Posted inଖେଳ

ରାହୁଲଙ୍କ ୩ୟ ଶତକ

ବିଶାଖାପାଟଣା,୧୮।୧୨-  ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ଚାଲିଥିବା ଦିନିକିଆ ମ୍ୟାଚ୍‌ରେ ଭାରତୀୟ ଦଳର ବ୍ୟାକଅପ୍‌ ଓପନର ଲୋକେଶ ରାହୁଲ କ୍ୟାରିୟରର ୩ୟ ଶତକ କରିଛନ୍ତି। ସେ ୧୦୪ ବଲର ସମ୍ମୁଖୀନ ହୋଇ ୮ ଚୌକା ଓ ୩ ଛକା ସହାୟତାରେ ୧୦୨ ରନ୍‌ ପ୍ୟାଭେଲିଅନ ଫେରିଛନ୍ତି। ଆଲଜେରି ଜୋଶେଫଙ୍କ ବଲରେ ରୋଷ୍ଟନ ଚେଜଙ୍କ ହାତରେ କ୍ୟାଚ୍‌ ଆଉଟ୍‌ ହୋଇଛନ୍ତି। ସେ ଆଉଟ ହେବା ପୂର୍ବରୁ ରୋହିତ ଶର୍ମା(୧୨୭*)ଙ୍କ ସହ ମିଶି ୨୨୭ ରନ୍‌ର ଭାଗୀଦାରି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ବିଧାୟକଙ୍କ ଘରବାହୁଡା: ଆଜି କଂଗ୍ରେସରେ ସାମିଲ ହେବେ ସାଧୁ ନେପାକ

ବରଗଡ଼,୧୧।୪( ପ୍ରେମାନନ୍ଦ ଖମାରୀ) : ବରଗଡ଼ର ପୂର୍ବତନ ବିଧାୟକ ସାଧୁ ନେପାକ ଶନିବାର କଂଗ୍ରେସକୁ ଫେରୁଥିବା ସୂଚନା ମିଳିଛି। ସୂଚନା ଅନୁଯାୟୀ, ପୂର୍ବାହ୍ନ ୧୧ଟାରେ ସେ ଭୁବନେଶ୍ବରସ୍ଥିତ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri