ରାସ୍ତା ପ୍ରଶସ୍ତୀକରଣ ଲାଗି ଦାବିପତ୍ର

ସୋର, ୬।୯(ଡି.ଏନ.ଏ.): ସୋର ବ୍ଲକ ନଟାପଡ଼ାଠାରେ ୧୩୨/୩୩ କେଭି ଗ୍ରୀଡ଼ ସବ୍‌ଷ୍ଟେଶନ ପାଚେରି କଡ଼ ଦେଇ ଚାଷ ଜମିକୁ ଯାଇଥିବା ରାସ୍ତାକୁ ପ୍ରଶସ୍ତୀକରଣ ଲାଗି ଗ୍ରାମବାସୀ ଏସ୍‌ଡ଼ିଓ ଓ ସୋର ତହସିଲଦାରଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି। ଏହାର ନକଲ ବାଲେଶ୍ୱର ଜିଲାପାଳ, ଶକ୍ତି ମନ୍ତ୍ରୀ, ସ୍ଥାନୀୟ ବିଧାୟକ, ଭଦ୍ରକ ଏମ୍‌ପି, ବିଦ୍ୟୁତ୍‌ ବିଭାଗର ସଚିବଙ୍କ ନିକଟକୁ ପଠାଯାଇଛି।
ଦାବିଗୁଡିକ ମଧ୍ୟରେ ପାଚେରି କଡ଼ରେ ଓସାରିଆ ରାସ୍ତା ନିର୍ମାଣ କରିବା, ଦୁଇ ତାଳିଆ ଜଳ ପ୍ରକଳ୍ପର ଜଳ ଚାଷୀଙ୍କୁ ଯୋଗାଇ ଦେବା, ନଟାପଡ଼ା ଓ ତିଳଦା ଗ୍ରାମକୁ ପୋଷ୍ୟ ଗ୍ରାମ୍ୟ ଭାବେ ଗ୍ରହଣ କରି ସିଧାସଳଖ ବିଦ୍ୟୁତ୍‌ ସଂଯୋଗ କରିବା, ଗ୍ରୀଡ୍‌ ରାସ୍ତା ପାର୍ଶ୍ୱରେ ବିଦ୍ୟୁତ୍‌କରଣ, ଗ୍ରୀଡ୍‌ରୁ ଷ୍ଟ୍ରକଚରକୁ ଯାଉଥିବା ଖୋଲା ବିଦ୍ୟୁତ୍‌ ତାରକୁ କେବୁଲ୍‌ ବ୍ୟବସ୍ଥା କରିବା ଆଦି ରହିଛି। ଏହାର ସ୍ଥାୟୀ ସମାଧାନ କରା ନ ଗଲେ ଆନ୍ଦୋଳନାମତ୍କ ଗ୍ରହଣ କରାଯିବ ବୋଲି ଗ୍ରାମର ଅଜୟ କୁମାର ଦାସ, ଶ୍ରୀଧର ବାରିକ, ନିତ୍ୟାନନ୍ଦ ବାରିକ, ସୁଦାମ ମହାକୁଡ଼, ରବୀନ୍ଦ୍ର କୁମାର ଦାସ, ନିରଞ୍ଜନ ମଲ୍ଲିକ, ପ୍ରସନ୍ନ ଜେନା ପ୍ରମୁଖ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆବର୍ଷରେ କର୍ମୀଙ୍କ ବ୍ୟାନର ଓ୍ବାର, ନୂଆନୂଆ ଚେହେରା ଦେଖି…

ଧର୍ମଶାଳା,୧ା୧(ଶିବପ୍ରସାଦ ମହାନ୍ତି): ବିଦାୟ ନେଇଛି ବର୍ଷ ୨୦୨୫, ଆରମ୍ଭ ହୋଇଛି ନବବର୍ଷ ୨୦୨୬। ଏଥିପାଇଁ ଅନେକ ପ୍ରସ୍ତୁତି ମଧ୍ୟ ହୋଇଛି। ସବୁଠି ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ସହ...

ରାଜଧାନୀରେ ମଦର ମାହୋଲ: ୭ ଦିନରେ ୩୨ କୋଟି ଟଙ୍କାର ମଦ ପିଇଲେ ଭୁବନେଶ୍ୱରବାସୀ

ନୂଆଦିଲ୍ଲୀ,୧।୧: ନୂଆବର୍ଷ ସ୍ୱାଗତ ଉତ୍ସବକୁ ନେଇ ସାରା ରାଜଧାନୀ ଚଳଚଞ୍ଚଳ ଥିବାବେଳେ, ମଦ ବିକ୍ରି କ୍ଷେତ୍ରରେ ଏକ ନୂଆ ରେକର୍ଡ ସୃଷ୍ଟି ହୋଇଛି। ଅବକାରୀ ବିଭାଗର...

ନୂଆବର୍ଷର ପ୍ରଥମ ଦିନରେ ଦୁର୍ଘଟଣା, ଦୁଇ ବାଇକ୍ ମୁହାଁମୁହିଁ ଧକ୍କାରେ ଜଣେ ମୃତ

ପଟ୍ଟାଙ୍ଗି୧/୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅନ୍ତର୍ଗତ ଦେଓଫଟ୍ଟାଙ୍ଗି ପଞ୍ଚାୟତ ସଦର ମହକୁମା ସ୍ଥିତ ଚିଲିଗୁଡା ସଲପଗୁଡା ଛକ ନିକଟରେ ଦୁଇ ମୋଟର...

୧୩ ସରକାରୀ ଯୋଜନା ବିଷୟରେ ଜାଣିବେ ଯୋଗ୍ୟ ହିତାଧିକାରୀ, ଓ୍ବାର୍ଡକୁ ଓ୍ବାର୍ଡ ବୁଲି…

କୋରାପୁଟ,୧ା୧(ଅମିତାଭ ବେହେରା): ଗୁରୁବାର କୋରାପୁଟ ପୌର ପରିଷଦ କାର୍ଯ୍ୟାଳୟ ପରିସରରେ ସହଯୋଗ ଭ୍ରାମ୍ୟମାଣ ସହାୟତା କେନ୍ଦ୍ର ବା ସଚେତନତା ରଥ ଉଦ୍‌ଘାଟିତ ହୋଇଯାଇଛି। କୋରାପୁଟ ବିଧାୟକ...

ନବୀନଙ୍କ ଉତ୍ତରାଧିକାରୀକୁ ନେଇ ଚର୍ଚ୍ଚା, ଅଶୋକ ପଣ୍ଡା କହିଲେ ଯେବେ ଯାଏ ନବୀନ ଅଛନ୍ତି…

ଭୁବନେଶ୍ବର,୧।୧: ନୂଆବର୍ଷର ପ୍ରଥମ ଦିନରେ ପୁଣି ଥରେ ନବୀନଙ୍କ ଉତ୍ତରାଧିକାରୀଙ୍କୁ ନେଇ ଚର୍ଚ୍ଚା ବଢ଼ିଛି ।ନବୀନଙ୍କୁ ଭେଟି ଶୁଭେଚ୍ଛା ଜଣାଇବା ପରେ ମୁହଁ ଖୋଲିଛନ୍ତି ଅଶୋକ...

ଗ୍ରାମବାସୀଙ୍କୁ ଜଙ୍ଗଲ ମନା, ରାତି ଉଜାଗର ରହି ହାତୀ ଜଗିଲେ ବନକର୍ମଚାରୀ

ଭଞ୍ଜନଗର,୧ା୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ଗୁରୁବାର ସନ୍ଧ୍ୟା ସୁଦ୍ଧା ୭୦ ହାତୀ ଅଛନ୍ତି। ହାତୀମାନେ ସନ୍ଧ୍ୟା ହେଲେ ଜଙ୍ଗଲରୁ ବାହାରି...

ଭାରତ-ପାକିସ୍ତାନ ପରସ୍ପରକୁ ଦେଲେ ପରମାଣୁ ଘାଟିର ଠିକଣା, କାହିଁକି ନୂଆବର୍ଷରେ ଏମିତି କଲେ ଦୁଇ ଦେଶ? ଜାଣନ୍ତୁ…

ନୂଆଦିଲ୍ଲୀ/ଇସଲାମାବାଦ,୧।୧: ଭାରତ ଏବଂ ପାକିସ୍ତାନ ଗୁରୁବାର (ଡିସେମ୍ବର ୧, ୨୦୨୫) କୂଟନୈତିକ ଚ୍ୟାନେଲ ମାଧ୍ୟମରେ ପରମାଣୁ ପ୍ରତିଷ୍ଠାନ ଏବଂ ସୁବିଧାଗୁଡ଼ିକର ତାଲିକା ଆଦାନପ୍ରଦାନ କରିଥିଲେ। ଭାରତୀୟ...

ମା’ ରାମଚଣ୍ଡୀଙ୍କୁ ଦର୍ଶନ କଲେ ରାଜ୍ୟସଭା ସାଂସଦ, ୪ ଲକ୍ଷ ଅନୁଦାନ ଦେଲେ

ଗଞ୍ଜାମ,୧।୧(ଦିଲ୍ଲୀପ ସାମଲ/ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଳକ ଅନ୍ତର୍ଗତ କରପଡ଼ା ପଞ୍ଚାୟତର ଋଷିକୂଲ୍ୟା ତଟର ନୀଳାଦ୍ରିପୁର ଶିଖରେ ଅବସ୍ଥିତ ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀଙ୍କ ମନ୍ଦିର ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri