ରାସ୍ତା ମରାମତି କଲେ ଯୁବଗୋଷ୍ଠୀ

ଭଦ୍ରକ ଅଫିସ, ୧।୬- ସରକାର ଗମନାଗମନ ବ୍ୟବସ୍ଥା ଉପରେ ଗୁରୁତ୍ୱ ଦେଇ ଆସୁଛନ୍ତି। କିନ୍ତୁ ଦୀପ ତଳ ଅନ୍ଧାର ଭଳି ଭଦ୍ରକ ବ୍ଲକ ମୁଖ୍ୟାଳୟଠାରୁ ୫ କି.ମି ଦୂର ଚରମ୍ପା ପଞ୍ଚାୟତ ଝାଟିଆ ଜାନୁମଞ୍ଜ ଗାଁ ରାସ୍ତା ଯାତାୟାତ ଅନୁପଯୋଗୀ ହୋଇପଡ଼ିଛି। ଦୀର୍ଘ ୬ବର୍ଷ ହେଲା ଏହି ରାସ୍ତାର ପୁନରୁଦ୍ଧାର ପାଇଁ ପ୍ରଶାସନର ଦୃଷ୍ଟି ଆକର୍ଷଣ କରି ଗ୍ରାମବାସୀ ନୟାନ୍ତ ହେଲେଣି। ମାଟିରାସ୍ତା ହୋଇଥିବାରୁ ବର୍ଷା ହେଲେ ୧୫ ଦିନ ପର୍ଯ୍ୟନ୍ତ ଖାଲଖମାରେ ପାଣି ରହି ଯାତାୟାତରେ ବାଧା ଉପୁଜେ। ରବିବାର ଗାଁର କେତେକ ଉତ୍ସାହୀ ଯୁବକ ପ୍ରଶାସନ ଉପରୁ ଭରସା ତୁଟାଇ ନିଜେ ନିଜ ଗାଁ ରାସ୍ତା ମରାମତି କରିଛନ୍ତି। ନିଜ ପକେଟ୍‌ ଖର୍ଚ୍ଚରୁ ଚାନ୍ଦା କରି ଡଷ୍ଟ ଆଣି ଖାଲଖମା ଭର୍ତ୍ତି କରି ରାସ୍ତାକୁ ଯାତାୟାତ ଉପଯୋଗୀ କରିଛନ୍ତି। ଏହି କାର୍ଯ୍ୟକୁ ଅଞ୍ଚଳବାସୀ ପ୍ରଶଂସା କରିଛନ୍ତି। ସୂଚନାଯୋଗ୍ୟ ଯେ,ଏହି ରାସ୍ତା ଦେଇ ପ୍ରତିଦିନ ୫ ହଜାରରୁ ଅଧିକ ଲୋକ ଯିବା ଆସିବା କରିଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାଡ଼ ମାରି ଭାଉଜଙ୍କ ହାତ ଭାଙ୍ଗିଦେଲେ ଦିଅର, ଆଉ ତା’ପରେ…

ଦିଗପହଣ୍ଡି,୧୩।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଣ୍ଡଦେଉଳି ଗ୍ରାମର ବନିତା ପ୍ରଧାନଙ୍କୁ ରବିବାର ତାଙ୍କ ଦିଅର ପଦ୍ମ ଲୋଚନ ପ୍ରଧାନ ଆକ୍ରମଣ କରି ବାମ…

ଖଟିଆରେ ଗର୍ଭବତୀଙ୍କୁ ବୁହାହେବା ଘଟଣା, ନବଜାତ ଶିଶୁ-ମା’ଙ୍କୁ ଭେଟିଲେ ସିଡିପିଓ

ଗୁଡାରି,୧୩।୯(ପ୍ରମୋଦ କୁମାର ପତି): ଶନିବାର ଦିନ ବ୍ଳକର ଶିରିଗୁଡା ଗ୍ରାମପଂଚାୟତ ଅନ୍ତର୍ଗତ ସାଡାକଣା ଗ୍ରାମର ଗର୍ଭବତୀ ମହିଳାଙ୍କୁ ଖଟିଆରେ ୩ କିଲୋମିଟର ବୋହିବା ପରେ ଆମ୍ବୁଲାନ୍ସ ଯୋଗେ…

ତାତିଲେ ମହିଳା, ଭାଙ୍ଗିଲେ ମଦ ଭାଟି

ମୋହନ,୧୩।୯(ମନ୍ମଥ ମିଶ୍ର): ଗାଁରେ ଚାଲିଥିଲା ମଦ ଭାଟି। ଏନେଇ ଗାଁରେ ଅଶାନ୍ତ ପରିବେଶ ସୃଷ୍ଟି ହେବା ଯୁବପିଢୀ ପଥଭ୍ରଷ୍ଟ ହେଉଥିଲେ। ବାରମ୍ବାର ଅଭିଯୋଗ ପରେ ବି କାହାର…

ସନତ ସଭାପତି, ଉମାକାନ୍ତ ସାଧାରଣ ସମ୍ପାଦକ ନିର୍ବାଚିତ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ହାବିଲଦାର, କନେଷ୍ଟବଲ ଆସୋସିଏଶନ ନିର୍ବାଚନ ଫଳାଫଳ ରବିବାର ଘୋଷଣା ହୋଇଛି। ଏଥିରେ ସଭାପତି ସନତ କୁମାର ହୋତା ସଭାପତି ନିର୍ବାଚିତ ହୋଇଛନ୍ତି।…

ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କଲେ ଏନସିଏସ୍‌କେର ଉପାଧ୍ୟକ୍ଷ, ସଫେଇ କର୍ମଚାରୀଙ୍କ ସହ କଲେ ଆଲୋଚନା

ଜୁନାଗଡ଼,୧୩।୯(ଅଂଶୁମାନ ଯୋଶୀ): ଜାତୀୟ ସଫେଇ କର୍ମଚାରୀ ଆୟୋଗ(ଏନସିଏସକେ) ଉପାଧ୍ୟକ୍ଷ କୈଶବ ବିହାରୀ ରବିବାର ଜୁନାଗଡ଼ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କରିଛନ୍ତି। ଏହି ଅବସରରେ ସେ ସ୍ବସ୍ଥ୍ୟକେନ୍ଦ୍ରର ବିଭିନ୍ନ…

ନୂଆଖାଇ ପୂର୍ବରୁ ନିଆରା କାର୍ଯ୍ୟକ୍ରମ, ଅସହାୟଙ୍କୁ ଅଢିଆ ପ୍ରଦାନ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ସ୍ଥିତ ଗାନ୍ଧୀ ପାଠାଗାରରେ ସମ୍ବିଧାନ ସୁରକ୍ଷା ମଞ୍ଚ ତରଫରୁ ରବିବାର ନୂଆଁଖାଇ ଜୋଟଜାଟ୍ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି । ମହାନ କୃଷିଭିତ୍ତିକ ଗଣ…

ଋଷିକୁଲ୍ୟା ରୟତ ମହାସଭାର ବଡ଼ ଦାବି

ଛତ୍ରପୁର,୧୩ା୯(ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ଭାଗଚାଷୀଙ୍କ ସ୍ବାର୍ଥରକ୍ଷା ପାଇଁ ସ୍ବତନ୍ତ୍ର ଭାଗଚାଷୀ ଆଇନ ପ୍ରଣୟନ ସହ ଭୂ-ବନ୍ଦୋବସ୍ତ ପ୍ରକ୍ରିୟା ତୁରନ୍ତ କାର୍ଯ୍ୟକାରୀ କରିବାକୁ ଋଷିକୁଲ୍ୟା ରୟତ ମହାସଭା ପକ୍ଷରୁ…

ଛାତ୍ରଙ୍କୁ ହୋଟେଲକୁ ଡାକି ଅପ୍ରାକୃତିକ ଯୌନ ସମ୍ପର୍କ ରଖିଥିଲେ ଅଧ୍ୟକ୍ଷ, ମେସେଜ୍‌ କରି ପରିବାର ଲୋକଙ୍କୁ ଜଣାଇବାରୁ…

ବରଗଡ଼,୧୩ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ବରଡୋଲସ୍ଥିତ ଏକ ଘରୋଇ ଯୁକ୍ତଦୁଇ କଲେଜର ଅଧ୍ୟକ୍ଷ ଜଣେ ନାବାଳକ ଛାତ୍ର(୧୫)ଙ୍କ ସହିତ ଅପ୍ରାକୃତିକ ଯୌନ ସମ୍ପର୍କ ରଖିବା ସହିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?