ରାଷ୍ଟ୍ରାୟତ୍ତ ବ୍ୟାଙ୍କ କର୍ମଚାରୀଙ୍କ ବନ୍ଦ ଡାକରା: କୋରାପୁଟରେ ସମସ୍ତ ବ୍ୟାଙ୍କ ବନ୍ଦ

ଜୟପୁର,୩୧।୧(ଡି.ଏନ୍‌.ଏ.): କୋରାପୁଟ ଜିଲା ଜୟପୁରଠାରେ ରାଷ୍ଟ୍ରାୟତ୍ତ ବ୍ୟାଙ୍କ ମିଳିତ କର୍ମଚାରୀ ଏବଂ ଅଧିକାରୀ ସଂଘ ପକ୍ଷରୁ ବିଭିନ୍ନ ଦାବି ନେଇ ଶୁକ୍ରବାର କାର୍ଯ୍ୟ ବନ୍ଦ ଆନ୍ଦୋଳନ କରାଯାଇଛି । ଏହି ଅବସରରେ ଅନ୍ୟାନ୍ୟ ଘରୋଇ ବ୍ୟାଙ୍କକୁ ଆନ୍ଦୋଳନକାରୀ ବନ୍ଦ କରିଛନ୍ତି । ଫଳରେ ବ୍ୟାଙ୍କର ସମସ୍ତ କାର୍ଯ୍ୟ ବନ୍ଦ ରହିଛି। ଏ ନେଇ ସାଧାରଣ ଲୋକ ହନ୍ତସନ୍ତ ହେଉଥିବାବେଳେ ଏହି ଆନ୍ଦୋଳନ ଆସନ୍ତା ଶନିବାର ମଧ୍ୟ ଜାରି ରହିବ ।


Enter your email to get our daily news in your inbox.

All Right Reserved By Dharitri.Com

ରେଭେନ୍ସା ବିଶ୍ବବିଦ୍ୟାଳୟ ବିବାଦ; ସମୂହ ଛୁଟିରେ ଗଲେ ଅଧ୍ୟାପକ

କଟକ,୨୮।୮(ପ୍ରଭୁକଲ୍ୟାଣ ପାଲ): ସମୁହ ଛୁଟିରେ ଗଲେ ରେଭେନ୍ସା ଅଧ୍ୟାପିକା ଓ ଅଧ୍ୟାପକ । ଏହାସହ କୁଳପତିଙ୍କ କାର୍ଯ୍ୟାଳୟ ସାମ୍ନାରେ ଧାରଣାରେ ବସିଛନ୍ତି । ରେଭେନ୍ସା ୟୁନିଭରସିଟି ଟିଚର୍ସ…

କ’ଣ ରାକ୍ଷୀରେ ଭାଇଙ୍କ ଠାରୁ ମିଳୁଥିବା ଟଙ୍କାରୁ ସରକାର ନିଅନ୍ତି ଟ୍ୟାକ୍ସ? ଜାଣନ୍ତୁ କେତେ ଟଙ୍କା ନେଲେ…

ନୂଆଦିଲ୍ଲୀ,୨୮।୮: ରକ୍ଷାବନ୍ଧନ ପର୍ୱ ଭାଇ-ଭଉଣୀଙ୍କ ପବିତ୍ର ସ୍ନେହ ଓ ପ୍ରେମର ପ୍ରତୀକ। ଏହି ଦିନ ଭଉଣୀମାନେ ଭାଇଙ୍କ ହାତରେ ରାଖି ବାନ୍ଧିଥାନ୍ତି ଏବଂ ବଦଳରେ ଭାଇ ସେମାନଙ୍କୁ…

ଥରିଲା ଚାଇନା: ଭୟରେ ଲୋକେ ଦୌଡ଼ିଲେ

ବେଜିଂ,୨୮।୭: ଦକ୍ଷିଣ-ପଶ୍ଚିମ ଚାଇନାର ସିଚୁଆନ ପ୍ରଦେଶରେ ପ୍ରବଳ ଭୂକମ୍ପ ଅନୁଭୂତ ହୋଇଛି। ଚାଇନା ଭୂକମ୍ପ ନେଟୱାର୍କସ ସେଣ୍ଟର (CENC) ଅନୁଯାୟୀ, ଲଙ୍ଗଚାଙ୍ଗ ସହରରେ ୫.୧ ତୀବ୍ରତାର ଭୂକମ୍ପ…

ଖାତାକୁ ଗଲା ସୁଭଦ୍ରା ଟଙ୍କା, ତୁରନ୍ତ ଚେକ୍‌ କରନ୍ତୁ ଆକାଉଣ୍ଟ

ନୟାଗଡ଼,୨୮ା୮(ଲୋକନାଥ ମିଶ୍ର): ନୟାଗଡ଼ ଜିଲାର ଲାଠିପଡ଼ାରେ ଶୁକ୍ରବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପହଞ୍ଚି ଗହ୍ମାପୂର୍ଣ୍ଣିମା ଅବସରରେ ୫ମ କିସ୍ତି ସୁଭଦ୍ରା ଅନୁଦାନ ପ୍ରଦାନ କରିଛନ୍ତି। ଆଜିର…

ମୋହନ ଭାଗବତଙ୍କ ଭିଜା ରଦ୍ଦ ପାଇଁ ୟୁଏସ୍‌ସିଆଇଆର୍‌ଏଫ୍‌ର ଦାବି

ଓ୍ବାଶିଂଟନ,୨୮।୮(ପି.ଟି.): ନ୍ୟୁୟର୍କକୁ ୩ ଦିନିଆ ଗସ୍ତରେ ଯାଇଥିବା ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌) ମୁଖ୍ୟ ମୋହନ ଭାଗବତଙ୍କ ଭିଜା ରଦ୍ଦ କରିବାକୁ ଆମେରିକାର ଅନ୍ତର୍ଜାତୀୟ ଧର୍ମୀୟ ସ୍ବାଧୀନତା…

ଆଖଡ଼ାଶାଳୀ ସ୍ଲୁଇସ୍‌ କ୍ରୀକ୍‌ ୬ ପଞ୍ଚାୟତର ଚାଷୀଙ୍କ ଭାତହାଣ୍ଡି, ବିଧାୟକ କହିଲେ ଏଠାରେ ଖୁବ୍‌ଶୀଘ୍ର ହେବ…

ମହାକାଳପଡ଼ା,୨୮ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ମଙ୍ଗଳପୁର ପଞ୍ଚାୟତ ବନ୍ଧପଡ଼ା ଗ୍ରାମ ଲକ୍ଷ୍ମୀ ନାରାୟଣ ମନ୍ଦିର ପରିସରରେ ଗୁରୁବାର ବଳଦେବଜୀଉଙ୍କ ଜନ୍ମଦିବସ ଅବସରରେ ଚଷା…

ସେପ୍ଟେମ୍ବର ୧ରୁ ଲାଗୁ ହେବ ନୂଆ ନିୟମ: ଗ୍ରାହକଙ୍କ ସୁବିଧା ପାଇଁ …

ଚେନ୍ନାଇ,୨୮।୮: ତାମିଲନାଡୁରେ ମଦର ଖୁଚୁରା ବିକ୍ରି ଉପରେ ସରକାରୀ ଏକାଧିକାର ରଖୁଥିବା ସଂସ୍ଥା TASMAC ପକ୍ଷରୁ ଏକ ବଡ଼ ଘୋଷଣା କରାଯାଇଛି। ଆସନ୍ତା ସେପ୍ଟେମ୍ବର ୧ ତାରିଖରୁ…

ଗ୍ରହଙ୍କ ବଡ଼ ସଂଯୋଗ: ଏହି ୫ ରାଶିଙ୍କୁ ମିଳିବ ଧନଠାରୁ କ୍ୟାରିୟର ପର୍ଯ୍ୟନ୍ତ ଲାଭ

୨୮ ଅଗଷ୍ଟ ୨୦୨୬ ଦିନଟି ପଞ୍ଜିକା ଓ ଜ୍ୟୋତିଷ ଦୃଷ୍ଟିରୁ ବେଶ ଖାସ ବୋଲି କୁହାଯାଉଛି। ଏହି ଦିନ ଶ୍ରାବଣ ମାସ ଶୁକ୍ଳ ପକ୍ଷର ପୂର୍ଣ୍ଣିମା ତିଥି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri