ରିଲିଜ୍ ହେଲା ହଙ୍ଗାମା ୨ ର ଟ୍ରେଲର

ମୁମ୍ବାଇ: ବଲିଉଡ୍‌ର ଆଗଧାଡିର ଅଭିନେତ୍ରୀ ଶିଳ୍ପା ସେଟ୍ଟିଙ୍କ ବହୁ ପ୍ରତିକ୍ଷିତ ଫିଲ୍ମ ‘ହଙ୍ଗାମା ୨’ର ଟ୍ରେଲର ରିଲଜ୍ ହୋଇଛି । ଏହି ଫିଲ୍ମ ଓଟିଟି ପ୍ଲାଟଫର୍ମରେ ରିଲିଜ୍ ଅପେକ୍ଷାରେ ରହିଛି । ଖୁବ୍ ହସ ମଜାକରେ ଭରପୁର ଏହି କମେଡି ଫିଲ୍ମରେ ଶିଳ୍ପାଙ୍କ ସହ ପରେଶ ରାୱଲ, ମିଜାନ ଜାଫରି, ଆଶୁତୋଷ ରାଣା ତଥା ପ୍ରଣିତା ସୁଭାଷ ମୁଖ୍ୟ ଭୂମିକାରେ ନଜର ଆସିବେ । ଏହି କମେଡି ମୁଭିର ଟ୍ରେଲର ରିଲିଜ୍ ହେବା ପରେ ଦର୍ଶକଙ୍କ ମନରେ ଫିଲ୍ମକୁ ନେଇ ଉତ୍ସାହ ବଢି ଯାଇଛି । ଏଥିରେ ପରେଶ ରାୱଲଙ୍କ ଅଭିନୟ ସମସ୍ତଙ୍କୁ ହସିବାକୁ ବାଧ୍ୟ କରିଛି । ଏହି ୩ ମିନିଟର ଟ୍ରେଲରରେ ପ୍ରଣିତା ସୁଭାଷ ଏକ ଶିଶୁଙ୍କୁ ଧରି ପ୍ରଥମେ ଏଣ୍ଟ୍ରି କରୁଥିବା ବେଳେ ମିଜାନଙ୍କ ଘରକୁ ଯାଇ ଆଶୁତୋଷ ରାଣାଙ୍କୁ କହୁଛନ୍ତି ସେ ଓ ମିଜାନ କଲେଜରେ ପରସ୍ପରକୁ ଭଲ ପାଉଥିଲେ ଓ ଏହି ଶିଶୁ ସେମାନେ ଦୁଇ ଜଣଙ୍କର । ଏହାପରେ ଓକିଲ ଅର୍ଥାତ୍ ପରେଶ ରାୱାଲଙ୍କ ଏଣ୍ଟ୍ରି ହେବା ସହ ଆରମ୍ଭ ହେଉଛି କମେଡି । ଏଥିରେ ଶିଳ୍ପା ପରେଶଙ୍କ ସ୍ତ୍ରୀ ଭୂମିକାରେ ନଜର ଆସିଛନ୍ତି । ଏହା ହଙ୍ଗାମା ପ୍ରଞ୍ଚାଇଜର ଦ୍ୱିତୀୟ ମୁଭି ।


Enter your email to get our daily news in your inbox.

All Right Reserved By Dharitri.Com

ଖୁବ୍‌ଶୀଘ୍ର ଆସୁଛି ‘କୌନ୍‌ ବନେଗା କରୋଡ଼ପତି’, ଜାଣନ୍ତୁ କେମିତି କରିବେ ରେଜିଷ୍ଟ୍ରେଶନ

ମୁମ୍ବାଇ: ବିଗ୍‌ ବି’ ଅମିତାଭ ବଚ୍ଚନଙ୍କ କୁଇଜ୍‌ ଶୋ’ କୌନ୍‌ ବନେଗା କରୋଡ଼ପତି’ (କେବିସି) ସବୁବେଳେ ଚର୍ଚ୍ଚାରେ ରହିଥାଏ। ବର୍ତ୍ତମାନ ଏହି ଶୋ’ର ପରବର୍ତ୍ତୀ ସିଜନ୍‌ ...

ଅଲଗା ହେଲା ବାଟ, ପ୍ରେମିକଙ୍କଠାରୁ ଅଲଗା ହେଲେ ଶ୍ରୁତି ହାସନ!

ବମ୍ବେ: ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ସାଉଥ୍‌ ସୁପରଷ୍ଟାର କମଲ ହାସନଙ୍କ ଝିଅ ତଥା ଅଭିନେତ୍ରୀ ଶ୍ରୁତି ହାସନ। ଦୀର୍ଘଦିନ ଧରି ସେ ଶାନ୍ତନୁ ହଜାରିକାଙ୍କୁ...

ପୁଣି ପ୍ରେମରେ ପଡ଼ିଛନ୍ତି କୋଙ୍କଣା? ପୂର୍ବ ସ୍ବାମୀ କରିଦେଲେ ବଡ଼ ଖୁଲାସା

ବମ୍ବେ: ପୁଣି ପ୍ରେମରେ ପଡ଼ିଛନ୍ତି ଅଭିନେତ୍ରୀ କୋଙ୍କଣା ସେନ୍‌ ଶର୍ମା। କିଛି ଦିନ ଧରି ତାଙ୍କର ଲଭ୍‌ ଲାଇଫକୁ ନେଇ ଚର୍ଚ୍ଚା ହେଉଥିଲା। ହେଲେ ସେ...

ଅଭିନେତ୍ରୀ ତମନ୍ନା ଭାଟିଆଙ୍କୁ ସମନ

ବମ୍ବେ,୨୫।୪: ଅଡ଼ୁଆରେ ଫସିଛନ୍ତି ବଲିଉଡ ଅଭିନେତ୍ରୀ ତମନ୍ନା ଭାଟିଆ। ଅଭିନେତା ସଞ୍ଜୟ ଦତ୍ତଙ୍କ ପରେ ବର୍ତ୍ତମାନ ତମନ୍ନା ଭାଟିଆଙ୍କ ନାମ ମଧ୍ୟ ବେଆଇନ ଆଇପିଏଲ୍‌ ମ୍ୟାଚ୍‌...

ହେମାମାଳିନୀଙ୍କୁ ନିର୍ବାଚନ ଲଢ଼ିବାକୁ ମନା କରିଥିଲେ ଧର୍ମେନ୍ଦ୍ର

ମୁମ୍ବାଇ: ଅଭିନେତ୍ରୀ ହେମାମାଳିନୀ ବର୍ତ୍ତମାନ ରାଜନୀତିରେ ସକ୍ରିୟ ରହିଛନ୍ତି। ମଥୁରାରୁ ୨ ଥର ଲୋକ ସଭା ସଦସ୍ୟ ଭାବେ ନିର୍ବାଚିତ ହୋଇଥିବା ହେମାମାଳିନୀ ଚଳିତ ଥର...

ସେଲ୍ସ ଗର୍ଲ ହେଲେ ଶ୍ରଦ୍ଧା

ମୁମ୍ବାଇ: ବଲିଉଡ୍‌ର ପ୍ରତିଭାବାନ୍‌ ଅଭିନେତ୍ରୀ ଶ୍ରଦ୍ଧା କପୁର ସୋସିଆଲ ମିଡିଆରେ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ନିଜ ଇନ୍‌ଷ୍ଟାଗ୍ରାମରେ ଏକ ଭିଡିଓ ପୋଷ୍ଟ କରିଛନ୍ତି, ଯାହାକୁ...

କ୍ୟାନ୍‌ସରରେ ଆଖି ବୁଜିଲେ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନ

ନୂଆଦିଲ୍ଲୀ,୨୧ା୪: ଲୋକପ୍ରିୟ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନଙ୍କର ୩୦ ବର୍ଷ ବୟସରେ ମୃତ୍ୟୁ ଘଟିଛି। ସେ ଦୀର୍ଘଦିନ ହେଲା କ୍ୟାନ୍‌ସରରେ ପୀଡ଼ିତ ଥିଲେ। ଇନ୍‌ଷ୍ଟାଗ୍ରାମରେ ତାଙ୍କର...

ହିନ୍ଦୀ ନ କହିବାରୁ କନ୍ନଡ଼ ଅଭିନେତ୍ରୀଙ୍କୁ ଆକ୍ରମଣ

ବେଙ୍ଗାଲୁରୁ, ୨୦।୪: କନ୍ନଡ଼ ଅଭିନେତ୍ରୀ ହର୍ଷିକା ପୁନାଚାଙ୍କୁ ୨ ଦିନ ତଳେ କେତେଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଶୁକ୍ରବାର ସେ ନିଜ ଫେସବୁକରେ ପୋଷ୍ଟ କରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri