Posted inଜାତୀୟ

ରାସ୍ତା ଉପରେ ଶୋଇଥିବା ଶ୍ରଦ୍ଧାଳୁଙ୍କ ଉପରେ ଚଢ଼ିଗଲା ବସ୍‌: ୭ମୃତ

ବୁଲନ୍ଦସହର,୧୧।୧୦: ଉତ୍ତରପ୍ରଦେଶର ବୁଲନ୍ଦସହରରେ ଶୁକ୍ରବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ୭ ଜଣଙ୍କ ମତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ ୪ମହିଳା ଓ ୩ ଶିଶୁ ଅଛନ୍ତି। ସୂଚନାଯୋଗ୍ୟ, ସମସ୍ତ ଶ୍ରଦ୍ଧାଳୁ ବୈଷ୍ଣୋଦେବୀ ଦର୍ଶନ କରି ବସ୍‌ରେ ଫେରିବା ପରେ ଗଙ୍ଗସ୍ନାନ ପାଇଁ ହାଥରସ୍‌ରୁ ନରୌରା ଘାଟକୁ ଯାଉଥିଲେ। ରାସ୍ତାରେ କିଛି ସମୟ ବସ୍‌ ଅଟକିବାରୁ ଶ୍ରଦ୍ଧାଳୁମାନେ ରାସ୍ତା କଡ଼ରେ ବିଶ୍ରାମ କରୁଥିଲେ। ସେହି ସମୟରେ ଏକ ଦୃତଗାମୀ ଯାତ୍ରୀବାହୀ ବସ୍‌ ଭାରସାମ୍ୟ ହରାଇ ରାସ୍ତାକଡ଼ରେ ଶୋଇଥିବା ଶ୍ରଦ୍ଧାଳୁଙ୍କ ଉପରେ ଚଢ଼ିଯାଇଥିଲା। ଏହି ଦୁର୍ଘଟଣାରେ ୭ଜଣଙ୍କର ମୃତ୍ୟୁ ହୋଇଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ମାମଲା ରୁଜୁ କରିବା ସହ ତଦନ୍ତ ଜାରି ରଖିଛି। ଅନ୍ୟପଟେ ଦୁର୍ଘଟଣା ଘଟାଇଥିବା ବସ୍‌ ଡ୍ରାଇଭର ଘଟଣାସ୍ଥଳରୁ ଫେରାର ହୋଇଯାଇଥିବା ବେଳେ ପୋଲିସ ତନାଘନା ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri