Posted inଜାତୀୟ

ରାସ୍ତା କଡ଼ରେ ଗାଡ଼ିରେ ବସି ମୋବାଇଲ୍‌ରେ ଗପିଲେ ବି କଟିବ ଚାଲାଣ

ଚଣ୍ଡିଗଡ଼,୧୬।୧: ରାସ୍ତାରେ ଗାଡ଼ି ଚଳାଇବା ସମୟରେ ମୋବାଇଲ୍‌ରେ ଗପିଲେ ଚାଲାଣ କଟିବାର ବ୍ୟବସ୍ଥା ରହିଛି। ତେବେ ରାସ୍ତାକଡ଼ରେ ଗାଡ଼ି ରଖି ମୋବାଇଲ୍‌ରେ କଥାହେଲେ ଏବେ ଜରିମାନା ଦେବାକୁ ପଡ଼ିବ। ନୂତନ ମୋଟର ଯାନ ଆଇନ ଅନ୍ତର୍ଗତ ଆସନ୍ତା ଫେବୃୟାରୀଠାରୁ ଚଣ୍ଡିଗଡ଼ରେ ଏଭଳି ଆଇନ ଲାଗୁ ହେବାକୁ ଯାଉଛି। ପ୍ରଥମ ଥର ଏଭଳି କରିଥିବା ଗାଡ଼ି ଚାଳକଙ୍କଠାରୁ ୫ଶହ ଟଙ୍କା ଜରିମାନା ଆଦାୟ କରାଯିବ। ଏହାପରେ ଦ୍ୱିତୀୟ ଥର ଏଭଳି କରିଥିବା ଗାଡ଼ି ଚାଳକଙ୍କଠାରୁ ଏକ ହଜାର ଟଙ୍କାର ଜରିମାନା ଆଦାୟ କରାଯିବ। ନୂତନ ମୋଟର ଯାନ ଆଇନ ଅନ୍ତର୍ଗତ ରାସ୍ତା କଡ଼ରେ ଗାଡ଼ି ରଖି ମୋବାଇଲ୍‌ରେ ଗପିଲେ ମଧ୍ୟ ଯଦି ଏହାଦ୍ୱାରା ଟ୍ରାଫିକ୍‌ ସମସ୍ୟା ସୃଷ୍ଟି ହେଉଥାଏ ତେବେ ଚାଳକଙ୍କଠାରୁ ଜରିମାନା ଆଦାୟ କରାଯାଇ ପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ଯାତ୍ରାରେ ସୁଯୋଗ ପ୍ରତିଶ୍ରୁତି ଦେଇ ଯୁବତୀଙ୍କୁ ଗଣବଳାତ୍କାର, ବନ୍ଧା ହେଲେ ଯାତ୍ରାପାର୍ଟିର ୨ ମ୍ୟାନେଜର

ପଟ୍ଟାମୁଣ୍ଡାଇ,୩୦।୫ କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇ ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଯାତ୍ରାପାର୍ଟିରେ ସୁଯୋଗ ଦେବାର ପ୍ରତିଶ୍ରୁତି ଦେଇ ଚଉଦକୁଲାଟ ଅଞ୍ଚଳର ଜଣେ ଯୁବତୀଙ୍କୁ ମୃଦୁପାନୀୟରେ…

୩ରୁ କୋରାପୁଟରେ ରବିଧାନ କିଣା ଆରମ୍ଭ

ଜୟପୁର,୩୦।୫(ପବନ ପାଣିଗ୍ରାହୀ): କୋରାପୁଟ ଜିଲାରେ ଆସନ୍ତା ଜୁନ ୩ରୁ ଚାଷୀଙ୍କ ଅମଳ ରବିଧାନ କ୍ରୟ ନେଇ ମଣ୍ଡି ଶୁଭାରମ୍ଭ ହେବ। ଏହା ପୂର୍ବରୁ ଶନିବାର ଜୟପୁର ଉପଖଣ୍ଡର…

ଆକ୍ସନ ମୁଡ୍‌ରେ ଦାରିଙ୍ଗବାଡି ପୋଲିସ୍: ସପ୍ତାହରେ ଏକାଧିକ ଗାଡ଼ି ଜବତ, ନିୟମ ଖିଲାପକାରୀଙ୍କ ନିଦ ହଜାଇଲେ…

ଦାରିଙ୍ଗବାଡି, ୩୦।୫ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପୋଲିସ ଏବେ ଆକ୍ସନ ମୁଡ୍‌ରେ। ଟ୍ରାଫିକ୍ ନିୟମ ଉଲ୍ଲଂଘନକାରୀ ଏବଂ ବେପରୁଆ ଗାଡ଼ି ଚାଳକଙ୍କ ବିରୋଧରେ ପୋଲିସ…

ଆଫଗାନ ଶରଣାର୍ଥୀଙ୍କୁ ନେଇଯାଉଥିବା ଟ୍ରକ୍‌ ଦୁର୍ଘଟଣା, ଆଉ ତା’ପରେ…

କାବୁଲ,୩୦ା୫: ପାକିସ୍ତାନରୁ ଆଫଗାନ୍‌ ଶରଶାର୍ଥୀମାନଙ୍କୁ ନେଇ ଯାଉଥିବା ଏକ ଟ୍ରକ୍‌ ଶନିବାର ପୂର୍ବ ଆଫଗାନିସ୍ତାନର ଜାତୀୟ ରାଜପଥରେ ଓଲଟିପଡ଼ି ଦୁର୍ଘଟଣଗ୍ରସ୍ତ ହୋଇଛି। ଫଳରେ ୨୨ଜଣଙ୍କ ମୃତ୍ୟୁ ଘଟିବା…

୩ରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଶିବକୁମାର

ବେଙ୍ଗାଲୁରୁ,୩୦ା୫: କର୍ନାଟକ ପ୍ରଦେଶ କଂଗ୍ରେସ ସଭାପତି ଡି.କେ. ଶିବକୁମାର ଶନିବାର ବିଧାୟକ ଦଳ ନେତା ନିର୍ବାଚିତ ହୋଇଛନ୍ତି। ଜୁନ୍‌ ୩ରେ ସେ କର୍ନାଟକର ନୂଆ ମୁଖ୍ୟମନ୍ତ୍ରୀ ଭାବେ…

ତୁମୁଡିବନ୍ଧରେ କାଳବୈଶାଖୀର ଭୟଙ୍କର ତାଣ୍ଡବ: ପତ୍ର ଭଳି ଉଡ଼ିଲା ଆଜବେଷ୍ଟସ, ଭାଙ୍ଗିଲା ବିଦ୍ୟୁତ ଖୁଣ୍ଟ

ତୁମୁଡିବନ୍ଧ, ୩୦।୫ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଅଞ୍ଚଳରେ କାଳବୈଶାଖୀର କରାଳ କୋପ ଦେଖିବାକୁ ମିଳିଛି। ଶନିବାର ସନ୍ଧ୍ୟା ପ୍ରାୟ ୫ଟା ୩୦…

ଫାଇନାଲରେ ପହଞ୍ଚିଲେ ସାତ୍ତ୍ୱିକ-ଚିରାଗ ଯୋଡ଼ି

ସିଙ୍ଗାପୁର,୩୦ା୫: ଭାରତର ତାରକା ଯୋଡ଼ି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ସିଙ୍ଗାପୁର ଓପନ ସୁପର ୭୫୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ଶନିବାର ଅନୁଷ୍ଠିତ…

ରେସଲିଂ ଫେରିବା ଆଶା ଧୂଳିସାତ

ନୂଆଦିଲ୍ଲୀ,୩୦ା୫- ଅଲିମ୍ପିଆନ ଭିନେଶ ଫୋଗତଙ୍କ ପ୍ରତିଦ୍ୱନ୍ଦ୍ୱିତାମୂଳକ ରେସଲିଂକୁ ଫେରିବା ଆଶା ଧୂଳିସାତ ହୋଇଛି। ଶନିବାର ଏସିଆନ ଗେମ୍ସ ଚୟନ ପ୍ରକ୍ରିୟାରେ ୫୩ କେଜି ସେମିଫାଇନାଲରେ ସେ ମୀନାକ୍ଷୀଙ୍କଠାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri