ରାସ୍ତା ନିର୍ମାଣ କାର୍ଯ୍ୟ ବନ୍ଦକଲେ ଗ୍ରାମବାସୀ

କେନ୍ଦୁଝର,୧୩।୧(ସ୍ବ.ପ୍ର.): କେନ୍ଦୁଝର ସହର ଦେଇ ଯାଇଥିବା ଏନ୍‌ଏଚ୍‌ ୪୯ରେ ବାଇପାସ ରାସ୍ତା ନିର୍ମାଣ କାର୍ଯ୍ୟ ଚାଲିଥିବା ବେଳେ ଏହାକୁ ଅଙ୍କାବଙ୍କା ନିର୍ମାଣ କରାଯାଉଥିବାରୁ ଜନଅସନ୍ତୋଷ ପ୍ରକାଶ ପାଇଛି। ଏନେଇ ସଦର ବ୍ଲକ ବୋଦାପଲସା ଗ୍ରାମବାସୀ ଜିଲାପାଳଙ୍କୁ ଲିଖିତ ଭାବେ ଜଣାଇଥିଲେ। ତେବେ କୌଣସି ପଦକ୍ଷେପ ନିଆ ନ ଯିବାରୁ ବାଧ୍ୟ ହୋଇ ଗ୍ରାମବାସୀ ସୋମବାର ନିର୍ମାଣ କାର୍ଯ୍ୟ ବନ୍ଦ କରିଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଣ୍ଡଳିରେ ପହଞ୍ଚିଲା ହୀରାକୁଦ ବନ୍ୟାଜଳ

କଟକ,୧୨ା୭: ମୁଣ୍ଡଳିରେ ପହଞ୍ଚିଛି ହୀରାକୁଦର ପ୍ରଥମ ବନ୍ୟାଜଳ। ଗତ ୯ ତାରିଖରେ ହୀରାକୁଦ ଜଳଭଣ୍ଡାର ତା’ର ୪ଟି ଗେଟ୍‌ ଖୋଲିଥିଲା। ପୂର୍ବ ନିର୍ଦ୍ଧାରିତ ସୂଚୀ ଅନୁଯାୟୀ, ଉପମୁଖ୍ୟମନ୍ତ୍ରୀ…

‘ସେମାନଙ୍କୁ ଏହାର ମୂଲ୍ୟ ଦେବାକୁ ପଡିବ’ – ଆମେରିକା ଧମକର ଜବାବ ଦେଇଛି ଇରାନ; ଜାଣନ୍ତୁ ହର୍ମୁଜ ବିଷୟରେ କ’ଣ କହିଛି

ତେହରାନ,୧୨।୭: ପଶ୍ଚିମ ଏସିଆରେ ଉତ୍ତେଜନା ପୁଣି ଥରେ ଏକ ଗୁରୁତ୍ୱପୂର୍ଣ୍ଣ ସ୍ଥିତିରେ ପହଞ୍ଚିଛି। ଇରାନ ପରବର୍ତ୍ତୀ ସୂଚନା ପର୍ଯ୍ୟନ୍ତ ହର୍ମୁଜ ପ୍ରଣାଳୀକୁ ବନ୍ଦ କରିବାକୁ ଘୋଷଣା କରିଛି।…

ଇରାନ ଉପରେ ମାଡ଼ ହେଲା ୧୪୦ ମିଶାଇଲ

ତେହରାନ,୧୨।୭: ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ପାଇଁ ପ୍ରତ୍ୟେକ ଆଶା ବାରମ୍ବାର ଧୂଆଁରେ ଉଠୁଥିବା ପରି ମନେ ହେଉଛି। କୌଣସି ଚୁକ୍ତି ଚୂଡ଼ାନ୍ତ ହେବା ପୂର୍ବରୁ,…

Crude Oil Price : ହର୍ମୁଜ ବନ୍ଦ, ଇରାନ ଉପରେ ଆମେରିକାର ଆକ୍ରମଣ ଆରମ୍ଭ ଅଶୋଧିତ ତୈଳ ମୂଲ୍ୟ ଉପରେ କ’ଣ ପଡ଼ିଲା ପ୍ରଭାବ? ଜାଣନ୍ତୁ…

ତେହରାନ,୧୨।୭: ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇବା ଯୋଗୁ ଅଶୋଧିତ ତୈଳ ବଜାରରେ ପୁଣି ଥରେ ଅନିଶ୍ଚିତତା ଦେଖାଦେଇଛି। ଇରାନ ଉପରେ ଆମେରିକାର ଆକ୍ରମଣ…

ଟ୍ରେନରୁ ଖସି ଯୁବକ ଗୁରୁତର: ଦେବଦୂତ ସାଜି ଉଦ୍ଧାର କଲେ ସ୍ୱାମୀ-ସ୍ତ୍ରୀ

ଛତ୍ରପୁର ୧୨।୭(ଦିଲ୍ଲୀପି ସାମଲ): ଚଳନ୍ତା ଟ୍ରେନରୁ ଗୋଡ଼ ଖସିଯିବା ଫଳରେ ଜଣେ ଯୁବକ ରେଳ ଧାରଣା କଡ଼କୁ ପଡ଼ି ଗୁରୁତର ଆହତ ହୋଇଛନ୍ତି। ଛତ୍ରପୁର ପୋଡାପଦର ରେଳ…

ତାଜ ହୋଟେଲକୁ ବୋମାରେ ଉଡ଼ାଇ ଦେବାକୁ ଧମକ, ତଦନ୍ତ ଆରମ୍ଭ କରିଛି ପୋଲିସ

ମୁମ୍ବାଇ,୧୨।୭: ମୁମ୍ବାଇର ତାଜ ହୋଟେଲକୁ ଉଡାଇ ଦେବାକୁ ବୋମା ଧମକ ଦିଆଯାଇଛି। ରବିବାର (୧୨ ଜୁଲାଇ) ମଧ୍ୟରାତ୍ରିରେ କଣ୍ଟ୍ରୋଲ ରୁମକୁ ଏହି ହୋଟେଲ ସମ୍ପର୍କରେ ବୋମା ଧମକ…

ଛାତରୁ ଖସି ପଡ଼ିଲେ ଯୁବକ

ଛତ୍ରପୁର, ୧୧।୭ (ଦିଲ୍ଲୀପ ସାମଲ): ନିଜ ଘରର ଛାତ ଉପରେ କାମ କରୁଥିବା ବେଳେ ଛାତରୁ ଖସି ପଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଏହି ଅଭାବନୀୟ…

କୋର୍ଟ ମ୍ୟାରେଜ୍ ହୋଇସାରିଥିବା କହି ପୀଡ଼ିତାଙ୍କୁ ବିଶ୍ୱାସ କରାଇ ଅଦାଲତରୁ ମାମଲା ପ୍ରତ୍ୟାହାର : ପରେ ପୁଣି ପ୍ରତାରଣା

ଦେବଗଡ଼, ୧୨।୭ (ଶଶାଙ୍କ ଶେଖର ଝାଙ୍କର): ଟଙ୍କା ଠକେଇ ଓ ବଳାତ୍କାର ଭଳି ସଙ୍ଗୀନ ଅଭିଯୋଗରେ ରୁଜୁ ହୋଇଥିବା ମାମଲା ଅଦାଲତରୁ ପ୍ରତ୍ୟାହାର କରାଇବା ପରେ ପୀଡ଼ିତାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri