ରାସ୍ତାରେ ସାରୁଗଛ ପୋତି ପ୍ରତିବାଦ

ଖଇରା, ୨୮।୭(ଡି.ଏନ.ଏ.)-୩ବର୍ଷ ତଳେ ନିର୍ମିତ ହୋଇଥିବା ସୋର-କୁପାରୀ ରାଜ୍ୟ ରାଜପଥର ଅବସ୍ଥା ଶୋଚନୀୟ ହେବାକୁ ବସିଲାଣି। ରାସ୍ତାର ସ୍ଥାନେ ସ୍ଥାନେ ବଡ଼ ବଡ଼ ଖାଲ ସୃଷ୍ଟି ହେବା ପରେ ପ୍ରତ୍ୟେକ ଦିନ ବାଇକ୍‌ ଓ ସାଇକେଲ ଆରୋହୀମାନେ ଦୁର୍ଘଟଣାର ଶିକାର ହେଉଛନ୍ତି। ବିଶେଷ କରି ରାସ୍ତାର ବାଙ୍କିତିରାଠାରେ ବଡ଼ଧରଣର ଖାଲ ପ୍ରତ୍ୟେକ ମୁହୂର୍ତ୍ତରେ ବିପଦ ଆଶଙ୍କା ସୃଷ୍ଟି କରୁଛି। ପୂର୍ତ୍ତ ବିଭାଗକୁ ବାରମ୍ବାର ଅବଗତ କରାଯାଉଥିଲେ ମଧ୍ୟ ମରାମତି ପ୍ରତି ଗୁରୁତ୍ୱ ଦିଆଯାଉନାହିଁ। ନିମ୍ନମାନର କାର୍ଯ୍ୟ ପାଇଁ ବିଭିନ୍ନ ସମୟରେ ଭିଜିଲାନ୍ସ ତଦନ୍ତ ଦାବି କରାଯାଇଥିଲେ ହେଁ ଏହା ଏବେ ପୁରୁଣା ଫାଇଲ୍‌ ଗଦାରେ ଲୁଚିଗଲାଣି। ଏହାର ପ୍ରତିବାଦ କରି ବାଙ୍କିତିରା ଛକରେ ଲୋକଙ୍କୁ ଦୁର୍ଘଟଣାରେ ରକ୍ଷା କରିବା ଲାଗି ସ୍ଥାନୀୟ ଗ୍ରାମବାସୀ ସାରୁଗଛ ପୋତି ଦେଇଛନ୍ତି। ଏହାପରେ ଯଦି ମରାମତି କରା ନ ଯାଏ ତେବେ ଗ୍ରାମବାସୀ ରାଜପଥ ଅବରୋଧ ଲାଗି ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୦ ଲକ୍ଷ ଟଙ୍କା ଆତ୍ମସାତ: ସମବାୟ ସମିତିର ପୂର୍ବତନ ସମ୍ପାଦକ ଗିରଫ

ବାଲେଶ୍ୱର,୨୯।୧: ସରକାରୀ ଟଙ୍କା ହେରଫେର କରି ଗିରଫ ହେଲେ ସମବାୟ ସମିତିର ପୂର୍ବତନ ସମ୍ପାଦକ। ଫସଲ ବୀମା ଯୋଜନାରେ ବ୍ୟାପକ ସରକାରୀ ଅର୍ଥ ହରିଲୁଟ କରିବା ଅଭିଯୋଗରେ…

ଜଳିପୋଡି ପାଉଁଶ ହୋଇଗଲା ୫ ଦୋକାନ: ଲକ୍ଷାଧିକ ଟଙ୍କାର ଜିନିଷପତ୍ର ନଷ୍ଟ

ବାଲିଆପାଳ,୨୭।୧(ଅମୁଲ୍ୟ କୁମାର ଦାସ): ବିଦ୍ୟୁତ୍‌ ସର୍ଟସର୍କିଟରୁ ଜଳି ପୋଡି ପାଉଁଶ ହୋଇଗଲା ୫ଟି ଦୋକାନ। ଲକ୍ଷାଧିକ ଟଙ୍କାର ଜିନିଷ ପତ୍ର ସମେତ ନଗଦ ଟଙ୍କା ପୋଡିଯାଇଛି। ବିଳମ୍ବିତ…

ଭୟଙ୍କର ଦୁର୍ଘଟଣା: ଟ୍ରକ ଭିତରେ ଚାପି ହୋଇଗଲେ ଡ୍ରାଇଭର

ବାଲେଶ୍ୱର,୨୫।୧(ବାଞ୍ଛାନିଧି ଦେ): ଅଜଣା ଗାଡି ଧକ୍କାରେ ଭାଙ୍ଗିରୁଜି ଚୁରମାର ହୋଇଗଲା ସୂପାରୀ (ଗୁଆ ) ବୋଝେଇ ଟ୍ରକ୍‌ । ଟ୍ରକ ଭିତରେ ଚାପି ହୋଇଗଲେ ଡ୍ରାଇଭର ।…

ଲାଇନଚ୍ୟୁତ ହେଲା ମାଲବାହୀ ଟ୍ରେନ, ମାଲ ଅନଲୋଡ କରାଯାଉଥିବା ଅଘଟଣ

ବାଲିଆପାଳ,୨୩।୧(ଅମୁଲ୍ୟ ଦାସ): ମାଲବାହୀ ଟ୍ରେନ ଲାଇନଚ୍ୟୁତ। ବାଲେଶ୍ବର ଜିଲା ଦକ୍ଷିଣ ପୂର୍ବ ରେଳପଥର ରୁପସା ରେଳ ଷ୍ଟେଶନର ଚତୁର୍ଥ ଲାଇନରେ ଲାଇନଚ୍ୟୁତ ହୋଇଛି ମାଲବାହୀ ଟ୍ରେନ। ଷ୍ଟେଶନରେ…

ଲକ୍ଷାଧିକ ଟଙ୍କା ଆତ୍ମସାତ ଅଭିଯୋଗ: ଗ୍ରାହକ ସେବା କେନ୍ଦ୍ର ପରିଚାଳକଙ୍କୁ ଖୁଣ୍ଟରେ ବାନ୍ଧି ନିର୍ଧୂମ ଛେଚିଲେ ଲୋକେ

ବାଲିଆପାଳ,୨୨।୧(ଅମୁଲ୍ୟ ଦାସ): ଗ୍ରାହକମାନଙ୍କ ଲକ୍ଷାଧିକ ଟଙ୍କା ଆତ୍ମସାତ ଅଭିଯୋଗରେ ଷ୍ଟେଟ୍‌ବ୍ୟାଙ୍କ ଗ୍ରାହକ ସେବା କେନ୍ଦ୍ର ପରିଚାଳକ ରଞ୍ଜନ ରଣାଙ୍କୁ ବିଦ୍ୟୁତ୍‌ ଖୁଣ୍ଟରେ ବାନ୍ଧି ନିର୍ଧୂମ ପିଟିଲେ ଲୋକେ।…

ସୋସିଆଲ ମିଡିଆ ପୋଷ୍ଟ ଉପରେ ଲାଗିଲା କଟକଣା

ବାଲେଶ୍ୱର,୨୧।୧(ବାଞ୍ଛାନିଧି ଦେ): ବାଲେଶ୍ୱରରେ ସୋସିଆଲ ମିଡିଆ ପୋଷ୍ଟ ଉପରେ ଜିଲା ପୋଲିସ ପକ୍ଷରୁ ବୁଧବାର କଟକଣା ଲାଗୁ କରାଯାଇଛିl କୌଣସି ସମ୍ପ୍ରଦାୟ ବିରୋଧରେ ପୋଷ୍ଟ ନ କରିବାକୁ…

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ଗଭୀର…

ମିଳିଲା କନିଷ୍ଠ କିରାଣିଙ୍କ ଝୁଲନ୍ତା ମୃତଦେହ: ବେକରେ ଗାମୁଛା ଲଗାଇ….

ବାଲେଶ୍ୱର, ୨୦।୧( ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟର ଜଣେ କନିଷ୍ଠ କିରାଣିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ମୃତ ଯୁବକ ହେଲେ ସଦର ଥାନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri