ନୂଆଦିଲ୍ଲୀ,୨୮।୪: ହ୍ବାଟ୍ସଆପ୍ ମାଧ୍ୟମରେ କିରାନା ସାମଗ୍ରୀ ଅର୍ଡର କରିବା ଲାଗି ରିଲାଏନ୍ସ ପକ୍ଷରୁ ସେବା ଭାରତରେ ଆରମ୍ଭ ହୋଇଛି। ଏହାକୁ ପ୍ରାଥମିକ ପର୍ଯ୍ୟାୟରେ ମୁମ୍ବାଇରେ ଶୁଭାରମ୍ଭ କରାଯାଇଛି। ପରୀକ୍ଷଣ ଭିତ୍ତିରେ ଏହି ସେବା ଶୁଭାରମ୍ଭ ହୋଇଥିବା କମ୍ପାନୀ ପକ୍ଷରୁ ସୂଚନା ରହିଛି। ଜିଓ ମାର୍ଟ ପକ୍ଷରୁ ନଭି ମୁମ୍ବାଇ, ଠାଣେ ଏବଂ କଲ୍ୟାଣ ଭଳି ସ୍ଥାନରେ ସେବାକୁ ଉନ୍ମୋଚନ କରାଯାଇଛି। ଏଭଳି ସେବାକୁ ଅନ୍ୟ କ୍ଷେତ୍ରକୁ ସମ୍ପ୍ରସାରଣ କରିବା ନେଇ ରିଲାଏନ୍ସ ଲକ୍ଷ୍ୟ ରଖିଛି। ଏହାଦ୍ୱାରା ଆମାଜନ ଏବଂ ଫ୍ଲିପ୍କାର୍ଟ ପାଇଁ ଚ୍ୟାଲେଞ୍ଜ ସୃଷ୍ଟି ହୋଇଛି। ସୂଚନାଯୋଗ୍ୟ ଭାରତରେ ହ୍ବାଟ୍ସଆପ୍ର ୪୦ କୋଟି ୟୁଜର ରହିଛନ୍ତି।
Samsungରୁ Xiaomi ଯାଏ ହେଲା ମହଙ୍ଗା! ଆପଣଙ୍କର ପ୍ରିୟ ବ୍ରାଣ୍ଡର ସ୍ମାର୍ଟଫୋନର ଏତେ ବଢିଗଲା ଦାମ୍
ଯଦି ଆପଣ ଏହି ମାସରେ ଏକ ନୂତନ ସ୍ମାର୍ଟଫୋନ କିଣିବାକୁ ଯୋଜନା କରୁଛନ୍ତି, ତେବେ ଆପଣଙ୍କ ପକେଟକୁ ଟିକେ ଝଟ୍କା ଲାଗିପାରେ। ଏପ୍ରିଲ ମାସରେ, ପ୍ରାୟ ସମସ୍ତ…
ନିର୍ୱାଚନ ପରେ ଏତେ ମହଙ୍ଗା ହେବ ପେଟ୍ରୋଲ ଦର! ଚମକାଇଲା ରିପୋର୍ଟ
ନୂଆଦିଲ୍ଲୀ,୧୪।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଭାରତୀୟ ତୈଳ କମ୍ପାନୀଗୁଡ଼ିକୁ ପ୍ରଭାବିତ କରିବା ଆରମ୍ଭ କରିଛି। ସରକାରୀ ତୈଳ କମ୍ପାନୀଗୁଡ଼ିକ ପାଇଁ, ପେଟ୍ରୋଲ ଏବଂ…
୫୨ ପଇସା ଦୁର୍ବଳ ହେଲା ଭାରତୀୟ ମୁଦ୍ରା
ମୁମ୍ବାଇ,୧୪।୪:(ପି.ଟି.): ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ଭୂରାଜନୈତିକ ଉତ୍ତେଜନା ଭାରତୀୟ ମୁଦ୍ରାକୁ ପୁଣି ଦୁର୍ବଳ କରିଦେଇଛି । ଇଣ୍ଟରବ୍ୟାଙ୍କ ଫରେନ୍ ଏକ୍ସଚେଞ୍ଜରେ ସୋମବାର ଟଙ୍କା ୫୨ ପଇସା ଦୁର୍ବଳ…
ଶସ୍ତା ହୋଇଗଲା ସୁନା-ରୂପା ଦାମ୍, ଜାଣନ୍ତୁ ଭୁବନେଶ୍ବରରେ କେତେ ରହିଛି ଦର
ନୂଆଦିଲ୍ଲୀ,୧୩।୪: ସୁନା ଏବଂ ରୂପାର ମୂଲ୍ୟରେ ସୋମବାର ଦିନ ରେକର୍ଡ ହ୍ରାସ କରାଯାଇଛି। ଫ୍ୟୁଚର୍ସ ବଜାରରେ, ଉଭୟ ମୂଲ୍ୟବାନ ଧାତୁର ମୂଲ୍ୟ ହ୍ରାସ ପାଇଛି । ମଲ୍ଟି…
Share Market Crash: ଶାନ୍ତି ଆଲୋଚନା ବିଫଳ ହେବା ପରେ ଷ୍ଟକ ମାର୍କେଟ କ୍ରାସ; ସେନସେକ୍ସ ୧,୬୦୦ ପଏଣ୍ଟ ହ୍ରାସ ପାଇଲା
ମୁମ୍ମାଇ,୧୩।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଅନୁଷ୍ଠିତ ଶାନ୍ତି ଆଲୋଚନା ବିଫଳ ହେବା ପରେ ଆଜି ବିଶ୍ୱ ଷ୍ଟକ ବଜାରରେ ତୀବ୍ର ହ୍ରାସ…
ଜୁଏଲେରି ବ୍ୟବସାୟ ସବୁଠୁ ନିରାପଦ: ସଞ୍ଜୀବ ହଂସ
ପ୍ରାୟ ୩୦ ବର୍ଷ ପୂର୍ବେ ପ୍ରତିଷ୍ଠିତ ‘ଶୁଭଲାଭ ଜୁଏଲର୍ସ’ ଓଡ଼ିଶାର ଏକ ପ୍ରମୁଖ ଜୁଏଲେରି ବ୍ରାଣ୍ଡ୍ ଭାବରେ ପରିଚିତ। ଏକ ଛୋଟ ଦୋକାନରୁ ଆରମ୍ଭ ହୋଇଥିବା ଏହି…
SBI ଗ୍ରାହକ ହୁଅନ୍ତୁ ସତର୍କ!ଟଙ୍କା ରଖିଥିଲେ ଜାଣି ନିଅନ୍ତୁ…
ଦେଶରେ ସର୍ବବୃହତ ସାର୍ବଜନୀନ ବ୍ୟାଙ୍କ ଭାବରେ ଏସବିଆଇର ଆଦୃତି ରହିଛି । ଅନେକ ଲୋକମାନଙ୍କ ଏହି ବ୍ୟାଙ୍କରେ ବିଭିନ୍ନ ଆକାଉଣ୍ଟ ରହିଛି । ବର୍ତ୍ତମାନ ବ୍ୟାଙ୍କ ଗୋଟିଏ…
୩୦୦ ୟୁନିଟ ମାଗଣା ବିଜୁଳି, ୭୮ହଜାର ଟଙ୍କାର ସବସିଡି; ଜାଣନ୍ତୁ କେମିତି ଉଠାଇବେ ଏହି ସରକାରୀ ଯୋଜନାର ଲାଭ…
ନୂଆଦିଲ୍ଲୀ,୧୨।୪: ମାଗଣା ବିଦ୍ୟୁତ ଯୋଜନା ଅଧୀନରେ, ସରକାର ସ୍ଥାପିତ ସୌର ପ୍ୟାନେଲର କ୍ଷମତା (kW) ଉପରେ ଆଧାର କରି ସବସିଡି ପ୍ରଦାନ କରନ୍ତି। 1 kW ସିଷ୍ଟମ…
Archives

