Posted inଜାତୀୟ

ରାହୁଲଙ୍କ ଟୁଇଟର ଫଲୋଅର୍ସଙ୍କ ସଂଖ୍ୟା ୧ କୋଟିରେ ପହଞ୍ଚିଲା: ଆମେଠି ଲୋକଙ୍କ ସହ ମନାଇବେ ଉତ୍ସବ

ନୂଆଦିଲ୍ଲୀ, ୧୦।୭: କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଟୁଇଟର ଫଲୋଅର୍ସ ସଂଖ୍ୟା ୧ କୋଟି ଟପିଛିି। ଲୋକ ସଭା ନିର୍ବାଚନରେ ପରାସ୍ତ ହେବା ପରେ ପ୍ରଥମଥର ପାଇଁ ନିଜ ସଂସଦୀୟ କ୍ଷେତ୍ର ଆମେଠି ଯାଇଛନ୍ତି ରାହୁଲ। ଟୁଇଟରରୁ ଏଭଳି ଖୁସି ଖବର ଶୁଣିବା ପରେ ନିଜ ଫଲୋଅର୍ସଙ୍କୁ ସେ ଧନ୍ୟବାଦ ଦେଇଛନ୍ତି। ଏହି ଖୁସି ସେ ଆମେଠି ଲୋକଙ୍କ ସହ ମନାଇବେ ବୋଲି କହିଛନ୍ତି। ୨୦୧୫ରେ ରାହୁଲ ପ୍ରଥମେ ଟୁଇଟରରେ ଆକାଉଣ୍ଟ ଖୋଲିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ଯେମିତି କଂଗ୍ରେସ ରାଜକୁମାର ଆମେଠି ଛାଡ଼ିଛନ୍ତି, ଓ୍ବାୟନାଡ ବି ଛାଡ଼ିବେ’

ନୂଆଦିଲ୍ଲୀ,୨୦।୪: ମହାରାଷ୍ଟ୍ରର ନନ୍ଦେଡ଼ରେ ନିର୍ବାଚନ ରାଲିକୁ ସମ୍ବୋଧିତ କରିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ କରିଛନ୍ତି। କଂଗ୍ରେସର ରାଜକୁମାରଙ୍କୁ ଓ୍ବାୟନାଡ଼ରେ ବିପଦ...

ମସ୍କଙ୍କ ଭାରତ ଗସ୍ତ ସ୍ଥଗିତ

ନୁୟର୍କ/ନୂଆଦିଲ୍ଲୀ,୨୦।୪: ଟେସଲା ସିଇଓ ଏଲନ ମସ୍କଙ୍କ ଭାରତ ଗସ୍ତକୁ ସ୍ଥଗିତ ରଖାଯାଇଛି। ୨୧-୨୨ ଏପ୍ରିଲରେ ଦୁଇ ଦିନ ପାଇଁ ମସ୍କ ଭାରତ ଗସ୍ତ କରିବାର କାର୍ଯ୍ୟକ୍ରମ...

ଅମିତ ଶାହାଙ୍କ ବଡ଼ ବୟାନ: ବିରୋଧୀଙ୍କୁ ବି ମିଳିଛି ଇଲେକ୍ଟୋରାଲ ବଣ୍ଡ…

ନୂଆଦିଲ୍ଲୀ,୨୦।୪: ଇଲେକ୍ଟୋରାଲ ବଣ୍ଡକୁ ନେଇ ଦେଶରେ ଉତ୍ତେଜନା ଦେଖାଦେଇଛି। ବିରୋଧୀ ଏହି ପ୍ରସଙ୍ଗରେ ସରକାରଙ୍କ ଉପରେ କ୍ରମାଗତ ପ୍ରଶ୍ନ ଉଠାଉଛନ୍ତି। ବର୍ତ୍ତମାନ ବିରୋଧୀଙ୍କ ଅଭିଯୋଗକୁ ବିରୋଧ...

‘୪୦୦ ପାର୍‌ ସଙ୍କଳ୍ପ ମୁସ୍କିଲ’, ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଭାଜପାର ବରିଷ୍ଠ ନେତା

ନୂଆଦିଲ୍ଲୀ,୨୦।୪: ଲୋକ ସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନ ଶେଷ ହୋଇଛି। ଚତୁର୍ଥ ପର୍ଯ୍ୟାୟରେ କାନପୁର ଲୋକ ସଭା ଆସନରେ ଭୋଟିଂ ଅନୁଷ୍ଠିତ ହେବ, କିନ୍ତୁ...

ଇନ୍‌ଷ୍ଟାଗ୍ରାମ ରିଲ୍‌ କରିବା କାଳ ହେଲା

ନୂଆଦିଲ୍ଲୀ,୨୦ା୪: ଉତ୍ତରପ୍ରଦେଶର ଏକ ଗ୍ରାମରେ ଜଣେ ୨୧ ବର୍ଷୀୟ ଯୁବକ ଇନ୍‌ଷ୍ଟାଗ୍ରାମ ରିଲ୍‌କୁ ଭାଇରାଲ କରିବାକୁ ଉଦ୍ୟମ କରି ପ୍ରାଣ ହରାଇଛନ୍ତି। ଶିବମ୍‌ କୁମାର ନାମକ...

ହିନ୍ଦୀ ନ କହିବାରୁ କନ୍ନଡ଼ ଅଭିନେତ୍ରୀଙ୍କୁ ଆକ୍ରମଣ

ବେଙ୍ଗାଲୁରୁ, ୨୦।୪: କନ୍ନଡ଼ ଅଭିନେତ୍ରୀ ହର୍ଷିକା ପୁନାଚାଙ୍କୁ ୨ ଦିନ ତଳେ କେତେଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଶୁକ୍ରବାର ସେ ନିଜ ଫେସବୁକରେ ପୋଷ୍ଟ କରି...

୧୦୨ ଆସନରେ ୬୦% ମତଦାନ

ନୂଆଦିଲ୍ଲୀ,୨୦ା୪(ପି.ଟି.): ୨୧ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୧୦୨ଟି ଆସନରେ ପ୍ରଥମ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଭୋଟିଂ ଶେଷ ସୁଦ୍ଧା...

‘ଦୂରଦର୍ଶନର ଗୈରିକୀକରଣ’

ନୂଆଦିଲ୍ଲୀ,୨୦ା୪: ସରକାରୀ ନ୍ୟୁଜ୍‌ ଚ୍ୟାନେଲ୍‌ ‘ଡିଡି ନ୍ୟୁଜ୍‌’ ଏହାର ନୂଆ ଲୋଗୋ ଉନ୍ମୋଚନ କରିବା ପରେ ଏହାକୁ ନେଇ ସୋସିଆଲ ମିଡିଆରେ ଜୋର୍‌ଦାର ପ୍ରତିକ୍ରିୟା ପ୍ରକାଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri