ନୂଆଦିଲ୍ଲୀ,୧୨।୫: ହିରୋ ମୋଟୋକର୍ପ ଲିମିଟେଡ୍ ପକ୍ଷରୁ ଏହାର ରିଟେଲ ବିଜ୍ନେସକୁ ପୁଣି ଥରେ ଶୁଭାରମ୍ଭ କରାଯାଇଛି। ବର୍ତ୍ତମାନ ସୁଦ୍ଧା କମ୍ପାନୀ ପକ୍ଷରୁ ୧୫୦୦ ରିଟେଲ ଆଉଟଲେଟ ଶୁଭାରମ୍ଭ କରାଯାଇଛି। କଟକଣା ଉଠିବା ପରଠାରୁ ରିଟେଲ ସେଲ୍ସ ବିକ୍ରି ୧୦ ହଜାରରୁ ଊର୍ଦ୍ଧ୍ୱ ୟୁନିଟ ରହିଛି। ସେହିଭଳି ହୋଲ୍ସେଲ ଡେସ୍ପାଚ୍ ମଧ୍ୟ ଆରମ୍ଭ କରାଯାଇଛି। ୧୨ ଭାଷାରେ ଡିଲରଶିପଗୁଡ଼ିକରେ ରିଷ୍ଟାର୍ଟ ମାନୁଆଲ ପ୍ରଦାନ କରାଯାଇଛି। ଓ୍ବେବିନାର ଦ୍ୱାରା ଟ୍ରେନିଂ କାର୍ଯ୍ୟକ୍ରମ ମଧ୍ୟ ହାତକୁ ନିଆଯାଇଛି। ସରକାରଙ୍କ ସାମାଜିକ ନିରାପତ୍ତା ନିୟମ ବାଦ୍ ଅନ୍ୟ କାର୍ଯ୍ୟକ୍ରମ ଗ୍ରହଣ କରାଯାଉଥିବା କମ୍ପାନୀ ପକ୍ଷରୁ ସୂଚନା ରହିଛି।
୨୦୦୦ରୁ ଅଧିକ UPI ପେମେଣ୍ଟ ବନ୍ଦ? ପେଟ୍ରୋଲ ପମ୍ପ ଆଗରେ ଝୁଲିଲା ନୋଟିସ, ବଢ଼ିଲା ହଟଚମଟ!
ନୂଆଦିଲ୍ଲୀ,୧୯।୯: ଯଦି ଆପଣଙ୍କ ପକେଟରେ ମଧ୍ୟ କ୍ୟାସ (ନଗଦ ଟଙ୍କା) ରହୁନାହିଁ ଏବଂ ଆପଣ ୫ ଟଙ୍କାର ଚା’ଠାରୁ ଆରମ୍ଭ କରି ୫୦୦୦ ଟଙ୍କାର ସପିଂ କିମ୍ୱା…
8th Pay Commission: ନାଇଟ ଡ୍ୟୁଟି ପାଇଁ ମିଳିବ ଅଲଗା ଟଙ୍କା! ୩ ଗୁଣା ଦରମା…
୮ମ ବେତନ ଆୟୋଗ (8th Pay Commission) ଗଠନ ସହିତ ସରକାରୀ କର୍ମଚାରୀଙ୍କ ଆଶା ଆହୁରି ବଢ଼ିବାରେ ଲାଗିଛି। ଏହି କ୍ରମରେ ଦେଶର ବିଭିନ୍ନ କେନ୍ଦ୍ର ସରକାରୀ…
ଚାକିରିଆଙ୍କ ପାଇଁ ବଡ଼ ଖବର: କମିଯିବ In-Hand Salary! PF ର ନୂଆ ନିୟମ ଜାଣିରଖନ୍ତୁ
ନୂଆଦିଲ୍ଲୀ,୧୯।୯: କର୍ମଚାରୀଙ୍କ ପାଇଁ PF ସମ୍ପର୍କିତ ନିୟମରେ ବଡ଼ ପରିବର୍ତ୍ତନ ହୋଇଛି। EPFOର ବେତନ ସୀମାକୁ ମାସିକ ୧୫,୦୦୦ରୁ ବଢ଼ାଇ ୨୫,୦୦୦ କରାଯାଇଛି। ୧୬ ସେପ୍ଟେମ୍ବର ୨୦୨୪ରେ…
ଡ. ପ୍ରସନ୍ନ ଆଚାର୍ଯ୍ୟ ଏନ୍ଏଲ୍ସି ଇଣ୍ଡିଆର ନୂତନ ଅଧ୍ୟକ୍ଷ
ଭୁବନେଶ୍ୱର,୧୯ା୯: ଡ. ପ୍ରସନ୍ନ କୁମାର ଆଚାର୍ଯ୍ୟ ତାମିଲନାଡୁର ନେଭେଲିସ୍ଥିତ ଏନ୍ଏଲ୍ସି ଇଣ୍ଡିଆ ଲିମିଟେଡ୍ର କର୍ପୋରେଟ କାର୍ଯ୍ୟାଳୟ ଅଧ୍ୟକ୍ଷ-ତଥା-ପ୍ରବନ୍ଧ ନିର୍ଦ୍ଦେଶକ ଭାବେ ଗୁରୁବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ପ୍ରାୟ…
ସୁନା ବିକି ନୂଆ ଫୋନ୍ କିଣୁଛନ୍ତି ଗ୍ରାହକ
ନୂଆଦିଲ୍ଲୀ,୧୯ା୯: ଆପଲ କମ୍ପାନୀ ପ୍ରସ୍ତୁତ ନୂଆ ଆଇଫୋନ୍ ୧୮ ସିରିଜ୍ର ବିକ୍ରି ଆନୁଷ୍ଠାନିକ ଭାବେ ଶୁକ୍ରବାର ଆରମ୍ଭ ହୋଇଛି। ନିକଟରେ ଏହି ଫୋନ୍ର ବିକ୍ରି ଏବଂ ଫିଚର…
ବାର୍ଦ୍ଧକ୍ୟ ଭତ୍ତାକୁ ନେଇ ଆସିଲା ବଡ଼ ଖବର, ଏଣିକି ୪୫ଦିନରେ ଆକାଉଣ୍ଟକୁ ଆସିବ…
ନୂଆଦିଲ୍ଲୀ,୧୮।୯: ରାଜ୍ୟରେ ବାର୍ଦ୍ଧକ୍ୟ ଭତ୍ତା ପ୍ରତି ତିନି ମାସରେ ୩୦୦୦ ଟଙ୍କା ଦିଆଯାଇଥାଏ। କିନ୍ତୁ ଏବେ ଏହି ୩୦୦୦ ଟଙ୍କାର ଭତ୍ତା କିସ୍ତି ଆକାରରେ ଦିଆଯିବ। ଏହା…
କୃଷକଙ୍କ ପାଇଁ ଖୁସି ଖବର: ମାସକୁ ପାଇବେ ୩,୦୦୦ ଟଙ୍କା ପେନସନ! PM Kisan ରେ…
ନୂଆଦିଲ୍ଲୀ,୧୮।୯: ବାର୍ଦ୍ଧକ୍ୟରେ ନିୟମିତ ଆୟକୁ ନେଇ ସମସ୍ତଙ୍କ ମନରେ ଚିନ୍ତା ଥାଏ, ବିଶେଷକରି କ୍ଷୁଦ୍ର ଏବଂ ନାମମାତ୍ର ଚାଷୀମାନଙ୍କ ପାଇଁ ଏହି ଚିନ୍ତା ଆହୁରି ବଢ଼ିଯାଏ। ଏହାକୁ…
ରାସନ କାର୍ଡକୁ ନେଇ ଆସିଲା ବଡ଼ ଅପଡେଟ୍, ଏହି ଡକ୍ୟୁମେଣ୍ଟ ନ ଥିଲେ କଟିଯିବ…
ନୂଆଦିଲ୍ଲୀ,୧୮।୯: ଯଦି ଆପଣ ଏକ ନୂଆ ରାସନ କାର୍ଡ ତିଆରି କରିବାକୁ ଯାଉଛନ୍ତି କିମ୍ୱା ପୁରୁଣା କାର୍ଡରେ କୌଣସି ସଦସ୍ୟଙ୍କ ନାମ ଯୋଡ଼ିବା କିମ୍ୱା ହଟାଇବା ବିଷୟରେ…

