ରାସ୍ତାରେ କରୋନା ଆପଣଙ୍କୁ ଖୋଜୁଛି, ଘରେ ରୁହନ୍ତୁ; ଜୀବନଶୈଳୀ ପରିବର୍ତ୍ତନ ପାଇଁ ପ୍ରସ୍ତୁତ ହୁଅନ୍ତୁ: ବାଗ୍‌ଚୀ

ଭୁବନେଶ୍ୱର,୨୪।୩(ବ୍ୟୁରୋ): ଗତ ୩ ଦିନ ଜନତା କର୍ଫ୍ୟୁ ଏବଂ ଲକ୍‌ଡାଉନ୍‌କୁ ନେଇ ଜନଜୀବନ ଅସ୍ଥିର ହୋଇପଡ଼ିଛି। ମଙ୍ଗଳବାର ଲକ୍‌ଡାଉନ୍‌ର ୨ୟ ଦିନ। ଆସନ୍ତା ୨୯ ତାରିଖ ଯାଏ ଏହା ଚାଲିବ। ତେବେ ଏହାଦ୍ୱାରା ଅର୍ଥନୈତିକ ପ୍ରଭାବ ବିରାଟ ଆକାରରେ ପ୍ରଭାବ। ହେଲେ ମଣିଷର ପ୍ରାଣ ବଞ୍ଚିଲେ ଆଗାମୀ ଦିନରେ ଏହାସହ ଯୁଦ୍ଧ କରାଯିବ। ଏଥିପାଇଁ ଲକ୍‌ଡାଉନ୍‌ କରିବାକୁ ପଡ଼ିଛି। ମୋଟାମୋଟି ଦେଖିବାକୁ ଗଲେ ଏହା ୯୦% ସଫଳ ହୋଇଛି। ହେଲେ କିଛି ଲୋକ ପୋଲିସ ସାଙ୍ଗରେ ଲୁଚକାଳି ଖେଳୁଥିବା ଦେଖିବାକୁ ମିଳୁଛି। ଏହା ପୋଲିସ ସହ ଲୁଚକାଳି ଖେଳିବା ସମୟ ନୁହେଁ। କରୋନା ଆପଣଙ୍କୁ ମଧ୍ୟ ରାସ୍ତାରେ ଖୋଜୁଛି। ଲକ୍‌ଡାଉନ୍‌କୁ ଗମ୍ଭୀରତାର ସହ ନିଅନ୍ତୁ ବୋଲି ଗୀତଗୋବିନ୍ଦ ସଦନରେ ଆୟୋଜିତ ଖବରଦାତା ସମ୍ମିଳନୀରେ ରାଜ୍ୟ ସରକାରଙ୍କ କରୋନା ଭୂତାଣୁ ସଂକ୍ରମଣ ସଚେତନତା କମିଟି ମୁଖ୍ୟ ପ୍ରବକ୍ତା ସୁବ୍ରତୋ ବାଗ୍‌ଚୀ ସୂଚନା ଦେଇ କହିଛନ୍ତି।

ସେ ଆହୁରି ମଧ୍ୟ କହିଛନ୍ତି, କରୋନା ମୁକାବିଲାର ପ୍ରଭାବ ଲୋକଙ୍କ ମାନସିକତା ଉପରେ ପଡ଼ିବ। ଏଣୁ ଏବେଠାରୁ ଜୀବନଶୈଳୀ ପରିବର୍ତ୍ତନ ପାଇଁ ପ୍ରସ୍ତୁତ ରୁହନ୍ତୁ। କାରଣ ଆବଶ୍ୟକୀୟ ୧୦୦ ରୁ ୨୦କୁ ସମସ୍ତ ବ୍ୟବସ୍ଥା ଖସିବାର ସମ୍ଭାବନା ରହିଛି। ଏବେ ଭାରତରେ କରୋନା ଭୂତାଣୁ ପ୍ରବେଶର ପ୍ରାରମ୍ଭିକ ସ୍ଥିତି। ଆଗକୁ ବିସ୍ଫୋରଣ ଘଟିପାରେ। ସେଥିପାଇଁ ମନୋବଳ ଦୃଢ଼ ରଖିବାକୁ ପଡ଼ିବ। ଏହି ସମୟରେ କେବଳ ବିଶ୍ୱାସ, ସଦ୍‌ଭାବନା, ଦୃଢ଼ ମନୋବଳ, ସଂଗତି ଲୋଡ଼ା। ସମସ୍ତଙ୍କ ଜୀବନପ୍ରତି ବିପଦ ରହିଛି। ଏଣୁ ଆବଶ୍ୟକଠାରୁ ଅଧିକ ପରିମାଣର ଖାଦ୍ୟପଦାର୍ଥ ଘରେ ରଖନ୍ତୁ ନାହିଁ। ସୁଷମ ଖାଦ୍ୟ ଖାଆନ୍ତୁ। ଯୋଗ କରନ୍ତୁ। ବୟସ୍କ ଓ ଭିନ୍ନକ୍ଷମ ବ୍ୟକ୍ତିଙ୍କ ପ୍ରଭାବିତ ହୋଇପାରନ୍ତି। ଏଣୁ ଘରେ ରୁହନ୍ତୁ ବୋଲି ବାଗ୍‌ଚୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri