ରିଲିଜ୍‌ ହେଲା ‘ମିଶନ ମଙ୍ଗଲ’ର ଟ୍ରେଲର

ମୁମ୍ବାଇ: ବଲିଉଡ୍‌ ଅଭିନେତା ଅକ୍ଷୟ କୁମାରଙ୍କ ଅପ୍‌କମିଙ୍ଗ ଫିଲ୍ମ ମିଶନ ମଙ୍ଗଲର ଟ୍ରେଲର ରିଲିଜ୍‌ ହୋଇଛି। ନିଜେ ଅକ୍ଷୟ ଟୁଇଟ୍‌ କରି ଏହି ସୂଚନା ଦେଇଛନ୍ତି। ଏହାକୁ ଦେଖିବା ପରେ ଲାଗୁଛି ଫିଲ୍ମଟି ଖୁବ୍‌ ଧମାକାଦାର୍‌ ଓ ହିଟ୍‌ ହେବ। ଏହା ପୂର୍ବରୁ ଅକ୍ଷୟ ଏହି ଫିଲ୍ମର ପୋଷ୍ଟର ଶେୟାର କରିଥିବା ବେଳେ ଏଥିରେ ପ୍ରାୟ ସବୁ କଳାକାର ନଜର ଆସିଥିଲେ। ଟ୍ରେଲରଟି ଦେଖିବା ପରେ ଜଣାପଡୁଛି କେହି ଯେମିତି ହାରିବାକୁ ପ୍ରସ୍ତୁତ ନୁହେଁ। ଯେମିତି ହେଉ ଏମାନେ ମଙ୍ଗଳ ଗ୍ରହରେ ପହଞ୍ଚିବାକୁ ଚାହୁଁଛନ୍ତି। ତେବେ ଟ୍ରେଲରରେ ଅକ୍ଷୟଙ୍କ ବ୍ୟତିତ ସୋନାକ୍ଷୀ ସିହ୍ନା, ବିଦ୍ୟା ବଲାନ, ତାପସି ପନ୍ନୁ, ସରମନ ଯୋଶୀ ଆଦି ନଜର ଆସୁଛନ୍ତି। ଅଗଷ୍ଟ ୧୫ରେ ଏହା ରିଲିଜ୍‌ ହେବାକୁ ଥିବା ବେଳେ ଅକ୍ଷୟ ଏଥିରେ ଜଣେ ନିର୍ଦ୍ଦେଶକ ଭୂମିକାରେ ନଜର ଆସିବେ। ତେବେ ଟିଜରରେ ଯାହା ଦେଖିବାକୁ ମିଳିଥିଲା ଟ୍ରେଲରଟି ଏହାଠାରୁ ସମ୍ପୁର୍ଣ୍ଣ ଭିନ୍ନ।


Enter your email to get our daily news in your inbox.

All Right Reserved By Dharitri.Com

ପୌର ପରିଷଦ କାର୍ଯ୍ୟାଳୟ ଗେଟରେ ତାଲା ପକାଇ ସଫେଇ କର୍ମଚାରୀ

ଯାଜପୁରରୋଡ଼,୧୮।୨(ପବିତ୍ର ରଞ୍ଜନ ମହାନ୍ତି): ବ୍ୟାସନଗର ପୌର ପରିଷଦ କାର୍ଯ୍ୟାଳୟ ଗେଟରେ ତାଲା ପକାଇ ବୁଧବାର ସଫେଇ କର୍ମଚାରୀମାନେ ଆନ୍ଦୋଳନ କରିଛନ୍ତି। କର୍ମଚାରୀଙ୍କ ଅଭିଯୋଗ ମୁତାବକ ସେମାନେ ୩…

ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର, ହୋଲି ପୂର୍ବରୁ ବଢ଼ିପାରେ DA!

ନୂଆଦିଲ୍ଲୀ,୧୮।୨: ଚଳିତ ବର୍ଷର ହୋଲି କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଏକ ସ୍ୱତନ୍ତ୍ର ହୋଇପାରେ। ହୋଲି ଉତ୍ସବ ପୂର୍ବରୁ ସରକାର ମହଙ୍ଗା ଭତ୍ତା (DA)…

୧୭ ଜଣଙ୍କୁ ପଛରେ ପକାଇ ଉପରକୁ ଉଠିଲେ ଇଶାନ କିଷାନ

ନୂଆଦିଲ୍ଲୀ,୧୮।୨: ICC ଟି-୨୦ ରାଙ୍କିଙ୍ଗ ପ୍ରକାଶ ପାଇଛି। ଏଥିରେ ପ୍ରଭାବଶାଳୀ ପ୍ରଦର୍ଶନ କରିଥିବା ଇଶାନ କିଷାନଙ୍କ ତାଙ୍କୁ ଶ୍ରେଷ୍ଠ ୧୦ରେ ସ୍ଥାନ ମିଳିଛି। ସେ ୧୭ ବ୍ୟାଟସମ୍ୟାନଙ୍କୁ…

ଭେଣ୍ଟିଲେଟରରେ ସଲମାନଙ୍କ ବାପା: ସ୍ବାସ୍ଥ୍ୟାବସ୍ଥାକୁ ନେଇ ଆସିଲା ବଡ଼ ଅପଡେଟ୍‌

ବଲିଉଡର ବରିଷ୍ଠ ସ୍କ୍ରିନ୍‌ରାଇଟର୍‌ ସଲିମ ଖାନ ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ତାଙ୍କ ସ୍ବାସ୍ଥ୍ୟବସ୍ଥା ଖରାପ ହେବା ପରେ ତାଙ୍କୁ ଫେବୃଆରୀ ୧୭ ସକାଳେ ହସ୍ପିଟାଲକୁ ଅଣାଯାଇଥିଲା।…

ବାସନ ଧୋଇଲେ ପାକିସ୍ତାନ ଖେଳାଳି: ହୋଟେଲରେ ହେଲେ ହଟହଟା

ଇସଲାମାବାଦ୍‌,୧୮।୨: ପାକିସ୍ତାନ ଜାତୀୟ ହକି ଦଳର ସାମ୍ପ୍ରତିକ ଅଷ୍ଟ୍ରେଲିଆ ଗସ୍ତ ପୁଣି ଥରେ ଦେଶର କ୍ରୀଡ଼ା ପ୍ରଶାସନ ପୋଲ ଖୋଲିଛି। FIH ପ୍ରୋ ଲିଗର ଦ୍ୱିତୀୟ ପର୍ଯ୍ୟାୟକୁ…

ସ୍କୁଲ ଯାଉଥିବା ବେଳେ ମହୁମାଛି ଆକ୍ରମଣ: ୩ ଛାତ୍ରୀ ଗୁରୁତର

ଭଦ୍ରକ,୧୮।୨: ଭଦ୍ରକ ଜିଲା ଭଣ୍ଡାରୀପୋଖରୀ ଥାନା ହାଟଡିହ ନିକଟରେ ବୁଧବାର ମହୁମାଛି ଆତଙ୍କ ଦେଖାଦେଇଛି। ମହୁମାଛି ଆକ୍ରମଣରେ ୩ଜଣ ଛାତ୍ରୀ ଗୁରୁତର ହୋଇଛନ୍ତି। ଛାତ୍ରୀମାନେ ସ୍କୁଲ ଯାଉଥିବା…

ଭବାନୀପାଟଣା ସହରରେ ଫୁଟିଲା ଗୁଳି, ଠିକାଦାରଙ୍କୁ ମାରିବାକୁ ଉଦ୍ୟମ

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଜଣେ ଠିକାଦାରଙ୍କୁ ଟଙ୍କା ମାଗିବା ସହ ଜୀବନରେ ମାରିଦେବା…

ରାତି ଅଧରେ ଭାଜପା ନେତାଙ୍କୁ ଟେକିନେଲା ପୋଲିସ, ପ୍ରତିବାଦରେ ରାସ୍ତାରୋକୋ

ଚାନ୍ଦବାଲି, ୧୮ା୨( କିଷାନ ପାତ୍ର/ଅଶୋକ ପଣ୍ଡା): ଭାଜପା ନେତାଙ୍କୁ ରାତି ଅଧିଆ ଗିରଫ ପ୍ରତିବାଦରେ ଚାନ୍ଦବାଲି-ଭଦ୍ରକ ମୁଖ୍ୟ ରାସ୍ତାର ଖେରଙ୍ଗ ବଜାରରେ ଉତ୍ତେଜନା ଦେଖାଦେଇଛି । ପୋଲିସର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri