ରାୟଗଡାରେ ଡବଲ ମର୍ଡର

ରାୟଗଡା ଅଫିସ, ୧୫।୬- ରାୟଗଡା ଜିଲା ଶେଷଖାଲ ଥାନା ଅନ୍ତର୍ଗତ ବଡକସାପାଡୁ ଗ୍ରାମରେ ସୋମବାର ଡବଲ ମର୍ଡର ହୋଇଛି। ଗୁଣିଗାରେଡିକୁ ସନ୍ଦେହ କରି ଏପରି ହତ୍ୟାକାଣ୍ଡ ଘଟିଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି। ଗ୍ରାମର ପ୍ରେମାନନ୍ଦ ମାଣ୍ଡାଙ୍ଗି ସେହି ଗ୍ରାମର ୨ ବୃଦ୍ଧ ବନ୍ଧୁ ଯଦୁମଣି ମାଣ୍ଡାଙ୍ଗି ଓ ପୋଲି ତାଡିଙ୍ଗିକୁ ଟାଙ୍ଗିଆରେ ଅତି ନିର୍ମମ ଭାବେ ହତ୍ୟା କରିଛନ୍ତି। ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଅଭିଯୁକ୍ତ ପ୍ରେମାନନ୍ଦ ମାଣ୍ଡାଙ୍ଗିକୁ ଅଟକ ରଖି ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ପରବର୍ତ୍ତୀ ରାଜନୀତିକୁ ନେଇ ମୁହଁ ଖୋଲିଲେ ଅରବିନ୍ଦ ମହାପାତ୍ର, ବିଧାନସଭାରେ ଯଦି…

ଭୁବନେଶ୍ବର,୧୬।୨: ବିଜେଡିରୁ ନିଲମ୍ବନ ପରଠାରୁ ଚର୍ଚ୍ଚାରେ ରହିଛନ୍ତି ଅରବିନ୍ଦ ମହାପାତ୍ର । ନିଲମ୍ବନ ଓ ପରବର୍ତ୍ତୀ ରାଜନୀତିକୁ ନେଇ ଆଜି ସେ ମୁହଁ ଖୋଲିଛନ୍ତି । ନବୀନ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର

ସମ୍ବଲପୁର,୧୬।୨(ପ୍ରମୋଦ ବହିଦାର): ସମ୍ବଲପୁରର ବିଧାୟିକା ତଥା ସମାଜସେବୀ ଓ ବିଶିଷ୍ଟ ଚିକିତ୍ସକ ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର । ସୋମବାର ସକାଳେ ତାଙ୍କୁ ଠିକ୍ ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri