ ଏସ. ଜୟଶଙ୍କର ଶ୍ରୀଲଙ୍କା ଗସ୍ତ ସମୟରେ ଏଭଳି ନିଷ୍ପତି ନିଆଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଥମେ ରାଜପାକ୍‌ସେ ଭାରତ ଗସ୍ତରେ ଆସନ୍ତୁ ନିମନ୍ତ୍ରଣ କରିଥିଲେ। ଯାହାକୁ ମାନିନେଇଛନ୍ତି ଶ୍ରୀଲଙ୍କା ରାଷ୍ଟ୍ରପତି। ଆସନ୍ତା ୨୯ ତାରିଖରେ ସେ ଭାରତ ଆସିବେ ବୋଲି ସହମତି ପ୍ରକାଶ କରିଛନ୍ତି। ଏ ସମ୍ପର୍କରେ ଏସ. ଜୟଶଙ୍କର ଟୁଇଟ ଯୋଗେ ସୂଚନା ଦେଇଛନ୍ତି। ଏସଏଲପିପିର ରାଜପାକ୍ସେ ଶ୍ରୀଲଙ୍କ ରାଷ୍ଟ୍ରପତି ଭାବେ ନିକଟରେ ଶପଥ ନେବା କ୍ଷଣି ଭାରତର ବର୍ହିିର୍ବ୍ୟାପାର ମନ୍ତ୍ରୀ ଏସ ଜୟଶଙ୍କର ତାଙ୍କୁ ସାକ୍ଷାତ କରିବା ପାଇଁ ଶ୍ରୀଲଙ୍କା ଗସ୍ତ କରିଥିଲେ। ସେଠାରେ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାର୍ତ୍ତା ରାଜପାକ୍ସେଙ୍କ ପାଖରେ ପହଞ୍ଚାଇଥିଲେ। ମୋଦି ତାଙ୍କୁ ଭାରତ ନିମନ୍ତ୍ରଣ କରିଥିବା କଥା ରାଜପାକ୍ସେ ଶୁଣିବା ପରେ ତୁରନ୍ତ ହଁ ଭରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶାରୀରିକ ସମ୍ପର୍କ ନ ରଖିଲେ ମାରିଦେବି ସ୍ବାମୀକୁ, ଧମକ ଦେଇ ବିବାହିତା ମହିଳାଙ୍କୁ…

ଦେବଗଡ, ୨୯।୭ (ଶଶାଙ୍କ ଶେଖର ଝାଙ୍କର): ବିଭିନ୍ନ ଧମକ ଚମକ ଦେଇ ଜନୈକା ବିବାହିତା ମହିଳାଙ୍କୁ ବଳାତ୍କାର ଅଭିଯୋଗରେ ଦେବଗଡ ପୋଲିସ ଅଭିଯୁକ୍ତକୁ ଗିରଫ କରି କୋର୍ଟଚାଲାଣ…

ସାର-ବିହନ ବିକ୍ରି ଅନିୟମିତତା: ୯ ଡିଲରଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୨୯।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ ଚାଷକାର୍ଯ୍ୟ ଚାଲିଛି। ତେବେ ଚାଷ କାର୍ଯ୍ୟ ଆରମ୍ଭରୁ ସାର, ବିହନ ବିକ୍ରିରେ କଳାବଜାର ସମେତ ବିଭିନ୍ନ ଅନିୟମିତତା ଚାଷୀମାନଙ୍କୁ ଚିନ୍ତାରେ…

ପ୍ରକାଶ ପାଇଲା ସମ୍ବଲପୁର, ପୁରୀ ମେୟର ପଦର ସଂରକ୍ଷଣ ଚିଠା

ଭୁବନେଶ୍ୱର,୨୯ା୭(ସୁନିତ୍‌ ମିଶ୍ର): ରାଜ୍ୟ ସରକାରଙ୍କ ପକ୍ଷରୁ ପଞ୍ଚାୟତ ଓ ପୌର ନିର୍ବାଚନ ପ୍ରକ୍ରିୟା ତ୍ୱରାନ୍ବିତ କରାଯାଇଛି। ଏନେଇ ନିକଟରେ ରାଜ୍ୟ ନିର୍ବାଚନ ଆୟୋଗଙ୍କ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ବୈଠକ…

ଧର୍ମେନ୍ଦ୍ରଙ୍କୁ ସ୍ବାଗତ କଲେ ଭାଜପାର ଏସବୁ ନେତା: ବିରୋଧୀ କହିଲେ ବରାଦିଆ

ଭୁବନେଶ୍ୱର,୨୯।୭ (ସୁନିତ୍‌ ମିଶ୍ର):ଏନ୍‌ଇଇଟି ପ୍ରଶ୍ନପତ୍ର ଲିକ୍‌ ଘଟଣାରେ କକ୍‌ରୋଚ୍‌ ଜନତା ପାର୍ଟି(ସିଜେପି)ର ପ୍ରବଳ ବିରୋଧ ପରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିବା ସମ୍ବଲପୁର ଏମ୍‌ପି ଧର୍ମେନ୍ଦ୍ର…

ଇଣ୍ଡିଆନ ଆଇଡଲ ବିଜେତା ଜ୍ୟୋତିର୍ମୟୀଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ: ଦେଲେ ଏତିକି ଟଙ୍କା ପୁରସ୍କାର ରାଶ

ଭୁବନେଶ୍ୱର, ୨୯ା୭ (ବନ୍ଦନା ସେଠୀ): ଇଣ୍ଡିଆନ ଆଇଡଲ ସିଜିନ-୧୬ର ବିଜେତା ଓଡ଼ିଆ ଝିଅ ଜ୍ୟୋତିର୍ମୟୀ ନାୟକଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ତାଙ୍କ ସରକାରୀ ବାସଭବନରେ…

କୁତ୍ରିମ ସୂର୍ଯ୍ୟ ନିର୍ମାଣ ପାଇଁ ଚାଇନା ହେଉଛି ସଜବାଜ: ବିଶ୍ୱର ସର୍ବବୃହତ୍‌ ଚୁମ୍ବକ ପ୍ରସ୍ତୁତି ଶେଷ

ବେଜିଂ,୨୯ା୭:ଚାଇନା ଏହାର ‘କୃତ୍ରିମ ସୂର୍ଯ୍ୟ’ ନିର୍ମାଣ କାର୍ଯ୍ୟକ୍ରମ ପାଇଁ ବିଶ୍ୱର ସର୍ବବୃହତ୍‌ ସୁପରକଣ୍ଡକ୍ଟିଂ ଫ୍ୟୁଜନ୍‌ ଚୁମ୍ବକ ତିଆରି ଓ ପରୀକ୍ଷା ଶେଷ କରିଛି। ଆଣବିକ ଫ୍ୟୁଜନ୍‌ ଜରିଆରେ…

ସ୍କୁଲ ମଧ୍ୟାହ୍ନଭୋଜନରେ ମଲା ଅସରପା, ଝିଟିପିଟି

ମହାକାଳପଡ଼ା, ୨୯ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବଉଳକଣି ପଞ୍ଚାୟତ ବଡ଼ତୋଟା ଛପାଲି ଅମ୍ବିକା ସୁନ୍ଦରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ମଧ୍ୟାହ୍ନଭୋଜନରେ ମଲା ଅସରପା…

ପାର୍କିଂ ଶୁଳ୍କକୁ ନେଇ ଗୋଷ୍ଠୀ ସଂଘର୍ଷ, ପଇସା ମାଗିବାରୁ ୩ ଯୁବକ…

ଛତ୍ରପୁର, ୨୮।୭ (ଦିଲ୍ଲୀପ ସାମଲ/ ଦ୍ୱାରକା ପଟ୍ଟନାୟକ) : ସ୍ଥାନୀୟ ତାମ୍ପରା ବୋଟିଂ କ୍ଲବ ନିକଟ ପାର୍କିଂରେ ପଇସାକୁ କେନ୍ଦ୍ର କରି ଯୁବକଙ୍କ ଭିତରେ ବଚ୍‌ସାରୁ ଗଣ୍ଡଗୋଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri