Posted inଜାତୀୟ

ରାହୁଲଙ୍କୁ ପୁଣି ସମନ୍‌

ଅହମଦାବାଦ,୧୦ା୭ (ପି.ଟି.): ଗୁଜରାଟର ଏକ କୋର୍ଟ ମଙ୍ଗଳବାର କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ମାନହାନି ମାମଲାରେ ପୁଣି ସମନ୍‌ କରିଛନ୍ତି। ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହଙ୍କୁ ‘ହତ୍ୟା ଅଭିଯୁକ୍ତ’ ବୋଲି କହିବା ପରେ ସ୍ଥାନୀୟ ଜଣେ ଭାଜପା ନେତା ରାହୁଲଙ୍କ ବିରୋଧରେ ମାନହାନି ମାମଲା ରୁଜୁ କରିଥିଲେ। ଏନେଇ କୋର୍ଟ ତାଙ୍କୁ ଅଗଷ୍ଟ ୯ରେ ହାଜର ହେବା ଲାଗି ସମନ୍‌ ଜାରି କରିଛନ୍ତି। ଅତିରିକ୍ତ ମୁଖ୍ୟ ମେଟ୍ରୋପଲିଟାନ ମାଜିଷ୍ଟ୍ରେଟ ଡି.ଏସ୍‌. ଡାଭି ମେ ୧ ତାରିଖରେ ନୋଟିସ କରିଥିବାବେଳେ ପୁଣି ମଙ୍ଗଳବାର ଏକ ସମନ୍‌ ଜାରି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଧିନାୟକ ଆୟରଙ୍କ ବଡ଼ ବୟାନ: ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ କହିଲେ….

ନୂଆଦିଲ୍ଲୀ,୨୩।୭: ଭାରତୀୟ ଦଳ ବର୍ତ୍ତମାନ ଟି-୨୦ ଫର୍ମାଟରେ ଏକ ପରିବର୍ତ୍ତନଶୀଳ ପର୍ଯ୍ୟାୟ ଦେଇ ଗତି କରୁଛି ଏବଂ ନୂତନ ଅଧିନାୟକ ଶ୍ରେୟସ ଆୟରଙ୍କ ନେତୃତ୍ୱରେ ଆରମ୍ଭ ଆଶା…

ଜୀବନକାଳ ଭିତରେ ସୁନ୍ଦରୀ ଗ୍ରହଣ କରି ନ ଥିଲେ ସରକାରଙ୍କ ଭତ୍ତା ଟଙ୍କା, ଦେହାନ୍ତ ପରେ ଅଞ୍ଚଳବାସୀ…

ମହାକାଳପଡ଼ା,୨୩ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଧରିତ୍ରୀ ଖବରଦାତା ପ୍ରତାପ ଚନ୍ଦ୍ର ସ୍ବାଇଁଙ୍କ ମା’ ସୁନ୍ଦରୀ ସ୍ବାଇଁ(୯୬) ଙ୍କର ମଙ୍ଗଳବାର ବାରଡ଼ାଙ୍ଗସ୍ଥିତ ବାସଭବନରେ ରାତି…

ଆଜି ବରଗଡ଼ରେ ଉପମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମ: ତା’ ପୂର୍ବରୁ ଚାଷୀନେତାଙ୍କୁ ଉଠାଇ ନେଲା ପୋଲିସ

ବରଗଡ଼,୨୩।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଗସ୍ତରେ ଗୁରୁବାର ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଆସୁଛନ୍ତି । ଜିଲାର ଅତାବିରା ବ୍ଲକ ଅନ୍ତର୍ଗତ…

ମୋଦିଙ୍କ ଘୋଷଣା ପରେ ଟାର୍ଗେଟ କଲେ ରାହୁଲ, ଧର୍ମେନ୍ଦ୍ର ପ୍ରଧାନଙ୍କୁ ନେଇ କହିଦେଲେ ବଡ଼ କଥା

ନୂଆଦିଲ୍ଲୀ,୨୩।୭: NEET ପେପର୍ ଲିକ୍ ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବୟାନ ପରେ, ଲୋକସଭାରେ ବିରୋଧୀ ଦଳ ନେତା ଏବଂ କଂଗ୍ରେସ ଏମପି ରାହୁଲ ଗାନ୍ଧୀ ଏବେ…

ଆଜି ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଗୁଣ୍ଡିଚା ମନ୍ଦିରରେ ଦର୍ଶନ, ବାହୁଡ଼ା-ସୁନାବେଶ ପାଇଁ ଜାଣି ରଖନ୍ତୁ ଟ୍ରାଫିକ୍‌ କଟକଣା…

ପୁରୀ,୨୩ା୭(ଅଜିତ୍‌ କୁମାର ମହାନ୍ତି): ଗୁରୁବାର ଗୁଣ୍ଡିଚା ମନ୍ଦିରରେ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଚାଲିବ ଦର୍ଶନ। ଆଡ଼ପ ମଣ୍ଡପରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ପ୍ରବଳ ଭିଡ଼ ଲାଗିରହିଛି।। ସନ୍ଧ୍ୟା…

ଦିଲ୍ଲୀରେ ମେଟ୍ରୋ ବନ୍ଦ ମାମଲା: CJI କହିଲେ ଲଞ୍ଚ୍‌ ପରେ ଦେଖିବା…

ନୂଆଦିଲ୍ଲୀ,୨୩।୭: ଦିଲ୍ଲୀର ଜନ୍ତର-ମନ୍ତରରେ ଛାତ୍ର ଆନ୍ଦୋଳନ ମଧ୍ୟରେ ସୁରକ୍ଷା କାରଣରୁ ୧୬ଟି ମେଟ୍ରୋ ଷ୍ଟେସନକୁ ବନ୍ଦ କରାଯାଇଛି। ଏହି ମାମଲା ଏବେ ସୁପ୍ରିମ୍ କୋର୍ଟରେ ପହଞ୍ଚିଛି। SCBA…

ଏହି ଆପ୍‌ ବ୍ୟବହାର କରିବାକୁ ଶିକ୍ଷକମାନଙ୍କୁ ଅନୁରୋଧ କଲେ ଧର୍ମେନ୍ଦ୍ର ପ୍ରଧାନ, କହିଲେ…

ନୂଆଦିଲ୍ଲୀ,୨୩।୭: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ‘ପ୍ରଶସ୍ତ’ (PRASHAST) ଆପ୍‌ ମାଧ୍ୟମରେ ସ୍କୁଲ ପିଲାମାନଙ୍କଠାରେ ଶିକ୍ଷଣ ଅକ୍ଷମତା ଏବଂ ଦିବ୍ୟାଙ୍ଗତାକୁ ପ୍ରାରମ୍ଭିକ ପର୍ଯ୍ୟାୟରେ ହିଁ ଚିହ୍ନଟ…

ମୁଖ୍ୟମନ୍ତ୍ରୀଙ୍କ ହାଡ଼ ଭାଙ୍ଗିଦେବି…ଏମିତି ଧମକ ଦେଇ ଫସିଲେ ବିଧାୟକ

ଚେନ୍ନାଇ,୨୩।୭: ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କୁ ଧମକ ଦେବା ଅଭିଯୋଗରେ ଗିରଫ ହୋଇଥିବା ଭିଲାଥିକୁଲମର ଡିଏମକେ ବିଧାୟକ ଜିଭି ମାର୍କଣ୍ଡେୟନଙ୍କୁ କୋର୍ଟରେ ଏକ ବଡ଼ ଝଟକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri