ରାୟଗଡ଼ାରେ ମାଓବାଦୀଙ୍କ ଲଙ୍କାକାଣ୍ଡ: ରାସ୍ତା କାମକୁ ବିରୋଧ କରି ପୋଡ଼ିଲେ ୩ଟି ଗାଡ଼ି

ମୁନିଗୁଡା,୨୮।୧୨: ରାୟଗଡା ଜିଲାରେ ପୁଣି ମାଓବାଦୀ ହିଂସା ଦେଖିବାକୁ ମିଳିଛି। ରାସ୍ତା କାମକୁ ବିରୋଧ କରି ୩ଟି ଗାଡିକୁ ପୋଡ଼ିଦେଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ମୁନିଗୁଡା ବ୍ଲକ ଅମ୍ବାଦଳା ଥାନା ଅନ୍ତର୍ଗତ ଶରଧାପୁରଠାରୁ ଥୁଆପାଡ଼ି ପର୍ଯ୍ୟନ୍ତ ହେଉଥିବା ପ୍ରଧାନମନ୍ତ୍ରୀ ଗ୍ରାମ୍ୟସଡ଼କ ଯୋଜନାକୁ ମାଓବାଦୀ ବିରୋଧ କରିଛନ୍ତି। ଏହାକୁ ବିରୋଧ କରି ଶୁକ୍ରବାର ରାତିରେ ୨ମହିଳା ସମେତ ୧୫ରୁ ଊର୍ଦ୍ଧ୍ୱ ମାଓବାଦୀ ଟିକର ପଡ଼ାରେ ଥିବା ଠିକାଦାର କ୍ୟାମ୍ପରେ ପହଞ୍ଚି ସେଠାରେ ରଖାଯାଇଥିବା ହିଟାଚି, ଜେସିବି ଓ ରୋଲର ଗାଡିରେ ନିଆଁ ଲଗାଇଦେଇଥିଲେ। ଏଥିସହ ଘଟଣାସ୍ଥଳରେ ୩ଟି ହାତଲେଖା ପୋଷ୍ଟର ଛାଡିଯାଇଥିବା ଦେଖିବାକୁ ମିଳିଛି। ଉକ୍ତ ପୋଷ୍ଟରରେ କଟକ ଡଙ୍ଗରରେ ଥିବା ବକ୍ସାଇଟ ଖଣିକୁ କମ୍ପାନୀକୁ ଟେକିଦେବା ପାଇଁ ଏହି ରାସ୍ତା ନିର୍ମାଣ କରାଯାଉଛି ବୋଲି ମାଓବାଦୀ ଅଭିଯୋଗ କରିଛନ୍ତି। ଏହା ସହ ଲୋକଙ୍କ ଯିବା ଆସିବା ପାଇଁ ୮ଫୁଟର ରାସ୍ତା ନିର୍ମାଣ ପାଇଁ ଦାବି କରିଛି ବାଂସଧାରା ଘୁମୁସର ନାଗାବଳୀ ଡିଭିଜ୍‌ନାଲ କମିଟି (CPI)ର ମାଓବାଦୀ।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ ଖବରଦାତାଙ୍କୁ ଆକ୍ରମଣ

ଭୁବନେଶ୍ୱର,୧୯।୪(ସତ୍ୟଜିତ ରାଉତ):ବିଳମ୍ବିତ ରାତିରେ ଅସୁରକ୍ଷିତ ହୋଇପଡ଼ିଛି ରାଜଧାନୀ। ଅସାମାଜିକ ଯୁବକମାନେ ପଥଚାରୀଙ୍କୁ ଆକ୍ରମଣ କରିବାକୁ ପଛାଉ ନାହାନ୍ତି। ଗୁରୁବାର ରାତି ପ୍ରାୟ ୧୨ଟା ୫୫ ବେଳେ...

‘କ୍ରୁଜ୍‌’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର, ୧୯।୪(ମାନସ ବିଶ୍ୱାଳ):ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ (ଡିଆରଡିଓ) ପକ୍ଷରୁ ଇଣ୍ଟିଗ୍ରେଟେଡ୍‌ ଟେଷ୍ଟ ରେଞ୍ଜ (ଆଇଟିଆର୍‌)ରୁ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ‘କ୍ରୁଜ୍‌’...

ମାଲକାନଗିରି ଜିଲା ସୀମାରେ ହାଇ ଆଲର୍ଟ

ମାଲକାନଗିରି,୧୯ା୪(ଦୁର୍ଯ୍ୟୋଧନ ପାତ୍ର):ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ରେ ଶୁକ୍ରବାର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ। ମାଓବାଦୀମାନେ ସୀମାନ୍ତ ଛତିଶଗଡ଼ରେ ସେମାନଙ୍କର କାୟା ବିସ୍ତାରକରି ନିର୍ବାଚନକୁ ଭଣ୍ଡୁର...

ଉନ୍ନୟନମୂଳକ କାର୍ଯ୍ୟରେ ବ୍ୟାପକ ଦୁର୍ନୀତି ଅଭିଯୋଗ

ପଟ୍ଟାମୁଣ୍ଡାଇ,୧୯।୪(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ପୌରପରିଷଦ ପକ୍ଷରୁ କରାଯାଇଥିବା ଉନ୍ନୟନମୂଳକ କାର୍ଯ୍ୟରେ ବ୍ୟାପକ ଦୁର୍ନୀତିର ଗନ୍ଧ ସ୍ପଷ୍ଟ ବାରି ହେଉଥିବା ନେଇ ଅଭିଯୋଗ ଆସୁଥିଲେ...

ଭିଟାମାଟି ଛାଡ଼ି ଅନୁତପ୍ତ ବୁଡ଼ଇଞ୍ଚଳ ବିସ୍ଥାପିତ

ବଲାଙ୍ଗୀର, ୧୯ା୪(ବୀରେନ୍ଦ୍ର କୁମାର ଝାଙ୍କର):ଲୋୟର ସୁକ୍‌ତେଲ ଡ୍ୟାମ୍‌ ହେଲେ ଚିର ମରୁଡି ପ୍ରପୀଡିତ ବଲାଙ୍ଗୀର ଜିଲା ଜଳପ୍ଳାବିତ ହେବ। ହଜାର ଏକର କୃଷିକ୍ଷେତ୍ରକୁ ପାଣି ମାଡ଼ିବ।...

ନବୀନ ନିବାସରେ ବିଜେଡି ପ୍ରାର୍ଥୀଙ୍କ ଭିଡ଼

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ପଞ୍ଚମ ପର୍ଯ୍ୟାୟ ବିଧାନସଭା ଟିକେଟ ଘୋଷଣା ପରେ ଗୁରୁବାର ନବୀନ ନିବାସରେ ବିଜେଡି ଲୋକ ସଭା ଓ ବିଧାନସଭା ପ୍ରାର୍ଥୀଙ୍କ ଭିଡ଼ ଦେଖିବାକୁ ମିଳିଛି।...

ରାଜ୍ୟବାସୀଙ୍କ ମତାମତ ଲୋଡ଼ିଲେ ପାଣ୍ଡିଆନ

ଭୁବନେଶ୍ୱର,୧୯ା୪(ଅନିଲ ଦାସ):୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ବିଜେଡି ଇସ୍ତାହାର ପାଇଁ ରାଜ୍ୟବାସୀଙ୍କ ମତାମତ ଲୋଡ଼ିଛନ୍ତି। ଗୁରୁବାର ସାମାଜିକ ଗଣମାଧ୍ୟମ ଜରିଆରେ ସେ...

ଭାଜପାରେ ବଢୁଛି ଗୋଷ୍ଠୀ କନ୍ଦଳ

ପାଟଣା,୧୯ା୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବିଧାନସଭା କ୍ଷେତ୍ର ପାଇଁ ମଙ୍ଗଳବାର ଭାଜପା ଅବସରପ୍ରାପ୍ତ ପ୍ରଶାସନିକ ଅଧିକାରୀ ଅଖିଳ ଚନ୍ଦ୍ର ନାୟକଙ୍କ ନାମ ଘୋଷଣା କରିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri