ରାଷ୍ଟ୍ରୀୟ ସଙ୍ଗିତ ଗାନ କରିବା ସମୟରେ ଦକ୍ଷିଣ ସୁଦାନ ରାଷ୍ଟ୍ରପତିଙ୍କ ପ୍ୟାଣ୍ଟ ହୋଇଗଲା ଓଦା!

ଯୁବା,୭ ।୧: ଦକ୍ଷିଣ ସୁଦାନର ରାଷ୍ଟ୍ରପତି ସଲଭା କିର ମୟାର୍ଡିଂଟଙ୍କର ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି । ଏବେ ଏହି ଭିଡିଓକୁ ନେଇ ଖବରଦାତା ଓ ସରକାରଙ୍କ ମଧ୍ୟରେ ଜବରଦସ୍ତ ଟଣାଭିଡା ହେଉଛି । କେବଳ ସେତିକି ନୁହେଁ ରାଷ୍ଟ୍ରପତିଙ୍କ ଏହି ଭିଡିଓକୁ ନେଇ ଦକ୍ଷିଣ ସୁଦାନର ୬ ଖବରଦାତାଙ୍କୁ ଅଟକ ରଖାଯାଇଛି । ଖବରଦାତାଙ୍କ ସୁରକ୍ଷା ପାଇଁ ସମିତି(ସିପିଜେ)ପ୍ରେସ ସ୍ୱତନ୍ତ୍ରତା ୱାଚଡଗ ଅନୁଯାୟୀ, ଏହି ଅନଧିକୃତ ଭିଡିଓ ଫୁଟେଜକୁ ଜାରି କରିବା ସନ୍ଦେହ କରିଖବରଦାତାଙ୍କୁ ଅଟକ ରଖାଯାଇଛି ।
ସୂଚନାଯୋଗ୍ୟ, ରାଷ୍ଟ୍ରପତିଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଶେୟାର କରାଯାଉଛି । ଯେଉଁଥିରେ ତାଙ୍କ ପ୍ୟାଣ୍ଟ ଓଦା ହୋଇଯାଇଥିବା ଦେଖାଦେଇଛି । ଏକ ପବ୍ଲିକ ପ୍ରୋଗ୍ରାମ ସମୟରେ ରାଷ୍ଟ୍ରପତିଙ୍କୁ ଏହି ଅବସ୍ଥାରେ ଦେଖିବାକୁ ମିଳିଛି । କୁହାଯାଉଛି କି ସମ୍ଭବତଃ ସେ ପ୍ୟାଣ୍ଟରେ ପରିସ୍ରା କରି ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଡୋନାଲ୍ଡ ଟ୍ରମ୍ପଙ୍କୁ ଶକ୍ତ ଝଟ୍‌କା: ଟାରିଫ୍‌କୁ ବେଆଇନ୍‌ କହିଲେ ଆମେରିକା ସୁପ୍ରିମକୋର୍ଟ, ଏବେ…

ଓ୍ବାଶିଂଟନ,୨୦।୨: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଆମେରିକା ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ଶୁକ୍ରବାର କୋର୍ଟ ଟ୍ରମ୍ପଙ୍କ ଦ୍ୱାରା ଲାଗୁ କରାଯାଇଥିବା ବ୍ୟାପକ ‘ଟାରିଫ’ (Tariff) ବା ଆମଦାନୀ…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

କିଡ୍‌ନୀ, ହାର୍ଟ ଦାନକରି ଅମର ହେଲେ ଶୁଭମ୍‌

ବଞ୍ଚୋ/ବଉଳା/ଛେନାପଦି,୨୦ା୨(ପ୍ରଦୋଷ କୁମାର ବିଶ୍ୱାଳ/ଦୁର୍ଗା ପ୍ରସାଦ ଆୟଚ/ ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଜମ୍ଭିରା ଗ୍ରାମର ଉପେନ୍ଦ୍ର ଆୟଚଙ୍କ ପୁତ୍ର ଶୁଭମ୍‌ ଆୟଚ(୧୨) ଦୁର୍ଘଟଣାରେ ମୃତ୍ୟୁ…

୨୧୮ ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା

ଦିଗପହଣ୍ଡି/ପାଟପୁର,୨୦ା୨(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସମଗ୍ର ଶିକ୍ଷା ଅଭିଯାନ ଓ ଜିଲା ଦୃଷ୍ଟି ବାଧିତ ନିୟନ୍ତ୍ରଣ କାର୍ଯ୍ୟାଳୟ ଆନୁକୂଲ୍ୟରେ ରାଜ୍ୟ ସରକାରଙ୍କ ସୁରେନ୍ଦ୍ର ସାଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri