ରାସ୍ତାରେ ହାତଧୋଇ ସଚେତନତା

ସୋରଡା,୨୭ା୩(ଡି.ଏନ୍‌.ଏ.)- ସୋରଡାରେ ସ୍ବାସ୍ଥ୍ୟବିଭାଗ, ପୋଲିସ ଓ ଏନ୍‌ଏସି ପ୍ରଶାସନ ତରଫରୁ କରୋନା ଭୂତାଣୁରୁ ରକ୍ଷା ପାଇବାକୁ ବ୍ୟାପକ ପ୍ରସ୍ତୁତି ଚାଲିଛି। ଶୁକ୍ରବାର ଥାନା ଅଧିକାରୀ ରମେଶ କୁମାର ପ୍ରଧାନ, ଡାକ୍ତର ସନ୍ତୋଷ କୁମାର ପଣ୍ଡା, ଦିଲୀପ ନାୟକ, ସୋମାଲିନ୍‌ ମିଶ୍ର, ଫାର୍ମାଶିଷ୍ଟ ସୁନିଲ କୁମାର ସାମନ୍ତରାୟଙ୍କ ସମେତ ମେଡିକାଲର ସମସ୍ତ କର୍ମଚାରୀ, ପୋଲିସ କର୍ମଚାରୀ ମିଳିତ ଭାବେ ସାବୁନରେ ହାତଧୂଆ ଅଭିଯାନ ଆରମ୍ଭ କରିଥିଲେ। ୫୦ଜଣିଆ ଏହି ମିଳିତ ଦଳ ୨୦ ସେକେଣ୍ଡ ହାତ ଧୋଇବା ଉପରେ ସଚେତନ କରିଥିଲେ। ଅପରାହ୍ନରେ ସାମାଜିକ ଦୂରତା ଅବଲମ୍ବନ ସହ ବଡବଦାଙ୍ଗି, ଅମୃତୁଲୁ, ସରନଉତି ଗ୍ରାମରେ ପହଞ୍ଚତ୍ ସହଚତନ କରିଥିଲେ। ଅତିରିକ୍ତ ତହସିଲଦାର କୁରେଶ ଜାନି, ଯନ୍ତ୍ରୀ ସତ୍ୟନାରାୟଣ ସାହୁ, ପ୍ରମୋଦ ଅଧିକାରୀ, ବିପିନ ଅଧିକାରୀ, ବିପିନି ପ୍ରଧାନ, ବିଡିଓ ସୀମାଞ୍ଚଳ ପ୍ରଧାନ ପ୍ରମୁଖ ଯାଇ ସଚେତନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାସନର କଡ଼ା ଆଭିମୁଖ୍ୟ: ଦିଗପହଣ୍ଡି ନୂଆ ବସଷ୍ଟାଣ୍ଡକୁ ଗଲା ସରକାରୀ ଓ ବେସରକାରୀ ବସ୍

ଦିଗପହଣ୍ଡି, ୭।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ପ୍ରମୁଖ ବାଣିଜ୍ୟିକ କେନ୍ଦ୍ର ଦିଗପହଣ୍ଡି ସହରରେ ଦୀର୍ଘ ଦିନ ଧରି ଲାଗି ରହିଥିବା ଟ୍ରାଫିକ ସମସ୍ୟାର ସମାଧାନ…

ଉତ୍କଳ ଆଲୁମିନା CSR ପ୍ରତାରଣା ଅଭିଯୋଗ: ଥୁଆମୂଳ ରାମପୁର ବ୍ଲକ କାର୍ଯ୍ୟାଳୟ ଘେରାଉ କଲେ ଶତାଧିକ ଖଣି ପ୍ରଭାବିତ ଅଞ୍ଚଳବାସୀ

ଥୁଆମୂଳ ରାମପୁର, ୭।୭ (ଦୁର୍ଗା କୀର୍ତ୍ତି): ଉତ୍କଳ ଆଲୁମିନା କମ୍ପାନୀର ସାମାଜିକ ଦାୟିତ୍ୱବୋଧ (CSR) କାର୍ଯ୍ୟକ୍ରମରେ ବ୍ୟାପକ ଅନିୟମିତତା ଓ ପ୍ରତିଶ୍ରୁତି ଖିଲାପ ପ୍ରତିବାଦରେ ଆଜି କଳାହାଣ୍ଡି…

ପ୍ରଶାସନିକ ସ୍ତରରେ ବଡ଼ ଅଦଳବଦଳ: କେନ୍ଦୁଝର ଜିଲାର ୧୧ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ବଦଳି

ବଞ୍ଚୋ, ୭।୭(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲାରେ ପ୍ରଶାସନିକ କାର୍ଯ୍ୟକୁ ଅଧିକ ସୁଚାରୁ ଓ ସୁଦୃଢ଼ ଭାବେ ପରିଚାଳନା କରିବା ପାଇଁ ଏକ ବଡ଼ଧରଣର ଅଦଳବଦଳ…

ନାଖରା ସେତୁରେ ଅଘଟଣ: ବୁଢ଼ାବଳଙ୍ଗ ନଦୀରେ ରିଲ୍ସ କରୁଥିବା ବେଳେ ଭାସିଗଲେ ଯୁକ୍ତ ୨ ଛାତ୍ର, ୪ ସାଙ୍ଗ ଉଦ୍ଧାର

ବୈଶିଙ୍ଗା,୭|୭(ରତନ ଦାଶ ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ବୁଢ଼ାବଳଙ୍ଗ ନଦୀର ନାଖରା ସେତୁ ନିକଟରେ ଏକ ଦୁଃଖଦ ଅଘଟଣ ଘଟିଛି। ନଦୀର ବଢ଼ି ପାଣିରେ…

ମାନସିକ ଭାରସାମ୍ୟ ହରାଇଲେ ଯୁବକ: ନେଲେ ଚରମ ନିଷ୍ପତ୍ତି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ଗୌଡ଼ସାହିର   ଜିତେନ୍ଦ୍ର ସେଠୀ (୪୦) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ…

ସମୁଦ୍ର କୂଳରେ ପଥର ବନ୍ଧ ନିର୍ମାଣ ଦାବି: ୭ ଦିନ ମଧ୍ୟରେ ପଦକ୍ଷେପ ନ ନେଲେ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାନ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ବଢ଼ି ଚାଲିଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଭୟ…

ମହାନଦୀରେ ଗାଧୋଉଥିବା ବେଳେ ଭାସିଗଲେ ଯୁବକ, ଖୋଜାଖୋଜି ଜାରି

ବାଙ୍କୀ, ୭।୭: କଟକ ଜିଲା ବାଙ୍କୀ ବ୍ଲକ୍ କାର୍ଯ୍ୟାଳୟ ସମ୍ମୁଖସ୍ଥ ମହାନଦୀ ଘାଟରେ ଏକ ଅଘଟଣ ଘଟିଛି। ନଦୀରେ ଗାଧୋଉଥିବା ବେଳେ ଜଣେ ଯୁବକ ପାଣି ସ୍ରୋତରେ…

ଗାଧୋଇବା ହେଲା କାଳ, ବୁଢାବଳଙ୍ଗରେ ଭାସିଗଲେ ଯୁବକ

ବାରିପଦା,୭।୭: ମୟୂରଭଞ୍ଜ ଜିଲା ବୁଢାବଳଙ୍ଗ ନଦୀରେ ମଙ୍ଗଳବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବୁଢାବଳଙ୍ଗ ନାର୍ଖା ବ୍ରିଜ ତଳେ ଗାଧୋଇବା ବେଳେ ଭାସି ଯାଇ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri