ରାସ୍ତା ନିର୍ମାଣ କାର୍ଯ୍ୟ ନିମ୍ନମାନର ଅଭିଯୋଗ ପ୍ରସଙ୍ଗ: ଗ୍ରାମବାସୀଙ୍କ ସହ ଆଲୋଚନା ପରେ ପୁଣି ପଡିଲା ପିଚୁ

ଗଞ୍ଜାମ,୧।୨(ଡି.ଏନ୍‌.ଏ.): ଗଞ୍ଜାମ ବ୍ଲକ ଅଳେଶ୍ୱର ପୀଠଠାରୁ ଭୟା ପ୍ରୟାଗୀ ଗ୍ରାମ ଦେଇ ସାହେବ ପାଳୁରୁ କେନାଲ ବ୍ରିଜ଼ ପର୍ଯ୍ୟନ୍ତ ପ୍ରାୟ ଅଢେଇ କିଲୋମିଟର ରାସ୍ତା ୩୫ ଲକ୍ଷ୍ୟ ବ୍ୟୟରେ ନବ ନିର୍ମିତ ଆର୍ଡି ରୋଡ଼ ନିର୍ମାଣ ହୋଇଥିଲା। ମାତ୍ର ଏହି ରାସ୍ତା କାର୍ଯ୍ୟ ନିମ୍ନମାନର ହୋଇଥିବା ନେଇ ଗ୍ରାମବାସୀ ଅଭିଯୋଗ କରିଥିଲେ । ଅଭିଯୋଗ ପରେ ଏସଡିଓ ପି. ସି. ବେହେରା ଘଟଣା ସ୍ଥଳ ପରିଦର୍ଶନ କରବା ସହ ଏ ନେଇ ପ୍ରୟାଗୀ ଗ୍ରାମବାସୀଙ୍କ ସହ ଆଲୋଚନା କରିଥିଲେ। ପରେ ରାସ୍ତାରେ ପିଚୁ ପକାଇବା ପାଇଁ ଠିକା ନେଇଥିବା ଠିକାଦାରଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଏସ୍‌ଡିପିଓଙ୍କ ନିର୍ଦେଶ ପରେ ଉକ୍ତ ରାସ୍ତାରେ ପୁଣି ଠିକାଦାର ପିଚୁ ପକାଇଥିବା ଦେଖିବାକୁ ମିଳିଛ । ଏସ୍‌ଡିପିଓଙ୍କ ଏହି ପଦକ୍ଷେପକୁ ଗ୍ରାମବାସୀ ଭୁୟସୀ ପ୍ରଂଶସା କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ସରପଞ୍ଚ-ସମିତିସଭ୍ୟଙ୍କ ତୁ ତୁ ମେ ମେ, ଦୁର୍ଦ୍ଦଶା ଭୋଗୁଛନ୍ତି ଲୋକେ

ରିଷିଡ଼ା,୨୩ା୭(ସୁଶାନ୍ତ ମଲ୍ଲିକ): ରାସ୍ତା କାମ କରିବା ପାଇଁ ଜନପ୍ରତିନିଧି ସରପଞ୍ଚ ଓ ସମିତିସଭ୍ୟଙ୍କ ଭିତରେ ତୁ ତୁ ମେ ମେ ଯୋଗୁ ଦେଢ଼ମାସ ହେଲା ରାସ୍ତା କାମ…

ଜୀବନକାଳ ଭିତରେ ସୁନ୍ଦରୀ ଗ୍ରହଣ କରି ନ ଥିଲେ ସରକାରଙ୍କ ଭତ୍ତା ଟଙ୍କା, ଦେହାନ୍ତ ପରେ ଅଞ୍ଚଳବାସୀ…

ମହାକାଳପଡ଼ା,୨୩ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଧରିତ୍ରୀ ଖବରଦାତା ପ୍ରତାପ ଚନ୍ଦ୍ର ସ୍ବାଇଁଙ୍କ ମା’ ସୁନ୍ଦରୀ ସ୍ବାଇଁ(୯୬) ଙ୍କର ମଙ୍ଗଳବାର ବାରଡ଼ାଙ୍ଗସ୍ଥିତ ବାସଭବନରେ ରାତି…

ଆଜି ବରଗଡ଼ରେ ଉପମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମ: ତା’ ପୂର୍ବରୁ ଚାଷୀନେତାଙ୍କୁ ଉଠାଇ ନେଲା ପୋଲିସ

ବରଗଡ଼,୨୩।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଗସ୍ତରେ ଗୁରୁବାର ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଆସୁଛନ୍ତି । ଜିଲାର ଅତାବିରା ବ୍ଲକ ଅନ୍ତର୍ଗତ…

ଆଜି ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଗୁଣ୍ଡିଚା ମନ୍ଦିରରେ ଦର୍ଶନ, ବାହୁଡ଼ା-ସୁନାବେଶ ପାଇଁ ଜାଣି ରଖନ୍ତୁ ଟ୍ରାଫିକ୍‌ କଟକଣା…

ପୁରୀ,୨୩ା୭(ଅଜିତ୍‌ କୁମାର ମହାନ୍ତି): ଗୁରୁବାର ଗୁଣ୍ଡିଚା ମନ୍ଦିରରେ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଚାଲିବ ଦର୍ଶନ। ଆଡ଼ପ ମଣ୍ଡପରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ପ୍ରବଳ ଭିଡ଼ ଲାଗିରହିଛି।। ସନ୍ଧ୍ୟା…

ଫୋକସରେ ପୌର -ପଞ୍ଚାୟତ ନିର୍ବାଚନ: ତାମ୍ପରାରେ ବିଜୁ ଜନତା ଦଳର ସାଙ୍ଗଠନିକ ବୈଠକ, ମିଶିକି ନେଲେ ଏହି ଶପଥ

ଛତ୍ରପୁର, ୨୩।୭ (ଦିଲ୍ଲୀପ ସାମଲ/ ଦ୍ୱାରିକାପଟ୍ଟନାୟକ): ଆଗାମୀ ପୌର ଓ ପଞ୍ଚାୟତ ନିର୍ବାଚନକୁ ସାମ୍ନାରେ ରଖି ଛତ୍ରପୁର ନିର୍ବାଚନମଣ୍ଡଳୀରେ ସଂଗଠନକୁ ଅଧିକ ସୁଦୃଢ଼ କରିବା ଲକ୍ଷ୍ୟରେ ବିଜୁ…

ପରିତ୍ୟକ୍ତ ଅବସ୍ଥାରେ ଦାରିଙ୍ଗବାଡିର ଏକମାତ୍ର ଯାତ୍ରୀ ବିଶ୍ରାମାଗାର: ଭାଙ୍ଗି ଗଲାଣି ଗେଟ୍‌

ଦାରିଙ୍ଗବାଡି,୨୨।୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଚାରି ଛକରେ ରହିଥିବା ଏକ ମାତ୍ର ବିଶ୍ରାମାଗାର ଏବେ ପରିତ୍ୟକ୍ତ ଅବସ୍ଥାରେ ରହିଛି। ପୁତ୍ତିମୟ ଗନ୍ଧରେ ନାକ ଫାଟି ଯାଉଛି।…

ଜି ଉଦୟଗିରି ଆଡପମଣ୍ଡପରେ ଜଗନ୍ନାଥ- ବଳଭଦ୍ରଙ୍କ ରାମ, ବଳରାମ ବେଶ

ଜି ଉଦୟଗିରି ୨୩।୭(ଶିଶିର ପଟ୍ଟନାୟକ /ଚିନ୍ମୟ କୁମାର ସେଠୀ ): ବୁଧବାର ସନ୍ଧ୍ୟାରେ ଜି ଗୁଣ୍ଡିଚା ମନ୍ଦିରର ଆଡପ ମଣ୍ଡପରେ ଶ୍ରୀ ଜଗନ୍ନାଥଙ୍କୁ ଶ୍ରୀରାମ ବେଶ ଓ…

ଜୀବନ ସହ ସଂଘର୍ଷ କରୁଛନ୍ତି ପିଣ୍ଟୁ: ଚିକିତ୍ସା ପାଇଁ ସହଯୋଗର ହାତ ବଢେଇଲା ବିଜେଡି ପ୍ରତିନିଧି ଦଳ

ଗଞ୍ଜାମ, ୨୩।୭: (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ରାମଗଡ଼ ପଞ୍ଚାୟତ ଅରଣ ପୁର ଗ୍ରାମର ଅଭି ତରାଇଙ୍କ ପୁଅ ପିଣ୍ଟୁ ତରାଇ ମସ୍ତିଷ୍କ ରୋଗରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri