ରାୟଗଡ଼ାରେ ୩ଟି ରାଉଣ୍ଡରେ ବିଜେଡି ଆଗୁଆ

ରାୟଗଡ଼ା ଅଫିସ୍‌,୨୩ା୫: ରାୟଗଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀରେ ୩ଟି ରାଉଣ୍ଡ ଗଣତିରେ ବିଜେଡି ଆଗୁଆ ରହିଛି। ବିଜେଡିର ଲାଲବିହାରୀ ହିମିରିକାଙ୍କୁ ପ୍ରଥମ ରାଉଣ୍ଡରେ ୧୫୪୬, ଦ୍ୱିତୀୟ ରାଉଣ୍ଡରେ ୧୦୪୬, ତୃତୀୟ ରାଉଣ୍ଡରେ ୧୨୭୦ ଭୋଟ୍‌ ମିଳିଛି। ସେହିପରି ଭାଜପାର ବସନ୍ତ ଉଲାକାଙ୍କୁ ୩ଟି ରାଉଣ୍ଡରେ ଯଥାକ୍ରମେ ୨୨୫, ୯୬ ଓ ୧୬୦ ଭୋଟ୍‌ ପାଇଛନ୍ତି। କଂଗ୍ରେସର ଆପ୍ପଲୁ ସ୍ବାମୀ କାଡ୍ରାକାଙ୍କୁ ଯଥାକ୍ରମେ ୧୧୮୭, ୧୦୨୨ ଓ ୮୬୯ ଭୋଟ୍‌ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିକାଶ ସ୍କୁଲ ଅଫ ବିଜ୍‌ନେସ୍‌ ମ୍ୟାନେଜ୍‌ମେଣ୍ଟ ଛାତ୍ରୀଛାତ୍ରଙ୍କ ସଫଳତା, ଏନ୍‌. ଝାନ୍ସିରାଣୀ ବିଶ୍ବବିଦ୍ୟାଳୟ ଟପ୍ପର

ବରଗଡ,୪।୬(ପ୍ରେମାନନ୍ଦ ଖମାରୀ): ସମ୍ବଲପୁର ବିଶ୍ୱବିଦ୍ୟାଳୟ ଅଧୀନରେ ଅନୁଷ୍ଠିତ ବିବିଏ ପରୀକ୍ଷାରେ ବିକାଶ ସ୍କୁଲ ଅଫ ବିଜ୍‌ନେସ୍‌ ମ୍ୟାନେଜମେଣ୍ଟର ଛାତ୍ରୀଛାତ୍ରମାନେ ସଫଳତା ହାସଲ କରି ଅନୁଷ୍ଠାନ ଓ ସମଗ୍ର…

NH କଡ଼ରେ ଛିଡ଼ା ହୋଇଥିବା ହାଇୱା ଭିତରୁ ମିଳିଲା ଯୁବକଙ୍କ ମୃତଦେହ, ପରିବାରର ହତ୍ୟା ଅଭିଯୋଗ

ଡେରାବିଶ, ୪।୬(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ଥାନା ଅଞ୍ଚଳରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ୫୩ ନମ୍ବର ଜାତୀୟ ରାଜପଥର ଲକ୍ଷ୍ମୀନାରାୟଣପୁର ଛକ…

ଅବସର ନେଲେ ଭାରତର ଏହି ଉଇକେଟକିପର ବ୍ୟାଟର, ଜାଣନ୍ତୁ…

ମୁମ୍ବାଇ, ୪ା୬- ଉଇକେଟକିପର ବ୍ୟାଟର କେଏସ୍‌ ଭରତ ଗୁରୁବାର ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ସେ ଇନ୍‌ଷ୍ଟାଗ୍ରାମ ପୋଷ୍ଟ ଜରିଆରେ ଏହି ନେଇ ସୂଚନା ଦେଇଛନ୍ତି।…

ମା’ଙ୍କ ଶୁଦ୍ଧିକ୍ରିୟା ଭୋଜି ସରିଲା, ସନ୍ଧ୍ୟାରେ ଗାଁ ଶ୍ମଶାନରେ ଜଳିଲା ପୁଅର ଚିତା: ଫାସିଗୁଡ଼ା ଗ୍ରାମରେ ଶୋକାକୁଳ ପରିବେଶ

ଦିଗପହଣ୍ଡି,୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା ଗ୍ରାମର ଶରତ ଚନ୍ଦ୍ର ନାୟକ(୩୯) ଗୁରୁବାର ମଧ୍ୟାହ୍ନରେ କୌଣସି କାରଣରୁ ମାନସିକ ଭାରସାମ୍ୟ ହରାଇ ଆତ୍ମହତ୍ୟା…

62,81,17,91,250… ଏହା କୌଣସି ଫୋନ ନମ୍ବର ନୁହେଁ – ଏହା FIFA ବିଶ୍ୱକପ ପାଇଁ ପୁରସ୍କାର ରାଶି! କ୍ରିକେଟ ଜଗତ ବି ପଛରେ ରହିଯିବ

ନୂଆଦିଲ୍ଲୀ,୪।୬: ପ୍ରଥମ ନଜରରେ, ଏହି ଶିରୋନାମାଟିର ଆରମ୍ଭରେ ଆପଣଙ୍କୁ ଏହା ଏକ ମୋବାଇଲ ଫୋନ ନମ୍ବର ବୋଲି ଲାଗିପାରେ; ତଥାପି, ଏହା 2026 FIFA ବିଶ୍ୱକପ ପାଇଁ…

ମମତାଙ୍କୁ ବଡ଼ ଅଫର ଦେଲେ ହୁମାୟୁନ୍‌ କବୀର, ଜାଣନ୍ତୁ କ’ଣ ଏହି ଅଫର? ସଭିଏଁ ପଡିଲେଣି ଚିନ୍ତାରେ!

କୋଲକାତା,୪।୬: ଗୁରୁବାର ପଶ୍ଚିମବଙ୍ଗ ରାଜନୀତିରେ ଏକ ବଡ଼ ଘଟଣା ଘଟିଲା ଯେତେବେଳେ AJUP (ଆମ ଜନତା ଉନ୍ନୟନ ପାର୍ଟି)ର ପ୍ରତିଷ୍ଠାତା ହୁମାୟୁନ କବୀର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା…

ଜେୱର ବିମାନବନ୍ଦର ଫ୍ଲାଏଓଭର ନିର୍ମାଣ ସ୍ଥାନରେ ବଡ଼ ଦୁର୍ଘଟଣା: କ୍ରେନ ଓଲଟି ପଡ଼ିବାରୁ ଅନେକ ଶ୍ରମିକ ଫସି ରହିଛନ୍ତି; ୩ ମୃତ

ଫରିଦାବାଦ,୪।୬: ଗୁରୁବାର ଅପରାହ୍ନରେ ହରିୟାଣାର ଫରିଦାବାଦରେ ଜେୱର ବିମାନବନ୍ଦର ସଂଯୋଗ ନେଟୱାର୍କ ସହିତ ଜଡିତ ଏକ ପ୍ରମୁଖ ପ୍ରକଳ୍ପ ସହିତ ଜଡିତ ଏକ ନିର୍ମାଣ ସ୍ଥାନରେ ଏକ…

୯୨ ଭୂମିହୀନ ପରିବାରକୁ ମିଳିଲା ଘର ଠିକଣା

ଲାଞ୍ଜିଗଡ଼,୪ା୬(ରମେଶ ଚନ୍ଦ୍ର ନାୟକ): ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ ରାଜସ୍ବ ବିଭାଗ ପକ୍ଷରୁ ୯୨ ଭୂମିହୀନ ପରିବାରକୁ ସ୍ଥାୟୀ ଘରଡ଼ିହ ପଟ୍ଟା ଗୁରୁବାର ଆବଣ୍ଟନ କରାଯାଇଛି। ପ୍ରତ୍ୟେକ ନାଗରିକଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri