ରାସ୍ତା କଡ଼କୁ ଓଲଟି ପଡ଼ିଲା ଯାତ୍ରୀବାହୀ ବସ୍‌: ୫ ଆହତ, କଣ୍ଡକ୍ଟରଙ୍କ ଗୋଡ଼ ଭାଙ୍ଗିଲା

ପଟ୍ଟାଙ୍ଗି,୭।୬(ଡି.ଏନ୍‌.ଏ.): କୋରାପୁଟ ଜିଲା ପଟାଙ୍ଗି ଥାନା ଅନ୍ତର୍ଗତ ରାଲେଗଡ଼ା ପଞ୍ଚାୟତ ଅଧୀନ ତେଲରାଇ ଗ୍ରାମ ଛକ ତଥା ୨୬ନଂ ଜାତୀୟ ରାଜପଥ କଡ଼କୁ ଶୁକ୍ରବାର ଏକ ଯାତ୍ରୀବାହୀ ବସ୍‌ ‘ନଡ଼ିଆ ରାଣୀ’ ଓଲଟି ପଡ଼ିଛି। ଫଳରେ ଗାଡ଼ିରେ ଥିବା ୫ଜଣ ଆହତ ହୋଇଥିବା ବେଳେ ଅନ୍ୟ ୨୦ଜଣ ଯାତ୍ରୀ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ଆହତମାନଙ୍କ ମଧ୍ୟରୁ ବସ୍‌ କଣ୍ଡକ୍ଟର ନିରଞ୍ଜନ ମୁଦୁଲିଙ୍କ ଡାହାଣ ଗୋଡ ଭାଙ୍ଗି ଯାଇଥିବା ଯୋଗୁ ତାଙ୍କୁ ଜିଲା ସଦର ମହକୁମାସ୍ଥିତ ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜରେ ଚିକିତ୍ସା ନିମନ୍ତେ ଭର୍ତ୍ତି କରାଯାଇଛି। ତେବେ ବସ୍‌ଟି କଟକରୁ କୋରାପୁଟ ଜିଲା ଜୟପୁର ଅଭିମୁଖେ ଯାଉଥିବା ବେଳେ ଦୁର୍ଘଟଣାର ଶିକାର ହୋଇଥିଲା। ଖବର ପାଇ ଅଗ୍ନିଶମ ବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ଯାତ୍ରୀମାନଙ୍କୁ ଉଦ୍ଧାର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରଥଯାତ୍ରାରେ ମୃତ୍ୟୁବରଣ କରିଥିବା ପରିବାରକୁ ୧୦ ଲକ୍ଷ ଟଙ୍କା ଲେଖାଏ ସହାୟତା ଘୋଷଣା

ଭୁବନେଶ୍ୱର,୨୦।୭:ଚଳିତ ରଥଯାତ୍ରା ଦିନ ପୁରୀଠାରେ ଅତ୍ୟଧିକ ଗହଳି କାରଣରୁ ୨ ଜଣଙ୍କ ପ୍ରାଣହାନି ହୋଇଥିଲା। ସେମାନଙ୍କ ମଧ୍ୟରୁ ଜଣେ କଟକର ଅନିଲ ଦାସ ଏବଂ ମୁମ୍ବାଇର ଅଶୋକ…

ନିର୍ବାଚନ ପ୍ରତିଶ୍ରୁତି ଭୁଲିଗଲେଣି ନେତା: ବ୍ରାହ୍ମଣୀଗାଁରେ ସ୍ଥାପନ ହେଉନି 5g ନେଟୱାର୍କ, ବଢୁଛି ଜନଅସନ୍ତୋଷ

ଦାରିଙ୍ଗବାଡି,୨୦।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ଦୁର୍ଗମ ଅଞ୍ଚଳଭାବେ ଜଣାଶୁଣା ବ୍ରାହ୍ମଣୀଗାଁଠାରେ ଗତ ଏକ ଦଶନ୍ଧି ହେଲା ବିଏସଏନଏଲ ମୋବାଇଲ ସେବା ଉପଲବ୍ଧ। ତେବେ…

୯୭ ବର୍ଷରେ ମିଳିଲା ସରକାରୀ ସହାୟତା: ବୃଦ୍ଧା ମହିଳାଙ୍କ ମୁହଁରେ ଫୁଟିଲା ହସ

ଗଜପତି,୨୦।୭(ଗିରିଧାରୀ ପରିଛା): ପ୍ରଶାସନ କେବଳ ଅଫିସ ଭିତରେ ସୀମିତ ନ ରହି ଲୋକଙ୍କ ଦ୍ୱାରରେ ପହଞ୍ଚିଲେ କିପରି ପରିବର୍ତ୍ତନ ଆସିପାରେ, ତାହାର ଏକ ଉଦାହରଣ ଗଜପତି ଜିଲାର…

ପ୍ରହସନ ପାଲଟିଲାଣି ଜିଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି: ଲୋକେ ଅସନ୍ତୋଷ

କେସିଙ୍ଗା,୨୦।୭:(ତୁମେଶ୍ୱର ସାହୁ): ସାଧାରଣ ଲୋକଙ୍କ ସମସ୍ୟାର ତୁରନ୍ତ ସମାଧାନ ପାଇଁ ସରକାର ଲୋକଙ୍କ ପାଖରେ ଯୁଗ୍ମ ଅଭିଯୋଗ ଶୁଣାଣି ବ୍ୟବସ୍ଥା କରିଛନ୍ତି। ତେବେ ପ୍ରଶାସନିକସ୍ତରରେ ସ୍ଥାଣୁତା ଓ…

ୟୁକ୍ରେନରେ ବଡ଼ ଦୁର୍ଘଟଣା: ଓଡ଼େଶା ବନ୍ଦରରେ ଜାହାଜ ଉପରେ ଆକ୍ରମଣ, ୪ ଭାରତୀୟଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୨୦।୭: ୟୁକ୍ରେନର ଓଡ଼େଶା ବନ୍ଦରରୁ ବାହାରୁଥିବା ଏକ ବାଣିଜି୍ୟକ ଜାହାଜ ‘MV ଗୋଲଡେନ ଲିଓ’ (MV Golden Leo) ଉପରେ ହୋଇଛି ଭୟଙ୍କର ଆକ୍ରମଣ। ଏହି ଆକ୍ରମଣରେ…

ଦୁଇ IAS ଅଧିକାରୀଙ୍କ ବଦଳି କଲେ ରାଜ୍ୟ ସରକାର, ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭୁବନେଶ୍ୱର,୨୦।୭: ଦୁଇ IAS ଅଧିକାରୀଙ୍କୁ ବଦଳି କଲେ ରାଜ୍ୟ ସରକାର। IAS ପୋମା ଟୁଡୁ ହେଲେ ଅନୁସୂଚିତ ଜାତି ଓ ଜନଜାତି ବିକାଶ ଅତିରିକ୍ତ ସଚିବ। ଏହା…

ସୋନମ ୱାଙ୍ଗଚୁକଙ୍କ ସ୍ତ୍ରୀଙ୍କ ବଡ଼ ଘୋଷଣା: ଆଗକୁ ସାରା ଦେଶରେ ଭୟଙ୍କର ହେବ…

ନୂଆଦିଲ୍ଲୀ,୨୦।୭: ସୋନମ ୱାଙ୍ଗଚୁକଙ୍କ ପତ୍ନୀ ଗୀତାଞ୍ଜଳି ଜେ. ଆଙ୍ଗ୍ମୋ ଆଜିର ପ୍ରଦର୍ଶନ ଉପରେ କହିଛନ୍ତି ଯେ, କୌଣସି ସଂଘର୍ଷ ସହଜ ହୋଇନଥାଏ। ଏହା ପିଲାମାନଙ୍କର ସାହସ ବଢ଼ାଇବ।…

ଖେମୁଣ୍ଡି ଲୋକ ମହୋତ୍ସବ ଉଦ୍‌ଘାଟନ କଲେ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, ବିଧାୟକ ସିଦ୍ଧାନ୍ତ ମହାପାତ୍ର କହିଲେ…

ଦିଗପହଣ୍ଡି, ୨୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବଜାର ଗାନ୍ଧୀ ଛକ ଠାରେ ସୋମବାର ସନ୍ଧ୍ୟା ପ୍ରାୟ ସାଢେ ୭ଟାରେ ଦୁଇ ଦିନ ବ୍ୟାପି ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri