ରାସ୍ତାକଡ ଡ୍ରେନ୍‌ରୁ ଷଣ୍ଢ ଉଦ୍ଧାର

ଦିଗପହଣ୍ଡି,୧୭ା୭(ଡି.ଏନ.ଏ.)- ଦିଗପହଣ୍ଡି ଏନଏସି ୧ନଂ. ୱାର୍ଡ ନୀଳକଣ୍ଠ ନଗର ପ୍ରଥମ ଲେନରେ ନବନିର୍ମିତ ଡ୍ରେନ୍‌କୁ ବୁଧବାର ସକାଳେ ଏକ ଷଣ୍ଢ ଖସିପଡିଥିଲା। ଏନେଇ ସ୍ଥାନୀୟ ଲୋକେ ଅଗ୍ନିଶମ ବାହିନୀକୁ ଫୋନ କରି ଜଣାଇଥିଲେ। ଅଗ୍ନିଶମ ବାହୀନି ପହଞ୍ଚତ୍ ଷଣ୍ଢଟିକୁ ଉଦ୍ଧାର କରିଛି। ଡ୍ରେନ୍‌ ଉପରେ ରାସ୍ତା ପାଣି ଯିବାପାଇଁ ଗୋଟିଏ ସ୍ଲାବ ଛଡା ଯାଇଥିବାବେଳେ ମଙ୍ଗଳବାର ବିଳମ୍ବିତ ରାତିରେ ଷଣ୍ଢଟି ଉକ୍ତ ଗର୍ତ୍ତ ମଧ୍ୟକୁ ଖସି ପଡିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଇରାନର ତୈଳ ଜାହାଜ ଉପରେ ଆମେରିକାର ବଡ଼ ଆକ୍ରମଣ

ଓ୍ବାଶିଂଟନ,୫ା୯: ଇରାନର ଇସ୍‌ଲାମିକ ରିଭଲ୍ୟୁଶନାରି ଗାର୍ଡ କର୍‌ (ଆଇଆର୍‌ଜିସି) ଆମେରିକା ନୌସେନାର ୨ ଯୁଦ୍ଧଜାହାଜକୁ ଟାର୍ଗେଟ କରି କ୍ଷେପଣାସ୍ତ୍ର ଛାଡ଼ିବା ପରେ ଆମେରିକା ସେନା ଅଶୋଧିତ ତୈଳ…

ଭୂସ୍ଖଳନ ଘଟି ଚାମେଲିଆ ନଦୀ ଗତିପଥ ଅବରୋଧ, କାଳୀ ନଦୀରେ ବଡ଼ ବନ୍ୟା ଆଶଙ୍କା

ଡେରାଡୁନ୍‌,୫ା୯: ଏକ ବଡ଼ ଧରଣର ଭୂସ୍ଖଳନ ଯୋଗୁ ନେପାଳର ଚାମେଲିଆ ନଦୀ ଆଂଶିକ ଅବରୋଧ ହୋଇ ଏକ କୃତ୍ରିମ ହ୍ରଦ ସୃଷ୍ଟି କରିଛି। ଫଳରେ ଭାରତ ପାର୍ଶ୍ୱରେ…

କେନ୍ଦୁଝରରେ ବ୍ୟାଡମିଣ୍ଟନ ଟୁର୍ନାମେଣ୍ଟ

କେନ୍ଦୁଝର,୬।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲା ପ୍ରଶାସନର ଅଧିକାରୀ ଓ କର୍ମଚାରୀମାନଙ୍କ ମଧ୍ୟରେ କ୍ରୀଡ଼ା ମନୋଭାବ, ସହଯୋଗିତା ଏବଂ ସୁସ୍ଥ କାର୍ଯ୍ୟ ପରିବେଶ ସୃଷ୍ଟି କରିବା ଉଦ୍ଦେଶ୍ୟରେ କେନ୍ଦୁଝର…

ଡାକ୍ତର ଅଛନ୍ତି ମାତ୍ର ୧୦…ଛତ୍ରପୁର ହସ୍ପିଟାଲରେ ICU ଓ ଟ୍ରମା କେୟାର ପାଇଁ ଉଠିଲା ଦାବି

ଛତ୍ରପୁର,୬ା୯(ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟ ଉପରେ ଦୈନିକ ଶତାଧିକ ରୋଗୀ ନିର୍ଭର କରନ୍ତି । ପର୍ଯ୍ୟାପ୍ତ ସଂଖ୍ୟକ…

ବ୍ଲକ ସଂଯୋଜକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ଅଭିଯୋଗ, ଆବେଦନକାରୀଙ୍କୁ ମିଳିନି ପରୀକ୍ଷା ସୂଚନା

ବରଗଡ଼/ଅତାବିରା,୬।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର): ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡ଼ିଂ ଲାଇଭହୁଡସ୍‌…

ରାସ୍ତା ନିର୍ମାଣ କାର୍ଯ୍ୟରେ ଅନିୟମିତତା ଅଭିଯୋଗ, ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ଦାବିପତ୍ର

ଗଞ୍ଜାମ,୬।୯(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ ୱାର୍ଡ ୯ ବରପଲ୍ଲୀ ଗ୍ରାମକୁ ଉପଯୁକ୍ତ ରାସ୍ତା ଟିଏ ନଥିଲା । ଦୀର୍ଘ ବର୍ଷ ହେବ ମୋରମ ବିଛା…

ପାଟଣା କଲେଜରେ ୬କୋଟିରୁ ଉର୍ଦ୍ଧ୍ବ ଟଙ୍କା ହେରଫେର ଅଭିଯୋଗ, ଭିଜିଲାନ୍ସ ତଦନ୍ତ ଦାବି

ପାଟଣା,୬।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟସ୍ଥିତ ସର୍ବ ପ୍ରଥମ ୪୪ବର୍ଷ ଆଞ୍ଚଳିକ ମହାବିଦ୍ୟାଳୟ, ସ୍ବାମପାଟଣାରେ ୬ କୋଟି ୬୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ…

ପୋଲିସକୁ କାହିଁକି ଡାକିଲୁ…. ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ, ବନ୍ଧାହେଲେ ସ୍ବାମୀ

ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଂସାମାରି ଗ୍ରାମ ଢେପ ସାହିର ଟି.ବିଜୟ ଦୋରା ତାଙ୍କ ସ୍ତ୍ରୀ ଟି.ଲିଲି ଦୋରାଙ୍କୁ ମରଣାନ୍ତକ ମାଡ଼ ମାରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri