ରାସ୍ତା ମରାମତି ଦାବିରେ ଜମନକିରା ୫୩ ନମ୍ବର ରାଜ୍ୟ ରାଜପଥ ଅବରୋଧ

ଜମନକିରା, ୨୧।୮(ଡି.ଏନ୍‌.ଏ.): ସମ୍ବଲପୁର ଜିଲା ଗୌଡ଼ପାଲିଠାରୁ ଦେବଗଡ଼ ପର୍ଯ୍ୟନ୍ତ ୫୩ ନମ୍ବର ରାଜ୍ୟ ରାଜପଥର ପ୍ରାୟ ୯୦ କିଲୋମିଟର ପର୍ଯ୍ୟନ୍ତ ରାସ୍ତା ଅତ୍ୟନ୍ତ ସଙ୍କଟାପର୍ଣ୍ଣ ରହିଛି। ରାସ୍ତା ମରାମତି ନେଇ ଅଞ୍ଚଳବାସୀ ବାରମ୍ବାର ଦାବି କରି ଆସୁଥିଲେ ହେଁ ବିଭାଗ ଏବଂ ସମ୍ପୃକ୍ତ ଠିକାଦାର ସଂସ୍ଥା ପ୍ରତିଶ୍ରୁତି ଦେଇ ଠକିଚାଲିଛନ୍ତି। ଏ ନେଇ ବୁଧବାର ଅଞ୍ଚଳବାସୀ ଜମନକିରା ମୁଖ୍ୟଛକଠାରେ ୫୩ ନମ୍ବର ରାଜ୍ୟ ରାଜପଥକୁ ଅବରୋଧ କରିଛନ୍ତିି। ଖବର ଲେଖାଯିବା ପର୍ଯ୍ୟନ୍ତ ପୋଲିସ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ଆନ୍ଦୋଳନକାରୀଙ୍କୁ ବୁଝାଶୁଝା କରୁଛନ୍ତି । ରାସ୍ତା ମରାମତି କାମ ଆରମ୍ଭ ନ ହେବା ପର୍ଯ୍ୟନ୍ତ ରାସ୍ତାରୋକୋ ଜାରିରହିବ ବୋଲି ଆନ୍ଦୋଳନକାରୀ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୁରୁ-ଚନ୍ଦ୍ରଙ୍କ ନବପଞ୍ଚମ ଯୋଗ: ଆଜିଠୁ ୪ ରାଶିଙ୍କ ଭାଗ୍ୟରେ ଲାଗିବ ଚାରିଚାନ୍ଦ, ଆର୍ଥିକ ଲାଭ ସହ ହେବ ମାଲାମାଲ

ଭୁବନେଶ୍ୱର: ବୈଦିକ ଜ୍ୟୋତିଷ ଅନୁସାରେ ଗ୍ରହ ଓ ନକ୍ଷତ୍ରଙ୍କ ଚଳନର ପ୍ରଭାବ ମଣିଷର ଜୀବନ ଉପରେ ପଡ଼ିଥାଏ। ଚନ୍ଦ୍ରଙ୍କ ଗୋଚର ପରେ ବିଛା ରାଶିରେ ଥିବା ଚନ୍ଦ୍ର…

ଗଣେଶ ଚତୁର୍ଥୀର ଶୁଭ ସଂଯୋଗ, ଗ୍ରହ ଚଳନରେ ଏହି ରାଶିଙ୍କ ଖୋଲିବ ଭାଗ୍ୟ!

ଆଜି ପବିତ୍ର ଗଣେଶ ଚତୁର୍ଥୀ । ଦିନସାରା ଚନ୍ଦ୍ର ତୁଳା ରାଶିରେ ଅବସ୍ଥାନ କରିବେ; ଯଦିଓ ନକ୍ଷତ୍ର ଚିତ୍ରାରୁ ସ୍ୱାତୀକୁ ପରିବର୍ତ୍ତନ ହେବ, ତଥାପି ରାଶିର କୌଣସି…

ଟିମ ଇଣ୍ଡିଆ କାହିଁକି ଗ୍ରହଣ କଲା ନାହିଁ ଟ୍ରଫି? ଜବାବ ରଖିଲା BCCI

ନୂଆଦିଲ୍ଲୀ,୧୪।୯: ମୋହସିନ ନକଭିଙ୍କ ଠାରୁ ଟ୍ରଫି ଗ୍ରହଣ ନ କରିବାକୁ ନେଇ ଟିମ ଇଣ୍ଡିଆ ନେଇଥିବା ନିଷ୍ପତ୍ତି ଉପରେ BCCI ପ୍ରତିକ୍ରିୟା ରଖିଛି। BCCI ସମ୍ପାଦକ ଦେବଜିତ…

ବିରୂପା ନଦୀକୁ ଡେଇଁଲେ ଦମ୍ପତ୍ତି, ସ୍ତ୍ରୀ ଉଦ୍ଧାର, ସ୍ବାମୀ ଏବେ ବି…

ବରୀ,୧୪।୯(ମହେନ୍ଦ୍ର ସ୍ବାଇଁ/ଶୁଭାଶିଷ ରାଉତ ): ବିରୂପା ନଦୀର ବାଲିକୁଦା ସେତୁ ଉପରୁ ଜଣେ ଦମ୍ପତ୍ତି ଡେଇଁ ପଡିଛନ୍ତି। ସ୍ଥାନୀୟ ଲୋକମାନେ ଉଭୟଙ୍କୁ ଉଦ୍ଧାର କରିବା ପାଇଁ ଚେଷ୍ଟା…

ପଛଘୁଞ୍ଚା ଦେଉଛି ଚାଇନା! LAC ନିକଟରେ ସୈନ୍ୟ ମୁତୟନ ହ୍ରାସ କଲା ଚାଇନା

ନୂଆଦିଲ୍ଲୀ,୧୪।୯: ୨୦୨୬ ବ୍ରିକ୍ସ (BRICS) ସମ୍ମିଳନୀ ଶେଷ ହେବା ପରେ, ‘ଲାଇନ ଅଫ ଆକ୍ଚୁଆଲ କଣ୍ଟ୍ରୋଲ’ (LAC) ନିକଟରେ ଭାରତ ଏବଂ ଚାଇନା ମଧ୍ୟରେ ଦୀର୍ଘ ଦିନ…

‘ନକଭିଙ୍କ ଖେଳ…’ ‘ଚୋର’ ବୋଲି ସ୍ଲୋଗାନରେ ପାକିସ୍ତାନ କ୍ଷୁବ୍ଧ; ଭାରତ ଗ୍ରହଣ କଲା ନାହିଁ ଟ୍ରଫି

ନୂଆଦିଲ୍ଲୀ,୧୪।୯: ଭାରତୀୟ ମହିଳା କ୍ରିକେଟ ଦଳ ଶ୍ରୀଲଙ୍କାକୁ ୭୨ ରନରେ ପରାସ୍ତ କରି ୨୦୨୬ ମହିଳା ଏସିଆ କପ ଟାଇଟଲ ଜିତିଥିଲା, କିନ୍ତୁ ମ୍ୟାଚ ପରବର୍ତ୍ତୀ ଟ୍ରଫି…

ଘରେ ଶୋଇଥିଲେ ବ୍ୟବସାୟୀ: ହଠାତ୍‌ ଲାଗିଲା ନିଆଁ, ଆଉ ତା’ପରେ…

ରାଉରକେଲା,୧୪।୯(ସଙ୍ଗୀତା ଜେନା): ପ୍ଲାଣ୍ଟସାଇଟ ଥାନା ଅନ୍ତର୍ଗତ ମଧୁସୂଦନ ପଲ୍ଲୀରେ ରବିବାର ବିଳମ୍ବିତ ରାତିରେ ଘରେ ଶୋଇଥିବା ବେଳେ ନିଆଁରେ ପୋଡ଼ି ଜଣେ ବ୍ୟବସାୟୀଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି।…

୧୩ ହଜାର କୋଟିରୁ ଅଧିକ ପୁଞ୍ଜି ପ୍ରତ୍ୟାହାର କରିଛନ୍ତି ଏଫ୍‌ପିଆଇ

ମୁମ୍ବାଇ,୧୪ା୯: ଭୂ-ରାଜନୀତିକ କାରଣକୁ ନେଇ ବିଶ୍ୱସ୍ତରରେ ଅନିଶ୍ଚିତତା ବୃଦ୍ଧି ପାଇବା ଯୋଗ ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ନିବେଶକମାନଙ୍କୁ ପ୍ରଭାବିତ କରିଛି। ଏହାବ୍ୟତୀତ ଆମେରିକାର ବଣ୍ଡ୍‌ ୟିଲ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?