ରାସ୍ତା କଡରେ ରାତି କଟାଇଲେ ସୁରଟ ଫେରନ୍ତା

ପୁରୁଷୋତ୍ତମପୁର,୪ା୫(ଡି.ଏନ୍‌.ଏ.)- ସୁରଟରୁ ୫୬ଜଣ ପ୍ରବାସୀ ଓଡ଼ିଆଙ୍କୁ ନେଇ ଏକ ବସ୍‌ ରବିବାର ରାତି ପ୍ରାୟ ୧୧ଟାରେ ପୁରୁଷୋତ୍ତମପୁରରେ ପହଞ୍ଚତ୍ଥିଲା। ମାତ୍ର ଏମାନଙ୍କୁ କ୍ୱାରାଣ୍ଟାଇନ ସେଣ୍ଟରକୁ ନେବାଲାଗି ବ୍ଲକ ପ୍ରଶାସନର ଦେଖା ମିଳି ନ ଥିଲା। ବସ୍‌ରୁ ଓହ୍ଲାଇ ବାହାରେ ବୁଲୁଥିବାରୁ ତହସିଲଦାର ଅରୁଣ କୁମାର ନାୟକଙ୍କୁ ଲୋକେ ଜଣାଇଥିଲେ। ତହସିଲଦାର ଓ ଥାନା ଅଧିକାରୀ ଜଗନ୍ନାଥ ମଲ୍ଲିକ ପହଞ୍ଚତ୍ ଶୁଖିଲା ଖାଦ୍ୟ ଓ ପାଣି ଯୋଗାଇ ଦେଇଥିଲେ ମଧ୍ୟ ବିଡିଓଙ୍କ ସହ ଯୋଗାଯୋଗ ହୋଇ ନ ପାରିବାରୁ ରାତିସାରା ଯାତ୍ରୀମାନେ ରାସ୍ତା କଡରେ ରହିଥିଲେ। ସୋମବାର ସକାଳୁ ବିଡିଓଙ୍କ ସହ ଯୋଗାଯୋଗ କରି ସମସ୍ତଙ୍କୁ ପ୍ରତାପୁର କ୍ବାରାଣ୍ଟାଇନ ସେଣ୍ଟରକୁ ନିଆଯାଇଥିଲା। ସୋମବାର ସକାଳେ ମଧ୍ୟ ପ୍ରବାସୀ ଓଡ଼ିଆଙ୍କୁ ନେଇ ଆସୁଥିବା ବସ୍‌ଗୁଡିକ ସହର ମଧ୍ୟରେ ବହୁ ସମୟ ଧରି ରହିବାରୁ ଯାତ୍ରୀମାନେ ଗାଡିରୁ ଓହ୍ଲାଇ ଦୋକାନରୁ କିଣାକିଣି କରୁଥିବା ଦେଖିବାକୁ ମିଳିଥିଲା। ଜିଲା ପ୍ରଶାସନ ଏଥିପ୍ରତି ଦୃଷ୍ଟି ଦେବାକୁ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଦେବୋତ୍ତର ଜମିରେ ହେବ ଧାନବିକ୍ରି ପଞ୍ଜୀକରଣ: ସେବାୟତଙ୍କ ଧାରଣା ପରେ ଦାବି ମାନିଲେ

ବରଗଡ଼,୨୨।୮(ପ୍ରେମାନନ୍ଦ ଖମାରୀ):ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ପାଇଁ ବରଗଡ଼ ଜିଲାରେ ଧାନବିକ୍ରି ପଞ୍ଜୀକରଣ ଚାଲିଛି। ଏହି ପ୍ରକ୍ରିୟା ସରିବାକୁ ଆଉ ମାତ୍ର ୧୦ଦିନ ବାକି ରହିଛି। ତେବେ…

ସ୍ତ୍ରୀ ଫେରିଆସିବ ବୋଲି ନରବଳି ଦେଇଥିଲେ ଶତ୍ରୁଘ୍ନ: ସନ୍ତୋଷଙ୍କ ଗଣ୍ଡିମୁଣ୍ଡ ଅଲଗା କରିବା ପରେ ଘଟିଲା…

ବଲାଙ୍ଗୀର,୨୨ା୮(ବୀରେନ୍ଦ୍ର କୁମାର ଝାଙ୍କର):ଘର ଛାଡି ଚାଲିଯାଇଥିବା ସ୍ତ୍ରୀ ଘରକୁ ଫେରିଆସିବ ବୋଲି ଅଭିଯୁକ୍ତ ଦେଇଛନ୍ତି ନରବଳି। ଏକଥା ବିଶ୍ୱାସ ହେଉ ନ ଥିଲେ ମଧ୍ୟ ପୋଲିସ ସମ୍ମୁଖରେ…

ଶୌଚାଳୟ ନାହିଁ, ନାଳ ପାଣି ପିଉଛନ୍ତି ଛାତ୍ରୀଛାତ୍ର: ଅବ୍ୟବସ୍ଥା ଘେରରେ ସରକାରୀ ଉଚ୍ଚ ବିଦ୍ୟାଳୟ

ନୂଆପଡ଼ା,୨୨ା୮(ମକାରୁ ବେମାଲ):ସରକାର ଛାତ୍ରୀଛାତ୍ରଙ୍କ ସୁବିଧା ପାଇଁ ବିଦ୍ୟାଳୟ ପରିସରରେ ସମସ୍ତ ବ୍ୟବସ୍ଥା କରୁଛନ୍ତି। ହେଲେ ନୂଆପଡ଼ା ଜିଲା ବୋଡେନ ବ୍ଲକର ଉପାନ୍ତ ଅଞ୍ଚଳରେ ଏହାର ବ୍ୟତିକ୍ରମ ଦେଖା…

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ସିଜେପି ମୁଖପାତ୍ର

ନୂଆଦିଲ୍ଲୀ, ୨୨।୮: ନିଜର ବାସଭୂମି ଠିକଣା ଏବଂ ବ୍ୟକ୍ତିଗତ ଗୋପନୀୟତାକୁ ଜନସାଧାରଣଙ୍କ ସାମ୍ନାରେ ପ୍ରକାଶ କରାଯିବା ପ୍ରସଙ୍ଗରେ ଡାହାଣପନ୍ଥୀ ମନ୍ତବ୍ୟକାରୀ ଅଭିଜିତ ଆୟର ମିତ୍ର ଏବଂ ଅନେକ…

ସ୍ବାସ୍ଥ୍ୟ ସମସ୍ୟା ଥିଲେ ଗର୍ଭପାତ ଆଶଙ୍କା ୨୦% ଅଧିକ

ନୂଆଦିଲ୍ଲୀ, ୨୨।୮: ଏକାଧିକ ଦୀର୍ଘକାଳୀନ ଶାରୀରିକ ବା ମାନସିକ ସ୍ବାସ୍ଥ୍ୟ ସମସ୍ୟା ନେଇ ଗର୍ଭଧାରଣ ଆରମ୍ଭ କରିବା ଦ୍ୱାରା ଗର୍ଭପାତ ହୋବର ଆଶଙ୍କା ୨୦ପ୍ରତିଶତ ଏବଂ ପ୍ରବଳ…

କଡ଼ା ଜବାବ ଦେବୁ: ଇରାନ

ତେହେରାନ, ୨୨।୮: ଇରାନର ନେତୃତ୍ୱକୁ କ୍ଷତବିକ୍ଷତ କରିବା ପାଇଁ ଆମେରିକା ଇତିହାସର ସବୁଠାରୁ କଠୋର ଆର୍ଥିକ କଟକଣା ଲଗାଇବାକୁ ଘୋଷଣା କରିବା ପରେ, ଇରାନ ଏହାର ଏକ…

ଶୌଚାଳୟ ନାହିଁ, ନାଳ ପାଣି ପିଉଛନ୍ତି ଛାତ୍ରୀଛାତ୍ର

ନୂଆପଡ଼ା,୨୧ା୮(ମକାରୁ ବେମାଲ): ସରକାର ଛାତ୍ରୀଛାତ୍ରଙ୍କ ସୁବିଧା ପାଇଁ ବିଦ୍ୟାଳୟ ପରିସରରେ ସମସ୍ତ ବ୍ୟବସ୍ଥା କରୁଛନ୍ତି। ହେଲେ ନୂଆପଡ଼ା ଜିଲା ବୋଡେନ ବ୍ଲକର ଉପାନ୍ତ ଅଞ୍ଚଳରେ ଏହାର ବ୍ୟତିକ୍ରମ…

ବଲାଙ୍ଗୀରରେ ଚାଞ୍ଚଲ୍ୟ: ସ୍ତ୍ରୀ ଫେରି ଆସିବ ବୋଲି ଦେଇଥିଲେ ନରବଳି

ବଲାଙ୍ଗୀର,୨୨ା୮(ବୀରେନ୍ଦ୍ର କୁମାର ଝାଙ୍କର): ଘର ଛାଡି ଚାଲିଯାଇଥିବା ସ୍ତ୍ରୀ ଘରକୁ ଫେରିଆସିବ ବୋଲି ଅଭିଯୁକ୍ତ ଦେଇଛନ୍ତି ନରବଳି। ଏକଥା ବିଶ୍ୱାସ ହେଉ ନ ଥିଲେ ମଧ୍ୟ ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri